ଆଇପିଏଲ୍‌

ରନ୍‌ ଚେଜ୍‌ ଦିଲ୍ଲୀ ପାଇଁ ଚିନ୍ତାଜନକ

ଦୁବାଇ, ୨୯।୧୦(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ରନ୍‌ ଚେଜ୍‌ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଚିନ୍ତାଜନକ ହୋଇଛି ବୋଲି କୋଚ୍‌ ରିକି ପଣ୍ଟିଂ ସ୍ବିକାର କରିଛନ୍ତି। ପ୍ଲେ-ଅଫ୍‌ରେ ସ୍ଥାନ ପକ୍କା କରିବା ପାଇଁ ଏହା ଉପରେ ବିଶେଷ ଧ୍ୟାନ ଦେବାକୁ ପଡ଼ିବ…

ରିଦ୍ଧିମାନଙ୍କ ଇଞ୍ଜୁରି ଗୁରୁତର ନୁହେଁ

ଦୁବାଇ,୨୯।୧୦(ପି.ଟି.): ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଦ୍ଧିମାନ ଶାହା ଗ୍ରୋନ୍‌ ଇଞ୍ଜୁରିର ଶିକାର ହୋଇଛନ୍ତି। ତେବେ ଏହା ସେତେଟା ଗୁରୁତର ନୁହେଁ। କିନ୍ତୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ ସନରାଇଜର୍ସ ହାଇଦ୍ରାବାଦ ତାଙ୍କ ଇଞ୍ଜୁରି ସମସ୍ୟା ନେଇ କାଳକ୍ଷେପଣ ନୀତି ଅବଲମ୍ବନ…

ବିଜୟ ଲକ୍ଷ୍ୟରେ କୋଲକାତା

ଦୁବାଇ, ୨୯।୧୦(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଗୁରୁବାର ଚେନ୍ନାଇ ସୁପରକିଙ୍ଗ୍ସ ଓ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। କୋଲକାତା ୧୨ ମ୍ୟାଚରୁ ୧୨ ପଏଣ୍ଟ ପାଇଥିବାରୁ ପ୍ଲେ-ଅଫ୍‌ ଆଶା ଉଜ୍ଜୀବିତ ରଖିବା ପାଇଁ ଅବଶିଷ୍ଟ ୨ଟି…

ପ୍ଲେ-ଅଫ୍‌ ଦ୍ୱାରରେ ମୁମ୍ବାଇ

ଆବୁଧାବି, ୨୯।୧୦- ଯଶପ୍ରୀତ ବୁମ୍‌ରାଙ୍କ ଘାତକ ବୋଲିଂ ପରେ ସୂର୍ଯ୍ୟକୁମାର ଯାଦବଙ୍କ ମ୍ୟାଚ ବିଜୟୀ ଇନିଂସ ସହାୟତାରେ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ପ୍ଲେ-ଅଫ୍‌ ଦ୍ୱାରରେ ପହଞ୍ଚତ୍ ଯାଇଛି। ବୁଧବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ୫ ଉଇକେଟରେ…

କୋଲକାତାର ବୃହତ୍‌ ବିଜୟ: ବରୁଣ ଚକ୍ରବର୍ତ୍ତୀଙ୍କୁ ୫ ଉଇକେଟ

ଆବୁଧାବି,୨୫।୧୦(ପି.ଟି.): ନୀତୀଶ ରାଣା ଓ ସୁନୀଲ ନାରିନଙ୍କ ଦମ୍‌ଦାର ବ୍ୟାଟିଂ ଓ ଲେଗ୍‌ ସ୍ପିନର ବରୁଣ ଚକ୍ରବର୍ତ୍ତୀଙ୍କ ଚମତ୍କାର ପ୍ରଦର୍ଶନ ବଳରେ କୋଲକାତା ନାଇଟ ରାଇଡର୍ସ ଇନ୍‌ଫର୍ମ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଏକ ବୃହତ୍‌ ବିଜୟ ହାସଲ କରିଛି। ଶନିବାର ସ୍ଥାନୀୟ…

ହାଇଦ୍ରାବାଦ୍‌କୁ ହରାଇଲା ପଞ୍ଜାବ

ଦୁବାଇ,୨୫।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୪୩ତମ ମ୍ୟାଚ୍‌ରେ ଶନିବାର କିଙ୍ଗ୍ସ ଏକାଦଶ ପଞ୍ଜାବ ୧୨ ରନରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ ପରି ପଞ୍ଜାବ ୨୦ ଓଭରରେ ୭ ଉଇକେଟ ହରାଇ ୧୨୬ ରନ ସଂଗ୍ରହ କରିଥିଲା।…

ହାଇଦ୍ରାବାଦ୍‌ ସାମ୍ନାରେ ୧୫୫ ରନ୍‌ ଟାର୍ଗେଟ୍‌ ରଖିଲା ରାଜସ୍ଥାନ

ଦୁବାଇ, ୨୨।୧୦: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୪୦ତମ ମୁକାବିଲାରେ ଗୁରୁବାର ରାଜସ୍ଥାନ ରୟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚରେ ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌…

ଟସ୍‌ ଜିତି ରାଜସ୍ଥାନକୁ ବ୍ୟାଟିଂ ପାଇଁ ନିମନ୍ତ୍ରଣ କଲେ ଓ୍ବାର୍ନର

ଦୁବାଇ, ୨୨।୧୦: ଚଳିତ ଆଇପିଏଲ୍‌ର ୪୦ତମ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ହାଇଦ୍ରାବାଦ୍‌ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜସ୍ଥାନ ପ୍ରଥମେ…

ଆଇପିଏଲ୍‌ରେ ୫୦୦ ଚୌକା ମାରିଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ

ଆବୁଧାବି, ୨୨।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ବୁଧବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୮ ଉଇକେଟ୍‌ରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ମ୍ୟାଚ୍‌ରେ ବାଙ୍ଗାଲୋର ଅଧିନାୟକ କୋହଲି ୧୮ ରନ କରି ଅପରାଜିତ ରହିବା ସହ ଦଳକୁ…

ରାଜସ୍ଥାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସନ୍‌ରାଇଜର୍ସକୁ ଝଟ୍‌କା; ଖେଳିବେନି ଏହି ଷ୍ଟାର ଖେଳାଳି

ଦୁବାଇ, ୨୨।୧୦: ଚଳିତ ଆଇପିଏଲ୍‌ର ୪୦ତମ ମୁକାବିଲାରେ ଗୁରୁବାର ରାଜସ୍ଥାନ ରୟାଲ୍ସର ମୁକାବିଲା ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ସହ ହେବ। ତେବେ ଏହି ମ୍ୟାଚ୍‌ ପୂର୍ବରୁ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ହାଇଦ୍ରାବାଦ୍‌ ଦଳକୁ ବଡ଼ ଝଟ୍‌କା ଲାଗିଛି। ଦଳର ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ କେନ୍‌…

ସୁପର ଫର୍ମର ରହସ୍ୟ ଖୋଲିଲେ ଧାଓ୍ବନ

ଦୁବାଇ,୨୨।୧୦(ପି.ଟି.): ଦିଲ୍ଲୀ କ୍ୟାପିଟାଲ୍ସ ଅଭିଜ୍ଞ ଓପନର ଶିଖର ଧାଓ୍ବନ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଜବରଦସ୍ତ ଫର୍ମରେ ରହିଛନ୍ତି। ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ସେ ଆଇପିଏଲ୍‌ରେ କ୍ରମାଗତ ଦୁଇଟି ବିସ୍ଫୋରକ ଶତକ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ଏହି…

ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ଡ୍ବେନ ବ୍ରାଭୋ

ଦୁବାଇ,୨୨।୧୦(ପି.ଟି.): ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ତାରକା ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ବାଦ୍‌ ପଡିଛନ୍ତି। ଗ୍ରୋନ୍‌ ଇଞ୍ଜୁରି କାରଣରୁ ସେ ଆଇପିଏଲ୍‌ର ଆଗାମୀ ମ୍ୟାଚ୍‌ଗୁଡିକ ଖେଳିପାରିବେ ନାହିଁ। ଫଳରେ ଟୁର୍ନାମେଣ୍ଟରେ ଏଥର ପ୍ଲେ- ଅଫ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri