ଆଇପିଏଲ୍‌

୬ ଦିନ କ୍ୱାରାଣ୍ଟାଇନରେ ରହିବେ ଅଷ୍ଟ୍ରେଲିଆ ଖେଳାଳି

ଦୁବାଇ, ୧୩।୯: ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ)ର ବୋଲିଂ ପରାମର୍ଶଦାତା ଏରିକ୍‌ ସିମନ୍ସଙ୍କ କହିବା ଅନୁଯାୟୀ, ଷ୍ଟିଭ୍‌ ସ୍ମିଥ୍‌, ଡେଭିଡ୍‌ ଓ୍ବାର୍ନରଙ୍କ ପରି ଅଷ୍ଟ୍ରେଲିଆ ଖେଳାଳି ବ୍ରିଟେନର ଜୈବ ସୁରକ୍ଷିତ (ବାୟୋ ବବଲ୍‌) ପରିବେଶରେ ରହିଥିଲେ ମଧ୍ୟ ଆଇପିଏଲ୍‌ ଖେଳିବାକୁ ୟୁଏଇ…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଟି୨୦ରେ ୧୦୦୦ ଛକା ମାରିବେ ଗେଲ୍‌

ନୂଆଦିଲ୍ଲୀ, ୧୦।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବ। ଏହି ଅବସରରେ ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଦର୍ଷ ଓପନର୍‌ କ୍ରିସ୍‌ ଗେଲ୍‌ଙ୍କ ନିକଟରେ ଇତିହାସ ରଚିବା ଲାଗି ସୁଯୋଗ ରହିଛି। ଟି୨୦ କ୍ରିକେଟ୍‌ ଇତିହାସରେ ପ୍ରଥମ…

ଆଇପିଏଲ୍‌ର ଟପ୍‌-୫ ଉଇକେଟ୍‌ ହାସଲକାରୀ ବୋଲର ତାଲିକାରେ ୪ ଭାରତୀୟ

ନୂଆଦିଲ୍ଲୀ, ୧୦।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆଇପିଏଲ୍‌କୁ ଭାରତ…

ସ୍ତ୍ରୀ, ଝିଅ ସହ ସମୁଦ୍ର କୂଳରେ ମଜାନେଲେ ରୋହିତ୍‌ ଶର୍ମା

ଦୁବାଇ, ୮।୯: ଆଇପିଏଲ୍‌ର ସବୁଠାରୁ ସଫଳ ଫ୍ରାଞ୍ଚାଇଜ ହେଉଛି ମୁମ୍ବାଇ ଇଣ୍ଡିଆନ୍ସ। ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ସର୍ବାଧିକ ୪ଥର ଆଇପିଏଲ୍‌ ଟ୍ରଫି ଜିତି ରେକର୍ଡ କରିଛି। ବିସ୍ଫୋରକ ବ୍ୟାଟ୍ସମ୍ୟାନ ରୋହିତ୍‌ ଶର୍ମାଙ୍କ ନେତୃତ୍ୱରେ ହିଁ ମୁମ୍ବାଇ ଏହି ୪ଥର ଟାଇଟଲ ଜିତିବାରେ…

ମୁମ୍ବାଇ ଇଣ୍ଡିଆନ୍ସ ସହ ଯୋଡ଼ି ହେଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ

ଦୁବାଇ, ୮।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ। ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ଚେନ୍ନାଇ ସୁପର୍‌ କିଙ୍ଗ୍ସ ମଧ୍ୟରେ ଆବୁଧାବିରେ ଉଦ୍‌ଘାଟନୀ ମ୍ୟାଚ୍‌…

ଆଇପିଏଲ୍‌ରେ ୪ର୍ଥ ଥର ଲାଗି ଉଦ୍‌ଘାଟନୀ ମ୍ୟାଚ୍‌ ଖେଳିବେ ଚେନ୍ନାଇ-ମୁମ୍ବାଇ

ନୂଆଦିଲ୍ଲୀ, ୭।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଲାଗି କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ୟୁଏଇରେ ୧୯ ସେପ୍ଟେମ୍ବରରୁ ୧୦ ନଭେମ୍ବର ପର୍ଯ୍ୟନ୍ତ ଖେଳାଯିବାକୁ ଥିବା ଆଇପିଏଲ୍‌ ସିଜନ-୧୩ର ଉଦ୍‌ଘାଟନୀ ମ୍ୟାଚ୍‌ ଚେନ୍ନାଇ…

ଦୁବାଇରେ ୨୪, ଆବୁଧାବିରେ ୨୦, ଶାରଜାରେ ଖେଳାଯିବ ୧୨ ଆଇପିଏଲ୍‌ ମ୍ୟାଚ୍‌

ନୂଆଦିଲ୍ଲୀ, ୬।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ସିଜନ-୧୩ ଲାଗି ବିସିସିଆଇ ପକ୍ଷରୁ ରବିବାର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି କାର୍ଯ୍ୟସୂଚୀ ଅନୁଯାୟୀ ଗତଥରର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ମଧ୍ୟରେ…

ଆଇପିଏଲ୍‌-୧୩ : ଉଦ୍‌ଘାଟନୀ ମ୍ୟାଚ୍‌ରେ ଧୋନୀଙ୍କ ସୁପର୍‌ କିଙ୍ଗ୍ସକୁ ଭେଟିବ ଏହି ଟିମ୍‌

ନୂଆଦିଲ୍ଲୀ, ୬।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍‌କୁ ଭାରତ ପରିବର୍ତ୍ତେ ବିଦେଶରେ ଆୟୋଜିତ କରିବାକୁ ଭାରତୀୟ…

ଏହି ତାରିଖରେ ଘୋଷଣା ହେବ ଆଇପିଏଲ୍‌ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ, ୫ା୯ (ପି.ଟି.)-ବହୁ ପ୍ରତୀକ୍ଷିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର କାର୍ଯ୍ୟସୂଚୀ ରବିବାର ପ୍ରକାଶ ପାଇବ। ଆଇପିଏଲ୍‌ ଗଭର୍ନିଂ ବଡି ଚେୟାରମ୍ୟାନ ବ୍ରିଜେଶ ପଟେଲ ଶନିବାର ସୂଚନା ଦେଇଛନ୍ତି। କାର୍ଯ୍ୟସୂଚୀକୁ ଟି୨୦ ଲିଗ୍‌ରେ ଭାଗ ନେବାକୁ ଥିବା ସମସ୍ତ ୮ଟି ଦଳ…

ଖରାରେ କଠିନ ଅଭ୍ୟାସ ପରେ ଆଇସ୍‌ ବାଥ୍‌ର ମଜା ନେଲେ କୋହଲି

ଦୁବାଇ, ୩।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଯୋଗୁ ଆଇପିଏଲ୍‌କୁ ଭାରତ ପରିବର୍ତ୍ତେ ୟୁଏଇରେ ଆୟୋଜନ କରିବାକୁ ବିସିସିଆଇ ନିଷ୍ପତ୍ତି ନେଇଛି। ବିଶ୍ୱର ଏହି ବ୍ୟୟ ବହୁଳ…

ଆଇପିଏଲ୍‌ରେ ସର୍ବାଧିକ ଛକା ମାରିଛନ୍ତି କ୍ରିସ୍‌ ଗେଲ୍‌; ଟପ୍‌-୫ରେ ୩ ଭାରତୀୟ

ନୂଆଦିଲ୍ଲୀ, ୩।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀର ପ୍ରଭାବ ଲାଗି ଆଇପିଏଲ୍‌କୁ ଭାରତ ପରିବର୍ତ୍ତେ ୟୁଏଇରେ ଆୟୋଜିତ…

ମୁମ୍ବାଇ ଇଣ୍ଡିଆନ୍ସକୁ ଝଟ୍‌କା: ଆଇପିଏଲ୍‌ ଖେଳିବେନି ମାଲିଙ୍ଗା

ଦୁବାଇ, ୨।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଦଳକୁ ଝଟ୍‌କା ଲାଗିଛି। ଆଇପିଏଲ୍‌ ଇତିହାସର ସବୁଠାରୁ ଶ୍ରେଷ୍ଠ ବୋଲର ଲସିଥ୍‌ ମାଲିଙ୍ଗା ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?