୩ ଅର୍ଦ୍ଧଶତକ ସହ ଦେବଦତ୍ତ ପଡିକ୍କଲ ଆଇପିଏଲ୍ରେ ରଚିଲେ ଏହି କୀର୍ତ୍ତିମାନ
ଆବୁଧାବି, ୪।୧୦: କୁହାଯାଏ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍ ଟୁର୍ନାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଯୁବ ଖେଳାଳିଙ୍କୁ ସର୍ବଦା ସୁଯୋଗ ଦେଇଆସିଛି। ଏହି ପ୍ଲାଟଫର୍ମରେ ଯୁବ କ୍ରିକେଟର୍ମାନେ ସେମାନଙ୍କ ପ୍ରତିଭା ଦେଖାଇବାର ସୁଯୋଗ ପାଇଥାନ୍ତି। ୟୁଏଇରେ ଚାଲିଥିବା ଚଳିତ…
ହାଇଦ୍ରାବାଦ ସାମ୍ନାରେ ୨୦୯ ରନର ବିଶାଳ ଟାର୍ଗେଟ୍ ରଖିଲା ମୁମ୍ବାଇ ଇଣ୍ଡିଆନ୍ସ
ଶାରଜା, ୪।୧୦: ଚଳିତ ଆଇପିଏଲ୍ ରବିବାର ଖେଳାଯାଇଥିବା ପ୍ରଥମ ମୁକାବିଲାରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ସନ୍ରାଇଜର୍ସ ହାଇଦ୍ରାବାଦ୍ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଶାରଜା କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ…
କୋହଲି, ପଡିକ୍କଲଙ୍କ ଅର୍ଦ୍ଧଶତକ; ବାଙ୍ଗାଲୋରର ଦମ୍ଦାର ବିଜୟ
ଆବୁଧାବି, ୩।୧୦: ଚଳିତ ଆଇପିଏଲ୍ରେ ଶନିବାର ଖେଳାଯାଇଥିବା ପ୍ରଥମ ମ୍ୟାଚ୍ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦମ୍ଦାର ବିଜୟ ହାସଲ କରିଛି। ସ୍ଥାନୀୟ ଶେଖ୍ ଜାୟେଦ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚ୍ରେ ବାଙ୍ଗାଲୋର ୮ ଉଇକେଟ୍ରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ…
ଆଇପିଏଲ୍ରେ ପ୍ରଥମ ଖେଳାଳି ଭାବେ ଏହି ସଫଳତା ପାଇଲେ ଜାଡେଜା
ଦୁବାଇ, ୩।୧୦: ଚଳିତ ଆଇପିଏଲ୍ରେ ଶୁକ୍ରବାର ଅନୁଷ୍ଠିତ ଏକ ମ୍ୟାଚ୍ରେ ଚେନ୍ନାଇ ସୁପର୍ କିଙ୍ଗ୍ସ ୭ ରନରେ ସନ୍ରାଇଜର୍ସ ହାଇଦ୍ରାବାଦ୍ ନିକଟରୁ ପରାସ୍ତ ହୋଇଥିଲା। ଏହି ମ୍ୟାଚ୍ରେ ହାଇଦ୍ରାବାଦ୍ ପକ୍ଷରୁ ଧାର୍ଯ୍ୟ ୧୬୫ ରନର ଟାର୍ଗେଟ୍କୁ ପିଛା କରି ମହେନ୍ଦ୍ର ସିଂ…
ରାଜସ୍ଥାନ ରୟାଲ୍ସ ପାଇଁ ଖୁସି ଖବର; ଯୋଗଦେବେ ଏହି ଷ୍ଟାର୍ ଅଲ୍ରାଉଣ୍ଡର
ଆବୁଧାବି, ୩।୧୦: ଇଂଲଣ୍ଡର ଷ୍ଟାର୍ ଅଲ୍ରାଉଣ୍ଡର ବେନ୍ ଷ୍ଟୋକ୍ସ ଚଳିତ ଆଇପିଏଲ୍ର ପ୍ରାରମ୍ଭିକ ପର୍ଯ୍ୟାୟ ମ୍ୟାଚ୍ଗୁଡ଼ିକରେ ଅଂଶଗ୍ରହଣ କରିପାରି ନାହାନ୍ତି। ରାଜସ୍ଥାନ ରୟାଲ୍ସ ଫ୍ରାଞ୍ଚାଇଜ୍ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟୋକ୍ସଙ୍କ ବାପା ମସ୍ତିଷ୍କ କ୍ୟାନସରରେ ପୀଡ଼ିତ ରହିଛନ୍ତି। ଯେଉଁଥି ପାଇଁ ଷ୍ଟୋକ୍ସ…
ଏହି ବିରଳ କ୍ଲବରେ ସାମିଲ ହେବା ଲାଗି ବିରାଟଙ୍କ ନିକଟରେ ସୁଯୋଗ
ଆବୁଧାବି, ୩।୧୦: ଚଳିତ ଆଇପିଏଲ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ବିରାଟ କୋହଲିଙ୍କ ପ୍ରଦର୍ଶନ ବେଶ୍ ନୈରାଶ୍ୟଜନକ ରହିଛି। ପ୍ରଥମ ୩ଟି ମ୍ୟାଚ୍ରେ ସେ ଯଥାକ୍ରମେ ୩, ୧ ଓ ୧୪ ରନ୍ ସଂଗ୍ରହ କରିଛନ୍ତି। ତେବେ ଶନିବାର ବିରାଟଙ୍କ ନିକଟରେ…
ବାଙ୍ଗାଲୋର ସାମ୍ନାରେ ୧୫୫ ରନ୍ ଟାର୍ଗେଟ୍ ରଖିଲା ରାଜସ୍ଥାନ
ଆବୁଧାବି, ୩।୧୦: ଆଇପିଏଲ୍-୧୩ତମ ସିଜନର ଶନିବାର ଅନୁଷ୍ଠିତ ୧୫ତମ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍ ହରାଇ…
ପୋଲାର୍ଡ, ରୋହିତ୍ଙ୍କ ବିସ୍ଫୋରକ ବ୍ୟାଟିଂ, ପଞ୍ଜାବ ଆଗରେ ୧୯୨ ରନ ଟାର୍ଗେଟ୍ ରଖିଲା ମୁମ୍ବାଇ
ଆବୁଧାବି, ୧।୧୦: ଚଳିତ ଆଇପିଏଲ୍ର ତ୍ରୟୋଦଶ ମୁକାବିଲାରେ ଗୁରୁବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍ରେ ଟସ୍ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ମୁମ୍ବାଇ ନିର୍ଦ୍ଧାରିତ ୨୦…
କୋହଲି, ରାଇନାଙ୍କ ପରେ ଆଇପିଏଲ୍ରେ ୫ ହଜାର ରନ୍ ପୂରଣ କଲେ ରୋହିତ୍
ଆବୁଧାବି, ୧।୧୦: ଆଇପିଏଲ୍-୧୩ତମ ସିଜନର ୧୩ତମ ମ୍ୟାଚ୍ରେ ଗୁରୁବାର ରୋହିତ୍ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା କିଙ୍ଗ୍ସ ଇଲେଭେନ ପଞ୍ଜାବ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହୋଇଛି। ପଞ୍ଜାବ ଅଧିନାୟକ ଲୋକେଶ ରାହୁଲ ମ୍ୟାଚ୍ରେ ଟସ୍ ଜିତି ପ୍ରଥମେ ମୁମ୍ବାଇକୁ ବ୍ୟାଟିଂ…
ଖେଳାଳିଙ୍କୁ ଉତ୍ସାହିତ କରିବା ଲାଗି ଷ୍ଟାଡିୟମରେ ଉପସ୍ଥିତ ରହିଲେ ଶାହରୁଖ
ଦୁବାଇ, ୧।୧୦: ଚଳିତ ଆଇପିଏଲ୍ର ଦ୍ୱାଦଶ ମୁକାବିଲାରେ ବୁଧବାର କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ୩୭ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଟସ୍ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ…
୩ୟ ବ୍ୟାଟ୍ସମ୍ୟାନ ଭାବେ ଆଇପିଏଲ୍ରେ ଏହି ସଫଳତା ହାସଲ କରିବେ ରୋହିତ୍
ଆବୁଧାବି, ୧।୧୦: ଆଇପିଏଲ୍-୧୩ତମ ସିଜନର ୧୩ତମ ମ୍ୟାଚ୍ରେ ଗୁରୁବାର ରୋହିତ୍ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା କିଙ୍ଗ୍ସ ଇଲେଭେନ ପଞ୍ଜାବ ସହିତ ହେବ। ଏହି ମ୍ୟାଚ୍ ଅବସରରେ ରୋହିତ୍ଙ୍କ ନିକଟରେ ଏକ ମାଇଲ୍ଖୁଣ୍ଟ ହାସଲ କରିବାର ସୁଯୋଗ ରହିଛି। ଯଦି…
ରାଜସ୍ଥାନ ସାମ୍ନାରେ ୧୭୫ ରନ୍ ବିଜୟ ଲକ୍ଷ୍ୟ ରଖିଲା କେକେଆର୍
ଦୁବାଇ, ୩୦।୯: ଆଇପିଏଲ୍-୧୩ତମ ସିଜନର ଏକ ମୁକାବିଲାରେ ବୁଧବାର ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍ରେ ଟସ୍ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା କେକେଆର୍ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍…
Archives


