୨ଥର ୬ ବଲ୍ରୁ ୬ ଛକା ମାରିଛନ୍ତି ଏହି କ୍ରିକେଟର୍: ଏବେ ଦିଲ୍ଲୀ କ୍ୟାପିଟାଲ୍ସରେ ଦଳରେ ହେଲେ ସାମିଲ
ମୁମ୍ବାଇ,୧୬।୪: ଦିଲ୍ଲୀ ଅଲରାଉଣ୍ଡର ଲଲିତ ଯାଦବଙ୍କୁ ଭାରତୀୟ କ୍ରିକେଟର୍ ଉଜ୍ଜ୍ୱଳତମ ତାରକା ଭାବେ ବିବେଚନା କରାଯାଏ। ତାଙ୍କୁ ଆଇପିଏଲ୍ ନିଲାମରେ ୨୦ ଲକ୍ଷ ଟଙ୍କା ମୂଲ୍ୟରେ ନିଲାମରେ କିଣାଯାଇଥିଲା। ସେ ଉଭୟ ବ୍ୟାଟ ଏବଂ ବଲ ସହିତ ପ୍ରଦର୍ଶନ କରିବାର କ୍ଷମତା…
ଏହି କ୍ରିକେଟର୍ଙ୍କୁ ଅଷ୍ଟ୍ରେଲିଆରେ ଅଫର୍ ଦେଇଥିଲେ କୋହଲି
ଚେନ୍ନାଇ,୧୫।୪: ଆଇପିଏଲର ଗତ ସିଜନରେ ଫ୍ଲପ ହୋଇଥିବା ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଚଳିତ ସିଜନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ପାଇଁ ଖେଳୁଛନ୍ତି। ଆରସିବି ତାଙ୍କୁ ଏହି ସିଜିନ ପାଇଁ ନିଲାମରେ ବହୁ ପରିମାଣର ଅର୍ଥ ଦେଇ କିଣିଥିଲା ଏବଂ…
ପ୍ରବଳ ରାଗିଗଲେ କୋହଲି: କଲେ ଭଙ୍ଗାରୁଜା
ଚେନ୍ନାଇ,୧୫।୪: ଆଇପିଏଲ ୨୦୨୧ର ଷଷ୍ଠ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୬ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ଆରସିବି ଅଧିନାୟକ ବିରାଟ କୋହଲି ପ୍ରବଳ ରାଗିଯାଇଥିଲେ। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ମ୍ୟାଚ୍ରେ…
ଏହି କ୍ରିକେଟର୍ଙ୍କ କାହାଣୀ ଶୁଣିଲେ ଆଖିଲେ ଆସିଯିବ ଲୁହ: ଆଇପିଏଲ୍ରେ କଲେ ଧମାକା
ମୁମ୍ବାଇ,୧୩।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ (ଆଇପିଏଲ)ରେ ସୋମବାର ରାଜସ୍ଥାନ ରୟାଲ୍ସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ ଟକ୍କର ହୋଇଥିଲା। ଏହି ମ୍ୟାଚରେ କିଙ୍ଗ୍ସ ଏକାଦଶ ପଞ୍ଜାମ ଶେଷ ବଲରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ବାମହାତୀ ଦ୍ରୁତ ବୋଲର ଚେତନ…
ଶୂନରେ ଆଉଟ୍, ମ୍ୟାଚ୍ ବି ହାରିଲେ; ଏବେ ଲାଗିଲା ୧୨ ଲକ୍ଷ ଟଙ୍କାର ଜରିମାନା
ନୂଆଦିଲ୍ଲୀ,୧୧।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍ରେ ସ୍ଲୋ ଓଭରକୁ ନେଇ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ଉପରେ ୧୨ ଲକ୍ଷ ଟଙ୍କାର ଜରିମାନା କରାଯାଇଛି। ଦଳ ଏହି ମ୍ୟାଚ୍ ଜିତିପାରି ନ ଥିବା ବେଳେ ଆଇପିଏଲ୍ର ନିୟମ…
ପାଞ୍ଚଥରର ଚାମ୍ପିୟନକୁ ହରାଇ ଆତ୍ମବିଭୋର ଆର୍ସିବି ଅଧିନାୟକ: ହର୍ଷଲଙ୍କୁ ନେଇ କହିଲେ…
ନୂଆଦିଲ୍ଲୀ,୧୦।୪: ଆଇପିଏଲ୍-୨୦୨୧ର ପ୍ରଥମ ମ୍ୟାଚ୍ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିଜେତା ହୋଇଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି)। କୋହଲିଙ୍କ ଟିମ୍ ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍ଆଇ)କୁ ୨ ଉଇକେଟରେ ହରାଇଛି। ଉଭୟ ଟିମ୍ ମଧ୍ୟରେ ଖେଳାଯାଇଥିବା ଏହି ମ୍ୟାଚ୍ ଶେଷ ପର୍ଯ୍ୟନ୍ତ ବେଶ…
ଆଇପିଏଲ୍-୧୪: ଗୁରୁ- ଶିଷ୍ୟ ଲଢ଼େଇ
ମୁମ୍ବାଇ,୧୦।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୪ତମ ସଂସ୍କରଣର ଦ୍ୱିତୀୟ ମ୍ୟାଚ୍ରେ ଗୁରୁ ଓ ଶିଷ୍ୟଙ୍କ ମଧ୍ୟରେ ଲଢେଇ ଦେଖିବାକୁ ମିଳିବ। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଓ ରିଷଭ ପନ୍ତଙ୍କ ଦିଲ୍ଲୀ…
ଆଜିଠୁ ଆଇପିଏଲ୍: ଟାଇଟଲ୍ ପାଇଁ ଲଢ଼ିବେ ଏହି ୮ ଅଧିନାୟକ; ଜାଣନ୍ତୁ କିଏ ବୟସରେ…
ନୂଆଦିଲ୍ଲୀ,୯।୪: ଆଇପିଏଲ୍ ୨୦୨୧ରେ ପୁଣି ଥରେ ଟାଇଟଲ ହାସଲ ପାଇଁ ୮ ଟି ଦଳ ପରସ୍ପର ମୁହାଁମୁହିଁ ହେବେ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍ ଶୁକ୍ରବାର ମୁମ୍ବାଇ ଇଣ୍ଡିଆନ୍ସ-ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବ। ଆଇପିଏଲ୍ର ଏହି ନୂତନ ସିଜନରେ ୨୩ ବର୍ଷୀୟ…
ଆଇପିଏଲ୍-୨୦୨୧ ହେବ ଧୋନୀଙ୍କ ଶେଷ ଟୁର୍ନାମେଣ୍ଟ ? ସିଏସ୍କେର ସିଇଓ ଦେଲେ ଏଭଳି ଜବାବ
ନୂଆଦିଲ୍ଲୀ,୯।୪: ୨୦୨୦ ଅଗଷ୍ଟ ୧୫ରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଥିଲେ ମହେନ୍ଦ୍ର ସିଂହ ଧୋନୀ। ପରେ ସେ ଆଇପିଏଲ୍ ଖେଳିବେ କି ନାହିଁ ନେଇ ଆଶଙ୍କା ସୃଷ୍ଟି ହୋଇଥିଲା। ମାତ୍ର ସେ ‘ଡେଫିନାଇଟଲି ନଟ୍’ କହି ଆଲୋଚନାକୁ ବନ୍ଦ କରିଥିଲେ।…
ଆଇପିଏଲ୍ ୨୦୨୧ ଧୋନୀ ଭାଙ୍ଗିପାରନ୍ତି ଏହି ୭ ରେକର୍ଡ
ଭାରତୀୟ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ ଜଗତର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ଭାବରେ ପରିଗଣିତ ହୋଇଛନ୍ତି। ଆଇପିଏଲ ୨୦୨୧ରେ ଧୋନୀଙ୍କ ଏହା ହେଉଛି ୧୩ତମ ସିଜନ ଅଧିନାୟକ। ସେ ଚେନ୍ନାଇ ସୁପର କିଙ୍ଗ୍ସକୁ ୧୨ ଥର ଅଧିନାୟକ କରିଥିବାବେଳେ…
ଆଜିଠୁ ଆଇପିଏଲ୍ ମହାକୁମ୍ଭ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ ଆରମ୍ଭ ହେବାକୁ ଗୋଟିଏ ଦିନ ବାକି ଅଛି। ଏଭଳି ପରିସ୍ଥିତିରେ ସମସ୍ତ ଦଳ ଟାଇଟଲ ହାସଲ କରିବାକୁ ଜୋରଦାର ଅଭ୍ୟାସ କରୁଛନ୍ତି। ଏଥର ବିସିସିଆଇ କାର୍ଯ୍ୟସୂଚୀ ଅନୁଯାୟୀ କୌଣସି ଆଇପିଏଲ ଦଳ ନିଜ ଘରୋଇ…
ଆଇପିଏଲ୍-୧୪ : ଭାଗ୍ୟ ବଦଳାଇବା ଆଶାରେ ଆରସିବି
ଚେନ୍ନାଇ,୮।୪(ପି.ଟି.): ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୪ତମ ସଂସ୍କରଣ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। କୋଭିଡ୍-୧୯ ମହାମାରୀ ପ୍ରକୋପ ଜାରି ରହିଥିଲେ ମଧ୍ୟ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବିଶ୍ୱର ଏହି ଶ୍ରେଷ୍ଠ ଟି୨୦ ଲିଗ୍ ଆୟୋଜନ କରିବାକୁ…
Archives


