ଆଇପିଏଲ୍‌

ପ୍ରଥମ ମୁମ୍ବାଇ ଖେଳାଳି ଭାବେ ଏହି କିର୍ତ୍ତୀମାନ ସ୍ଥାପନ କଲେ କିରନ ପୋଲାର୍ଡ

ଆବୁଧାବି, ୨୩।୯: ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଆଇପିଏଲ୍‌-୧୩ର ୫ମ ମ୍ୟାଚ୍‌ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ମୁମ୍ବାଇର କିରନ ପୋଲାର୍ଡ ଏକ କିର୍ତ୍ତୀମାନ...

ଟସ୍‌ ହାରି ପ୍ରଥମେ ବ୍ୟାଟିଂ ସୁଯୋଗ ପାଇଲେ ରୋହିତ୍‌ ଶର୍ମା

ଆବୁଧାବି, ୨୩।୯: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣର ୫ମ ମୁକାବିଲାରେ ବୁଧବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି କୋଲକାତା...

୨ ବଲରେ ୨୭ ରନ ବ୍ୟୟ କଲେ ଏହି ବୋଲର୍‌

ଶାରଜା, ୨୩।୯: ଶାରଜା, ୨୩।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୧୩ତମ ସଂସ୍କରଣର ୪ର୍ଥ ମୁକାବିଲାରେ ମଙ୍ଗଳବାର ଗତଥରର ରନର୍ସଅପ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ରେ ଛକାର ବର୍ଷା ଦେଖିବାକୁ ମିଳିଥିଲା। ଟସ୍‌...

ହାଇଦ୍ରାବାଦ୍‌କୁ ଝଟ୍‌କା, ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ଏହି ଅଷ୍ଟ୍ରେଲୀୟ ଖେଳାଳି

ଦୁବାଇ, ୨୩।୯: ଆଇପିଏଲ୍‌-୧୩ତମ ସଂସ୍କରଣ ଆରମ୍ଭରୁ ସନ୍‌ରାଉଜର୍ସ ହାଇଦ୍ରାବାଦ୍‌ ଟିମ୍‌କୁ ଝଟ୍‌କା ଲାଗିଛି। ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରଠାରୁ ହାରିଥିବା ହାଇଦ୍ରାବାଦର ଅଭିଜ୍ଞ ଅଲ୍‌ରାଉଣ୍ଡ ମିଚେଲ୍‌ ମାର୍ଶ ଟୁର୍ନାମେଣ୍ଟରୁ ବାହାର ହୋଇଯାଇଛନ୍ତି। ଆଘାତଜନିତ ସମସ୍ୟା ଲାଗି ମାର୍ଶ ଆଇପିଏଲ୍‌ର...

ସାମ୍‌ସନଙ୍କ ବିସ୍ଫୋରକ ଅର୍ଦ୍ଧଶତକ; ଚେନ୍ନାଇ ସାମ୍ନାରେ ୨୧୭ ଟାର୍ଗେଟ୍‌ ରଖିଲା ରାଜସ୍ଥାନ

ଶାରଜା, ୨୨।୯: ଆଇପିଏଲ୍‌-୧୩ର ୪ର୍ଥ ମୁକାବିଲାରେ ମଙ୍ଗଳାବର ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ରାଜସ୍ଥାନ ରୟାଲ୍ସ ସାମ୍ନାସାମ୍ନି ହୋଇଛନ୍ତି। ଏଥିରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ...

ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ଧୋନୀଙ୍କ ନିଷ୍ପତ୍ତି

ଶାରଜା, ୨୨।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୧୩ତମ ସଂସ୍କରଣର ୪ର୍ଥ ମୁକାବିଲାରେ ମଙ୍ଗଳବାର ଗତଥରର ରନର୍ସଅପ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିଛନ୍ତି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ଚେନ୍ନାଇ ସୁପର୍‌ କିଙ୍ଗ୍ସର ଅଧିନାୟକ...

ଆର୍‌ସିବି ପାଇଁ ୨୦୦ ଛକା ମାରିଲେ ଏବି ଡି ଭିଲର୍ସ

ଦୁବାଇ, ୨୨।୯: ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପକ୍ଷରୁ ପ୍ରତିନିଧିତ୍ବ କରୁଥିବା ବିସ୍ଫୋରକ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ ଏବି ଡି ଭିଲର୍ସ ନିଜ ଫ୍ରାଞ୍ଚାଇଜ୍‌ ପାଇଁ ୨୦୦ ଛକା ମାରିବାର ସୌଭାଗ୍ୟ ଲାଭ କରିଛନ୍ତି। ସୋମବାର ବାଙ୍ଗାଲୋର ଓ ସନ୍‌ରାଇଜର୍ସ...

ଆଇପିଏଲ୍‌ ଉଦ୍‌ଘାଟନୀ ମ୍ୟାଚ୍‌କୁ ଦେଖିଲେ ୨୦ କୋଟି ଦର୍ଶକ

ନୂଆଦିଲ୍ଲୀ, ୨୨।୯: କରୋନା ମହାମାରୀ ହେତୁ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ବାତିଲ ହେବା ପରିସ୍ଥିତିରେ ରହିଥିଲା। ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି କହିଥିଲେ, ଯଦି ଚଳିତ ବର୍ଷ...

ଡି ଭିଲର୍ସ, ପାଡିକ୍କଲଙ୍କ ଅର୍ଦ୍ଧଶତକ; ହାଇଦ୍ରାବାଦ ସାମ୍ନାରେ ୧୬୪ ରନ୍‌ ଟାର୍ଗେଟ୍‌ ରଖିଲା ବାଙ୍ଗାଲୋର

ଦୁବାଇ, ୨୧।୯: ଆଇପିଏଲ୍‌-୧୩ତମ ସିଜନର ୩ୟ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ବିରାଟ କୋହଲିଙ୍କ...

୪୧ ବର୍ଷରେ ପଦାର୍ପଣ କଲେ କ୍ରିସ୍‌ ଗେଲ୍‌, ଖାଇବା ଲାଗି ଦିନେ କରିବାକୁ ପଡ଼ିଥିଲା ଚୋରି

ନୂଆଦିଲ୍ଲୀ, ୨୧।୯: ବିସ୍ଫୋରକ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ୍‌ ସୋମବାର ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ପଡ଼ିଆ ଭିତରେ ବଡ଼ ବଡ଼ ଛକା ମାରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଗେଲ୍‌ ପଡ଼ିଆ ବାହାରେ ମଧ୍ୟ ନିଜର ଅଲଗା...

ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ପାଇଲେ କୋହଲି

ଦୁବାଇ, ୨୧।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣର ୩ୟ ମ୍ୟାଚ୍‌ରେ ସୋମବାର ସନ୍‌ରାଇଜର୍ସ ହାଇଦ୍ରାବାଦ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରସ୍ପରକୁ ଭେଟିଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟର ନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌...

ଧୋନୀଙ୍କ ପାଇଁ ଖୁସି ଖବର; କରୋନାରୁ ସୁସ୍ଥ ହେଲେ ଏହି ଖେଳାଳି

ଦୁବାଇ, ୨୧।୯: ଚେନ୍ନାଇ ସୁପର୍‌ କିଙ୍ଗ୍‌ (ସିଏସ୍‌କେ) ପାଇଁ ଖୁସି ଖବର। ଦଳର ଯୁବ ବ୍ୟାଟ୍ସମ୍ୟାନ ରୁତୁରାଜ ଗାଏକ୍ୱାଡ କରୋନା ଭାଇରସ୍‌ରୁ ଆରୋଗ୍ୟ ଲାଭ କରିଛନ୍ତି। ଲଗାତର ୨ ଦିନରେ ଦୁଇଟି ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ରୁତୁରାଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri