ଆଇପିଏଲ୍‌

ଟିମ୍‌ ଇଣ୍ଡିଆର ଷ୍ଟାର ଖେଳାଳିଙ୍କ ମଧ୍ୟରେ କିଏ Vegetarian ଆଉ କିଏ Non-vegetarian: ଜାଣନ୍ତୁ ସମ୍ପୂର୍ଣ୍ଣ ଲିଷ୍ଟ୍‌

ନୂଆଦିଲ୍ଲୀ,୨୨।୪:ଖେଳର କୌଶଳ ବୁଝିବା ସହିତ, ଜଣେ କ୍ରିକେଟରଙ୍କୁ ଭଲ ଫିଟନେସ ମଧ୍ୟ ବଜାୟ ରଖିବାକୁ ପଡିବ। ଏହାଦ୍ୱାରା ତାଙ୍କର ପ୍ରଦର୍ଶନ ଭଲ ହୋଇପାରିବ। ଆଜିକାଲି ପ୍ରତ୍ୟେକ କ୍ରିକେଟର ନିଜ ଫିଟନେସକୁ ଗୁରୁତ୍ୱ ଦିଅନ୍ତି, ଏଥିପାଇଁ ସେ ନିଜ ଖାଦ୍ୟର ମଧ୍ୟ...

IPL 2025: ଇତିହାସ ରଚିଲେ ରଜତ ପଟିଦାର: ସଚିନଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ, ୧୯।୪:ଚଳିତ ସିଜନରେ ଘରୋଇ ପିଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି)ର ଖରାପ ପ୍ରଦର୍ଶନ ଅବ୍ୟାହତ ରହିଛି। ଆଇପିଏଲ୍‌ର ଜନ୍ମ ଦିନରେ  ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ୫ ଉଇକେଟରେ ଆରସିବିକୁ ପରାସ୍ତ କରିଛି। ସାଂଘାତିକ ବ୍ୟାଟିଂ...

Watch Video:ମ୍ୟାଚ୍‌ ବିଜୟ ପରେ ବି ଥରୁଥିଲେ ପଞ୍ଜାବ ମାଲିକାଣୀ: କୋଚ୍‌ଙ୍କୁ କହିଲେ, ମୋତେ ଦେଖ…

ଚଣ୍ଡିଗଡ,୧୬।୪: ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ ଲକ୍ଷ୍ୟ ଆଗରେ କେକେଆର ମାତ୍ର ୯୫ ରନ କରିବାକୁ ସକ୍ଷମ ହୋଇଥିଲା। ଏହା...

IPL 2025: ମ୍ୟାଚ୍‌ ମଝିରେ ଭୟଙ୍କର ରାଗିଗଲେ ବିରାଟ କୋହଲି: ଭାଇରାଲ ହେଉଛି ଭିଡିଓ

ବେଙ୍ଗାଲୁରୁ,୧୧।୪: IPL 2025ରେ, RCB ନିଜ ଘରୋଇ ଗ୍ରାଉଣ୍ଡରେ ଏକ ଶୋଚନୀୟ ପରାଜୟ ବରଣ କରିଥିଲା। ଦିଲ୍ଲୀ କ୍ୟାପିଟାଲ୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୬ ଉଇକେଟରେ ପରାସ୍ତ କରିଛି। ୧୬୪ ରନର ଟାର୍ଗେଟକୁ ରୋକିବାକୁ ବେଙ୍ଗାଲୁରୁ ଓହ୍ଲାଇଥିଲା ଏବଂ ଜବାବରେ...

ଇତିହାସ ରଚିଲେ ବିରାଟ କୋହଲି: ଏପରି କାରନାମା କରିବାରେ IPLର ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୧୦।୪: ବିରାଟ କୋହଲି IPL 2025 ରେ ଇତିହାସ ରଚିଛନ୍ତି। ସେ ଗୁରୁବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୨୨ ରନର ଏକ ଇନିଂସ ଖେଳିଥିଲେ। ଏହି ସମୟ ମଧ୍ୟରେ, କୋହଲି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ବ୍ୟାଟିଂ କରୁଥିବା ସମୟରେ...

IPL 2025: ଆପିଏଲ୍‌ରେ ସବୁଠୁ ବିପଜ୍ଜନକ ବୋଲର୍‌ କିଏ? ଗେଲ୍‌ ଦେଲେ ଚମକାଇବା ଭଳି ଜବାବ

ନୂଆଦିଲ୍ଲୀ,୮।୪: IPL 2025 ଚାଳିଥିବା ବେେଳେ ବିଶ୍ୱର ବିସ୍ଫୋରକ ବ୍ୟାଟସମ୍ୟାନ କ୍ରିସ ଗେଲ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ‘ୟୁନିଭର୍ସ ବସ’ ଭାବରେ ଜଣାଶୁଣା ଗେଲ ଭାରତୀୟ ପେସର୍‌ ଜସପ୍ରୀତ ବୁମରାଙ୍କୁ ସବୁଠାରୁ ବିପଦଜନକ ବୋଲର ଭାବରେ ବାଛିଛନ୍ତି। ବୁମରା...

ଇତିହାସ ରଚିଲା RCB: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ହେଲା ଦ୍ୱିତୀୟ ଦଳ

ମୁମ୍ବାଇ,୮।୪: ଓ୍ବାଙ୍ଖେଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)। ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଆରସିବି ୧୨ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଆରସିବି...

ରୋମାଞ୍ଚକ ମୁକାବିଲାରେ ମୁମ୍ବାଇକୁ ହରାଇଲା ଆରସିବି: ଶେଷ ଓଭରରେ ଯାଦୁ ଦେଖାଇଲେ କ୍ରୁନାଲ

ମୁମ୍ବାଇ, ୭।୪-ଓ୍ବାଙ୍ଖେଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)। ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଆରସିବି ୧୨ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଆରସିବି...

ଐତିହାସିକ ରେକର୍ଡ ହାସଲ କଲେ ହାର୍ଦ୍ଦିକ ପାଣ୍ଡ୍ୟା: ପ୍ରଥମ ଭାରତୀୟ ଭାବେ କଲେ ଚମତ୍କାର

ମୁମ୍ବାଇ,୮।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ବିପକ୍ଷ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ବଲ୍‌ରେ ଚମତ୍କାର ପ୍ରଦର୍ଶନ କରିଥିଲେ। IPL 2025ର ୨୦ତମ ମ୍ୟାଚ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ଗୋଟିଏ ଓଭରରେ RCBର ୨ ଜଣ ବଡ଼...

ଟି-୨୦ ବିରାଟ କୋହଲିଙ୍କ ବଡ଼ ରେକର୍ଡ: ପ୍ରଥମ ଭାରତୀୟ ଭାବେ କଲେ ଏମିତି କାରନାମା

ମୁମ୍ବାଇ,୭।୪: ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ସୋମବାର IPL 2025ରେ ଏକ ମ୍ୟାଚ୍‌ରେ ବିରାଟ କୋହଲି ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଏକ ନୂତନ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ଏବେ ଟି-୨୦ କ୍ରିକେଟର ଶ୍ରେଷ୍ଠ ୫ ବ୍ୟାଟସମ୍ୟାନଙ୍କ ତାଲିକାରେ ସାମିଲ ହୋଇଛନ୍ତି।...

ରାଗିକି ନିଆଁବାଣ ହେଲେ ସନରାଇଜର୍ସ ହାଇଦ୍ରାବାଦ ମାଲିକାଣୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୪: ସନରାଇଜର୍ସ ହାଇଦ୍ରାବାଦ ପାଇଁ ଚଳିତ ଆଇପିଏଲ୍‌ ସିଜିନ୍‌ ଆରମ୍ଭ ଖରାପ ରହିଛି। ଦଳ ଲଗାତାର ୪ ମ୍ୟାଚ ହାରିଛି। ଟ୍ରାଭିସ ହେଡ, ଇଶାନ କିଷନ, ଅଭିଷେକ ଶର୍ମାଙ୍କଠାରୁ ଆରମ୍ଭ କରି ଦଳର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ନେ ଗତ ୪ଟି ମ୍ୟାଚ୍‌ରେ...

ସଚିନଙ୍କ ଶ୍ରେଷ୍ଠ ଆଇପିଏଲ ଏକାଦଶରେ ରୋହିତ, କୋହଲିଙ୍କ ସ୍ଥାନ ନାହିଁ

ମୁମ୍ବାଇ,୩୧।୫: ଭାରତର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଆଇପିଏଲ ୨୦୨୨ରେ ଭଲ ପ୍ରଦର୍ଶନ କରିଥିବା ଏକରୁ ଅଧିକ ଖେଳାଳି ଚୟନ କରି ନିଜର ସର୍ବଶ୍ରେଷ୍ଠ ଆଇପିଏଲ ଏକାଦଶ ପ୍ରସ୍ତୁତ କରିଛନ୍ତି। ସଚିନ ଏହି ଦଳର ଅଧିନାୟକ ଭାବରେ ଗୁଜରାଟ ଟାଇଟାନ୍ସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri