ଟସ୍ ଜିତି କୋହଲିଙ୍କ ବ୍ୟାଟିଂ ନିଷ୍ପତ୍ତି; ପ୍ରଥମେ ବୋଲିଂ କରିବ ସିଏସ୍କେ
ଦୁବାଇ, ୧୦।୧୦: ଚଳିତ ଆଇପିଏଲ୍ର ୨୫ତମ ମୁକାବିଲାରେ ଶନିବାର ସନ୍ଧ୍ୟାରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଚେନ୍ନାଇ ସୁପର୍ କିଙ୍ଗ୍ସ (ସିଏସ୍କେ) ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହୋଇଛି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍ ଷ୍ଟାଡିୟମରେ ଅନୁଷ୍ଠିତ ଏହି…
ଆଇପିଏଲ୍ରେ ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ୫୦ ଅର୍ଦ୍ଧଶତକ ହାସଲ କଲେ ଓ୍ବାର୍ନର
ଦୁବାଇ, ୮।୧୦: ଆଇପିଏଲ୍ର ୨୨ତମ ମୁକାବିଲାରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ବିପକ୍ଷରେ ଟସ୍ ଜିତି ବ୍ୟାଟିଂ କରିଥିବା ସନ୍ରାଇଜର୍ସ ହାଇଦ୍ରାବାଦ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍ ହରାଇ ୨୦୧ ରନ ସଂଗ୍ରହ କରିଛି। ଫଳରେ ପଞ୍ଜାବ ସମ୍ମୁଖରେ ୨୦୨ ରନ…
ପରାଜୟ ସତ୍ତ୍ୱେ ଏହି ରେକର୍ଡର ଅଧିକାରୀ ହେଲେ ଧୋନୀ
ଆବୁଧାବି, ୮।୧୦: ଆଇପିଏଲ୍ ୧୩ତମ ସିଜନରେ ବୁଧବାର ଖେଳାଯାଇଥିବା ମ୍ୟାଚ୍ରେ କୋଲକାତା ନାଇଟ୍ ରାଇଡର୍ସ ୧୦ ରନରେ ଚେନ୍ନାଇ ସୁପର୍ କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏହି ମ୍ୟାଚ୍ରେ ବ୍ୟାଟିଂରେ କିଛି ଖାସ୍ କମାଲ କରିପାରି…
ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବ ହାଇଦ୍ରାବାଦ୍
ଦୁବାଇ, ୮।୧୦: ଚଳିତ ଆଇପିଏଲ୍ର ୨୨ତମ ମୁକାବିଲାରେ ଗୁରୁବାର ସନ୍ରାଇଜର୍ସ ହାଇଦ୍ରାବାଦ୍ର ମୁକାବିଲା କିଙ୍ଗ୍ସ ଇଲେଭେନ ପଞ୍ଜାବ ସହ ହୋଇଛି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଟସ୍ ଜିତି ଡେଭିଡ୍ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ହାଇଦ୍ରାବାଦ ପ୍ରଥମେ…
ଆଇପିଏଲ୍ରେ ୧୫୦ ଉଇକେଟ୍ ନେଲେ ଧୋନୀଙ୍କ ଦଳର ଏହି ଷ୍ଟାର୍ ଖେଳାଳି
ଆବୁଧାବି, ୮।୧୦: ଆଇପିଏଲ୍ ତ୍ରୟୋଦଶ ସଂସ୍କରଣ ୨୧ତମ ମୁକାବିଲାରେ ବୁଧବାର କୋଲକାତା ନାଇଟ୍ ରାଇଡର୍ସ ୧୦ ରନରେ ଚେନ୍ନାଇ ସୁପର୍ କିଙ୍ଗ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି କୋଲକାତା ରାହୁଲ ତ୍ରିପାଠୀ (୮୧ ରନ)ଙ୍କ ଅର୍ଦ୍ଧଶତକ ବଳରେ…
୫ ବର୍ଷ ପରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଲା ଶାହରୁଖ ଖାନଙ୍କ ଦଳ
ଆବୁଧାବି, ୮।୧୦: ଚଳିତ ଆଇପିଏଲ୍ର ୨୧ତମ ମ୍ୟାଚ୍ରେ ବୁଧବାର କୋଲକାତା ନାଇଟ୍ ରାଇଡର୍ସ (କେକେଆର୍)ର ମୁକାବିଲା ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍ କିଙ୍ଗ୍ସ (ସିଏସ୍କେ) ସହ ହୋଇଥିଲା। ଏହି ମ୍ୟାଚ୍ରେ ଦୀନେଶ କାର୍ତ୍ତିକଙ୍କ ନେତୃତ୍ୱାଧୀନ କେକେଆର୍ ୧୦ ରନରେ…
ଧୋନୀଙ୍କ ସାମ୍ନାରେ ୧୬୮ ରନ ବିଜୟ ଲକ୍ଷ୍ୟ ରଖିଲା କେକେଆର୍
ଆବୁଧାବି, ୭।୧୦: ଚଳିତ ଆଇପିଏଲ୍ର ୨୧ତମ ମୁକାବିଲାରେ ବୁଧବାର ଚେନ୍ନାଇ ସୁପର୍ କିଙ୍ଗ୍ସ (ସିଏସ୍କେ) ପ୍ରତିପକ୍ଷ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍)କୁ ଭେଟିଛି। ଏହି ମ୍ୟାଚ୍ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା କେକେଆର୍ ନିର୍ଦ୍ଧାରିତ ୨୦ ଓଭରରେ ୧୬୭ ରନ୍…
ଟସ୍ ଜିତିଲା କେକେଆର୍; ପ୍ରଥମେ ଫିଲ୍ଡିଂ କରିବ ସିଏସ୍କେ
ଆବୁଧାବି, ୭।୧୦: ଚଳିତ ଆଇପିଏଲ୍ର ୨୧ତମ ମ୍ୟାଚ୍ରେ ବୁଧବାର ଚେନ୍ନାଇ ସୁପର୍ କିଙ୍ଗ୍ସ (ସିଏସ୍କେ) ଓ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍ ଜାୟେଦ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମୁକାବିଲାରେ ଟସ୍ ଜିତି କେକେଆର୍ ଅଧିନାୟକ ଦୀନେଶ…
ମାଲିଙ୍ଗାଙ୍କ ନାମରେ ଥିବା ଏହି ବଡ଼ ରେକର୍ଡକୁ ଭାଙ୍ଗିବା ଲାଗି ଚାଓ୍ବଲାଙ୍କ ନିକଟରେ ସୁଯୋଗ
ଆବୁଧାବି, ୭।୧୦: ଆଇପିଏଲ୍ ଇତିହାସରେ ସବୁଠାରୁ ଅଧିକ ଉଇକେଟ୍ ହାସଲ କରିବାର ରେକର୍ଡ ମୁମ୍ବାଇ ଇଣ୍ଡିଆନ୍ସର ଲସିଥ୍ ମାଲିଙ୍ଗାଙ୍କ ନାମରେ ଲିପିବଦ୍ଧ ରହିଛି। ମାଲିଙ୍ଗା ଆଇପିଏଲ୍ରେ ୧୨୨ ମ୍ୟାଚ୍ ଖେଳି ୧୭୦ ଉଇକେଟ୍ ହାସଲ କରିଛନ୍ତି। ତେବେ ଚଳିତ ସିଜନରେ ମାଲିଙ୍ଗା…
ଚେନ୍ନାଇ ବିପକ୍ଷ ମ୍ୟାଚ୍ ପୂର୍ବରୁ କେକେଆର୍ ଟିମ୍କୁ ଝଟ୍କା
ଦୁବାଇ, ୭।୧୦: ଆଇପିଏଲ୍ ତ୍ରୟୋଦଶ ସଂସ୍କରଣର ୨୦ତମ ମ୍ୟାଚ୍ ଖେଳାଯାଇ ସାରିଛି। ଟୁର୍ନାମେଣ୍ଟ ଯେତେ ଆଗେଇ ଚାଲିଛି ଖେଳାଳିଙ୍କ ଆଘାତଜନିତ ସମସ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସନ୍ରାଇଜର୍ସ ହାଇଦ୍ରାବାଦ୍ର ଭୁବନେଶ୍ୱର କୁମାର ଓ ଦିଲ୍ଲୀ କ୍ୟାପିଟାଲ୍ସର ଅମିତ୍ ମିଶ୍ରାଙ୍କ ପରେ ଆଉ…
ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ; ରାଜସ୍ଥାନ ଆଗରେ ୧୯୪ ରନ ଟାର୍ଗେଟ୍ ରଖିଲା ମୁମ୍ବାଇ
ଆବୁଧାବି, ୬।୧୦: ଆଇପିଏଲ୍ର ଚଳିତ ସିଜନର ବିଂଶତମ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ୍ ହରାଇ ୧୯୩ ରନ୍…
ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବ ମୁମ୍ବାଇ ଇଣ୍ଡିଆନ୍ସ
ଆବୁଧାବି, ୬।୧୦: ଚଳିତ ଆଇପିଏଲ୍ର ବିଂଶତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ ଓ ରାଜସ୍ଥାନ ରୟାଲ୍ସ ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍ ଜାୟେଦ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍ରେ ଟସ୍ ଜିତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ପ୍ରଥମେ ବ୍ୟାଟିଂ…
Archives


