ଆଇପିଏଲ୍‌-୨୦୨୨

ଏମ୍‌ଆଇ ପାଇଁ ବିଜୟ ଲକ୍ଷ୍ୟ ୧୬୦…

ମୁମ୍ବାଇ, ୨୧।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୯ ତମ ମ୍ୟାଚରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ୍‌୍‌ (ଡିସି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା...

ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨୧।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୯ ତମ ମ୍ୟାଚରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ୍‌୍‌ (ଡିସି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା...

ପ୍ଲେ ଅଫ୍‌ ପାଇଁ ରାଜସ୍ଥାନର ଲଢେଇ

ମୁମ୍ବାଇ,୨୦।୫: ମୁମ୍ବାଇ ସ୍ଥିତ ବ୍ରାବୋର୍ନ ଷ୍ଟାଡିୟମରେ ଶୁକ୍ରବାର ଖେଳା ଯାଉଥିବା ୬୮ତମ ମ୍ୟାଚର ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଚେନ୍ନାଇ ସୁପରକିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜସ୍ଥାନ ରୟାଲ୍ସ ପ୍ରଥମେ ବୋଲିଂ...

ଡ୍ରେସିଂ ରୁମ୍‌ରେ ହେଲମେଟ୍‌ ଫିଙ୍ଗି ଭଙ୍ଗାରୁଜା କଲେ ଏହି କ୍ରିକେଟର୍‌

ମୁମ୍ବାଇ,୨୦।୫: ଆଇପିଏଲ ୨୦୨୨ର ୬୭ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୮ ଉଇକେଟ୍‌ରେ ଗୁଜରାଟ ଟାଇଟାନ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଆରସିବି ପ୍ଲେ ଅଫ୍‌ ଖେଳିବା ଆଶା ଉଜ୍ଜିବୀତ ହୋଇଛି। ଏହି ମ୍ୟାଚ୍‌ରେ ଆରସିବିର ବୋଲର ଏବଂ...

ମୁମ୍ବାଇ ଭରଷାରେ ଆର୍‌ସିବି

ମୁମ୍ବାଇ,୧୯।୫: ଦୀର୍ଘ ଦିନ ହେଲା ଚୁପ୍‌ ଥିବା ବିରାଟ କୋହଲିଙ୍କ ବ୍ୟାଟ ଗର୍ଜନ କରିଛି। ତାଙ୍କର ୭୩ ରନ୍‌ର ଇନିଂସ ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ୮ ଉଇକେଟରେ ଗୁଜରାଟ ଟାଇଟନ୍ସକୁ ପରାସ୍ତ କରିଛି। ଏହି ବିଜୟ ଯୋଗୁ...

ପଡ଼ିଆରେ କାନ୍ଦିଲେ ଏହି କ୍ରିକେଟର୍‌

ମୁମ୍ବାଇ,୧୯।୫: ଆଇପିଏଲ ୨୦୨୨ର ଏକ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍‌ସଠାରୁ ମାତ୍ର ୨ ରନ୍‌ରେ ପରାସ୍ତ ହୋଇ ପ୍ଲେ ଅଫ୍‌ରୁ ବାଦ୍‌ ପଡ଼ିଛି କୋଲକତା ନାଇଟ୍‌ ରାଇଡର୍ସ। ଯଦିଓ କେକେଆର୍‌ ଦଳକୁ ପରାଜୟର ସାମ୍ନା କରିବାକୁ ପଡିଛି, କିନ୍ତୁ ଦଳର...

ଆଇପିଏଲ୍‌ ଇତିହାସରେ ସବୁଠୁ ବଡ଼ ରେକର୍ଡ

ମୁମ୍ବାଇ,୧୯।୫: ଆଇପିଏଲର ୬୬ତମ ଲିଗ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଓପନର୍‌ କ୍ୱିଣ୍ଟନ ଡି’କକ ଏବଂ କେ.ଏଲ ରାହୁଲ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ୨୧୦ ରନ ଓପନିଂ ଭାଗିଦାରୀ ବାଣ୍ଟିଛନ୍ତି। ଆଇପିଏଲ ଇତିହାସରେ ପ୍ରଥମ ଉଇକେଟ ପାଇଁ ଏହା...

ରବି ଶାସ୍ତ୍ରୀଙ୍କ ଭବିଷ୍ୟବାଣୀ

ମୁମ୍ବାଇ,୧୯।୫: ଭାରତରେ ଖେଳାଯାଉଥିବା ଆଇପିଏଏଲ୍‌ ୨୦୨୨ ଉପରେ ଏବେ ସମଗ୍ର କ୍ରିକେଟ୍‌ ଜଗତର ଆଖି ରହିଛି। ଏହି ଲିଗ ବର୍ତ୍ତମାନ ଧୀରେ ଧୀରେ ଏହାର ଶେଷ ପର୍ଯ୍ୟାୟ ଅର୍ଥାତ୍‌ ପ୍ଲେ ଅଫ ଆଡକୁ ଗତି କରୁଛି। ଆଇପିଏଲ ପରେ ତୁରନ୍ତ...

ବିଦାୟ ନେଲା କେକେଆର୍‌

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୨ର ଏକ ରୋମାଞ୍ଚକ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସକୁ ୨ ରନ୍‌ରେ ପରାସ୍ତ କରିଛି ଲକ୍ଷ୍ନୌ ସୁପର ଜିଆଣ୍ଟସ। ଲକ୍ଷ୍ନୌର ୨୧୧ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି କୋଲକତା ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ହରାଇ...

କ୍ୱିଣ୍ଟନ୍‌ ଡି କକ୍‌ଙ୍କ ବିସ୍ଫୋରକ ଶତକ: କୋଲକାତାକୁ ୨୧୧ ରନ୍‌ର ଟାର୍ଗେଟ

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୨ର ୬୬ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରୁଥିବା ଲକ୍ଷ୍ନୌ ନିର୍ଦ୍ଧାରିତ ଓଭରରେ ବିନା ଉଇକେଟ୍‌ ହରାଇ ୨୧୦ ରନ୍‌...

କର ବା ମର ମ୍ୟାଚ୍‌ରେ ଟସ୍‌ ହାରିଲା କୋଲକତା

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୨ର ୬୬ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଲକ୍ଷ୍ନୌ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍‌ ଉଭୟ ଦଳର ଶେଷ ଲିଗ୍‌ ମ୍ୟାଚ...

ସିଏସ୍‌କେକୁ ଚିଠି ଲେଖିଲେ ୧୬ ବର୍ଷର ବାଳକ, ଧୋନୀ ହେଲେ ଭାବପ୍ରବଣ

ମୁମ୍ବାଇ,୧୮।୫: ଆଇପିଏଲ୍‌ ୨୦୨୨ରେ ଏପର୍ଯ୍ୟନ୍ତ ୬୫ଟି ମ୍ୟାଚ ଖେଳାଯାଇଛି। ଗୁଜରାଟ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିଥିବାବେଳେ ଚାରିଥର ବିଜେତା ଚେନ୍ନାଇ ସୁପର କିଙ୍ଗ୍ସ ପ୍ଲେ ଅଫ ଦୌଡ଼ରୁ ବାଦ ପଡିଛନ୍ତି। ଚେନ୍ନାଇ ଏପର୍ଯ୍ୟନ୍ତ ୧୩ଟି ମ୍ୟାଚ ଖେଳିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri