ଆଇପିଏଲ୍‌

ରାଇନାଙ୍କୁ ପଛରେ ପକାଇବା ଲାଗି ରୋହିତ୍‌ଙ୍କ ନିକଟରେ ସୁଯୋଗ

ଆବୁଧାବି, ୬।୧୦: ଚଳିତ ଆଇପିଏଲ୍‌ର ବିଂଶତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା ରାଜସ୍ଥାନ ରୟାଲ୍ସ ସହ ହେବ। ଏହି ଅବସରରେ ମୁମ୍ବାଇ ଅଧିନାୟକ ରୋହିତ୍‌ ଶର୍ମାଙ୍କ ନିକଟରେ ସୁରେଶ ରାଇନାଙ୍କ ଏକ ଆଇପିଏଲ୍‌ ରେକର୍ଡକୁ ପଛରେ ପକାଇବାର ସୁଯୋଗ ରହିଛି।…

ଆରୋନ୍‌ ଫିଞ୍ଚ୍‌ଙ୍କୁ ଚେତାବନୀ ଦେଇ ଛାଡ଼ିଲେ ଅଶ୍ୱିନୀ

ଦୁବାଇ, ୬।୧୦: ଆଇପିଏଲ୍‌ ଚଳିତ ସଂସ୍କରଣରେ ସୋମବାର ଅନୁଷ୍ଠିତ ଏକ ହାଇସ୍କୋରିଂ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ୫୯ ରନରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ପରାସ୍ତ କରିଛି। ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ ୧୯୫ ରନ କରିଥିଲା।…

ହାଇଦ୍ରାବାଦ ଦଳରେ ଭୁବନେଶ୍ୱର କୁମାରଙ୍କ ସ୍ଥାନ ନେଲେ ଏହି ଯୁବ ଦ୍ରୁତ ବୋଲର

ଦୁବାଇ, ୬।୧୦: ଆଘାତଜନିତ ସମସ୍ୟା ଲାଗି ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ଦଳର ଅଭିଜ୍ଞ ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଚଳିତ ଆଇପିଏଲ୍‌ରୁ ବାହାର ହୋଇଯାଇଛନ୍ତି। ତାଙ୍କ ସ୍ଥାନରେ ଆନ୍ଧ୍ର ପ୍ରଦେଶର ବାମହାତୀ ଦ୍ରୁତ ବୋଲର ପୃଥ୍ବୀରାଜ ୟାରାଙ୍କୁ ହାଇଦ୍ରାବାଦ୍‌ ଦଳରେ ସାମିଲ କରାଯାଇଛି।…

ଟି୨୦ରେ ଏହି ସଫଳତା ପାଇବାରେ କୋହଲି ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ

ଦୁବାଇ, ୫।୧୦: ଚଳିତ ଆଇପିଏଲ୍‌ର ୧୯ତମ ମୁକାବିଲାରେ ସୋମବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଓ ଦିଲ୍ଲୀ କ୍ୟାପିଟାଲ୍ସ ମୁହଁାମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ ଅବସରରେ ଆର୍‌ସିବି ଅଧିନାୟକ ବିରାଟ କୋହଲି ଏକ ସ୍ବତନ୍ତ୍ର କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ପ୍ରଥମ ଭାରତୀୟ…

ଷ୍ଟୋଇନିସଙ୍କ ବିସ୍ଫୋରକ ବ୍ୟାଟିଂ; ଆର୍‌ସିବି ସାମ୍ନାରେ ୧୯୭ ରନ ଟାର୍ଗେଟ୍‌ ରଖିଲା ଦିଲ୍ଲୀ

ଦୁବାଇ, ୫।୧୦: ଚଳିତ ଆଇପିଏଲ୍‌ର ସୋମବାର ଖେଳାଯାଇଥିବା ୧୯ତମ ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଓ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ…

ଟସ୍‌ ଜିତି ପ୍ରଥମେ ଦିଲ୍ଲୀକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲେ କୋହଲି

ଦୁବାଇ, ୫।୧୦: ଚଳିତ ଆଇପିଏଲ୍‌ର ସୋମବାର ଖେଳାଯାଇଥିବା ୧୯ତମ ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଓ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ଆର୍‌ସିବି…

ଅମିତ୍‌ଙ୍କ ପରେ ଆଇପିଏଲ୍‌ରୁ ବାହାରିଲେ ଆଉ ଜଣେ ଭାରତୀୟ ଷ୍ଟାର୍‌ ଖେଳାଳି

ଦୁବାଇ, ୫।୧୦: ଦିଲ୍ଲୀ କ୍ୟାପିଟାଲ୍ସ ପରେ ଏବେ ଆଇପିଏଲ୍‌ର ଆଉ ଏକ ଦଳ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପାଇଁ ଖରାପ ଖବର। ହାଇଦ୍ରାବାଦ୍‌ ଦଳର ସବୁଠାରୁ ଅଭିଜ୍ଞ ବୋଲର ଭୁବନେଶ୍ୱର କୁମାର ଆଘାତଜନିତ ସମସ୍ୟା ଲାଗି ଚଳିତ ଆଇପିଏଲ୍‌ରୁ ବାହାରି ଯାଇଛନ୍ତି। ଭୁବନେଶ୍ୱରଙ୍କ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା; ଏହି କାରଣ ଲାଗି ଆଇପିଏଲ୍‌ରୁ ଓହରିଗଲେ ଅମିତ୍‌ ମିଶ୍ରା

ଦୁବାଇ, ୫।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବାକୁ ଇତିମଧ୍ୟରେ ୧୫ ଦିନ ବିତି ସାରିଥିବାବେଳେ ଟୁର୍ନାମେଣ୍ଟ ଏବେ ରୋମାଞ୍ଚକ ମୋଡ଼ରେ ପହଞ୍ଚିଛି। ତେବେ ଏଭଳି ଏକ ସମୟରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ବଡ଼ ଝଟ୍‌କା ଲାଗିଛି। ଲେଗ୍‌-ସ୍ପିନର ଅମିତ୍‌ ମିଶ୍ରା…

ରାହୁଲଙ୍କ ଅର୍ଦ୍ଧଶତକ; ସିଏସ୍‌କେକୁ ବିଜୟ ଲକ୍ଷ୍ୟ ୧୭୯ ରନ

ଦୁବାଇ, ୪।୧୦: ଆଇପିଏଲ୍‌ ୧୩ତମ ସଂସ୍କରଣରେ ରବିବାର ଅନୁଷ୍ଠିତ ଅଷ୍ଟାଦଶ ମୁକାବିଲାରେ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ଭେଟିଛି କିଙ୍ଗ୍ସ ଇଲେଭେନ ପଞ୍ଜାବ। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବ ୨୦ ଓଭରରେ…

ଓ୍ବାର୍ନରଙ୍କ ଅର୍ଦ୍ଧଶତକ ବେକାର; ହାଇଦ୍ରାବାଦ୍‌କୁ ହରାଇ ଶୀର୍ଷରେ ମୁମ୍ବାଇ ଇଣ୍ଡିଆନ୍ସ

ଶାରଜା, ୪।୧୦: ଚଳିତ ଆଇପିଏଲ୍‌ର ୧୭ତମ ମୁକାବିଲାରେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ୩୪ ରନରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା କ୍ରିକେଟ୍‌ ଷ୍ଟାଡିୟମରେ ଅପରାହ୍ନରେ ଖେଳାଯାଇଥିବା ଏହି ହାଇସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ ୫…

ସିଏସ୍‌କେ ବିପକ୍ଷରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ପଞ୍ଜାବ

ଦୁବାଇ, ୪।୧୦: ଚଳିତ ଆଇପିଏଲ୍‌ର ଅଷ୍ଟାଦଶ ତଥା ରବିବାର ଅନୁଷ୍ଠିତ ୨ୟ ମୁକାବିଲାରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌…

କୋହଲିଙ୍କଠାରୁ ସ୍ବତନ୍ତ୍ର ଉପହାର ପାଇଲେ ରାହୁଲ

ଆବୁଧାବି, ୪।୧୦: ଚଳିତ ଆଇପିଏଲ୍‌ର ୧୫ତମ ମ୍ୟାଚ୍‌ରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ୮ ଉଇକେଟ୍‌ରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ବାଙ୍ଗାଲୋରର ଏହା ଚଳିତ ସିଜନରେ ୩ୟ ବିଜୟ ଥିଲା। ଏହି ବିଜୟ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri