ଆଇପିଏଲ୍‌

ଆଇପିଏଲ୍‌ରେ : ‘ବ୍ଲାକ୍‌ ଲାଇଭ୍‌ ମ୍ୟାଟର’ ଆନ୍ଦୋଳନ ସାମିଲ ନ ହେବାରୁ ହୋଲ୍ଡର ଦୁଃଖିତ

ଦୁବାଇ,୨୨।୧୦(ପି.ଟି.): ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ‘ବ୍ଲାକ୍‌ ଲାଇଭ୍‌ ମ୍ୟାଟର’ ଆନ୍ଦୋଳନ ସାମିଲ ନ ହେବା ଦୁଃଖଦାୟକ ବୋଲି ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍ଡର କହିଛନ୍ତି। ବିଶ୍ୱର ଶ୍ରେଷ୍ଠ କ୍ରିକେଟ ଲିଗ୍‌ ବିବେଚିତ ହେଉଥିବା ଆଇପିଏଲ୍‌ରେ ଦଳଗୁଡିକ ଏ ନେଇ…

ସିରାଜଙ୍କ ଘାତକ ବୋଲିଂ, ଆର୍‌ସିବିର ଦମ୍‌ଦାର ବିଜୟ

ଆବୁଧାବି, ୨୨।୧୦- ପେସ୍‌ ବୋଲର ମହମ୍ମଦ ସିରାଜଙ୍କ ଘାତକ ବୋଲିଂ ସହାୟତାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଅନୁଷ୍ଠିତ ମ୍ୟାଚରେ ଦମ୍‌ଦାର ବିଜୟ ହାସଲ କରିଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ କୋଲକାତା ନାଇଟ ରାଇଡର୍ସକୁ…

ବିଜୟ ଏକମାତ୍ର ଲକ୍ଷ୍ୟ

ଦୁବାଇ, ୨୨।୧୦(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ଉଭୟ ଦଳ ପଏଣ୍ଟ ଟେବୁଲର ନିମ୍ନଭାଗରେ ଥିବାରୁ ଆଗାମୀ ମ୍ୟାଚରେ ନିଶ୍ଚିତ ବିଜୟ ଆବଶ୍ୟକ କରୁଛନ୍ତି। ତେଣୁ ଏହି…

ପ୍ରଥମ ବୋଲର ଭାବେ ଆଇପିଏଲ୍‌ରେ ୨ଟି ମେଡେନ ଓଭର ପକାଇଲେ ସିରାଜ

ଆବୁଧାବି, ୨୧।୧୦: ଚଳିତ ଆଇପିଏଲ୍‌ର ୩୯ତମ ମ୍ୟାଚ୍‌ରେ ବୁଧବାର କୋଲକାତା ନାଇଟ୍‌ ରାଇଡର୍ସର ମୁକାବିଲା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ସହ ହୋଇଥିଲା। ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି କୋଲକାତା ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ୍‌ ହରାଇ ମାତ୍ର ୮୪ ରନ…

କୋହଲିଙ୍କ ସାମ୍ନାରେ ମାତ୍ର ୮୫ ରନ୍‌ ଲକ୍ଷ୍ୟ ରଖିଲା କୋଲକାତା

ଆବୁଧାବି, ୨୧।୧୦: ଆଇପିଏଲ୍‌ ୧୩ତମ ସିଜନର ୩୯ତମ ମ୍ୟାଚ୍‌ରେ ବୁଧବାର ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)ର ମୁକାବିଲା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ସହ ହୋଇଛି। ଏହି ମ୍ୟାଚରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା କେକେଆର୍‌…

ଆଇପିଏଲ୍‌ରେ ଫ୍ଲପ୍‌ ହୋଇଥିବା ୫ କୋଟିପତି ଖେଳାଳି

ନୂଆଦିଲ୍ଲୀ, ୨୧।୧୦: ୟୁଏଇରେ ଚାଲିଥିବା ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣର ଅଧାରୁ ଅଧିକ ମ୍ୟାଚ୍‌ ଖେଳାଯାଇ ସାରିଛି। ଚଳିତ ଥର ଅନେକ କୋଟିପତି ଖେଳାଳି ସେମାନଙ୍କ ପ୍ରଦର୍ଶନରେ ନିଜ ଟିମ୍‌କୁ ବହୁତ ନିରାଶ କରିଛନ୍ତି। ଏହି ଖେଳାଳିମାନଙ୍କ ମଧ୍ୟରେ କୋଲକାତା ନାଇଟ୍‌ ରାଇଡର୍ସର…

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ କେକେଆର୍‌; କୋହଲିଙ୍କ ଉପରେ ରହିବ ନଜର

ଆବୁଧାବି, ୨୧।୧୦: ଆଇପିଏଲ୍‌ ୧୩ତମ ସିଜନର ୩୯ତମ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)ର ମୁକାବିଲା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ସହ ହୋଇଛି। ଏହି ମ୍ୟାଚରେ ଟସ୍‌ ଜିତି କେକେଆର୍‌ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି…

ଛକା, ଚୌକାରେ ସ୍ବତନ୍ତ୍ର କୀର୍ତ୍ତିମାନ ସ୍ଥାପନ କରିବେ କୋହଲି

ଆବୁଧାବି, ୨୧।୧୦: ଚଳିତ ଆଇପିଏଲ୍‌ର ୩୯ତମ ମୁକାବିଲାରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଓ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପରସ୍ପର ସାମ୍ନା ସାମ୍ନି ହେବେ। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଅବସରରେ ଆର୍‌ସିବି ଅଧିନାୟକ…

ଆଇପିଏଲ୍‌ରେ ପ୍ରଥମ ଖେଳାଳି ଭାବେ ଲଗାତର ୨ ଶତକ ହାସଲ କଲେ ଧାଓ୍ବନ

ଦୁବାଇ, ୨୦।୧୦: ଶିଖର ଧାଓ୍ବନଙ୍କ ଶତକ ବଳରେ ମଙ୍ଗଳବାର ଏଠାରେ ଖେଳାଯାଇଥିବା ଆଇପିଏଲ୍‌ର ୩୮ତମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ୧୬୫ ରନର ଟାର୍ଗେଟ୍‌ କିଙ୍ଗ୍ସ ଇଲେଭେନ ପଞ୍ଜାବ ସାମ୍ନାରେ ଧାର୍ଯ୍ୟ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ନିର୍ଦ୍ଧାରିତ…

ଟସ୍‌ ଜିତି ବ୍ୟାଟିଂ କରିବାକୁ ଦିଲ୍ଲୀ କ୍ୟାପିଟାଲ୍ସର ନିଷ୍ପତ୍ତି

ଦୁବାଇ, ୨୦।୧୦: ଚଳିତ ଆଇପିଏଲ୍‌ର ୩୮ତମ ମ୍ୟାଚ୍‌ରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସର ମୁକାବିଲା କିଙ୍ଗ୍ସ ଇଲେଭେନ ପଞ୍ଜାବ ସହ ହୋଇଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଶ୍ରେୟାସ ଆୟାର ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ…

ଦ୍ୱିତୀୟ ସୁପର୍‌ ଓଭରରେ କାହିଁକି ବୋଲିଂ କରିପାରିଲେନି ବୁମ୍‌ରା, ସାମି

ଦୁବାଇ, ୨୦।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ରବିବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ମଧ୍ୟରେ ଐତିହାସିକ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମୁକାବିଲାରେ ପଞ୍ଜାବ ୨ୟ ସୁପର୍‌…

ପଞ୍ଜାବର ପ୍ରତ୍ୟେକ ବିଜୟରେ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ରହିଛନ୍ତି ରାହୁଲ

ଦୁବାଇ, ୨୦।୧୦: ଚଳିତ ଆଇପିଏଲ୍‌ର ୩୮ତମ ମୁକାବିଲାରେ ମଙ୍ଗଳବାର କିଙ୍ଗ୍ସ ଇଲେଭେନ ପଞ୍ଜାବର ମୁକାବିଲା ଦିଲ୍ଲୀ କ୍ୟାପିଟାଲ୍ସ ସହ ହେବ। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ଦିଲ୍ଲୀ ପଲା ଭାରୀ ରହିବ। ଦିଲ୍ଲୀ ବର୍ତ୍ତମାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri