ଧୋନୀଙ୍କ ସହ ପୁରା ଚେନ୍ନାଇ ଦଳର ଆଉଥରେ ହେଲା କରୋନା ଟେଷ୍ଟ
ଦୁବାଇ, ୧।୯: ଚଳିତ ମାସରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍-୧୩ ଲାଗି ଏପର୍ଯ୍ୟନ୍ତ ଅଭ୍ୟାସ ଆରମ୍ଭ କରିପାରି ନ ଥିବା ଚେନ୍ନାଇ ସୁପର୍ କିଙ୍ଗ୍ସ (ସିଏସ୍କେ) କ୍ୟାମ୍ପ୍ରୁ ବଡ଼ ଖବର ଆସିଛି। ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସମେତ ଦଳର ସମସ୍ତ…
ବିରାଟ କୋହଲିଙ୍କ ଦଳରେ ସାମିଲ ହେଲେ ଏହି ଅଷ୍ଟ୍ରେଲୀୟ କ୍ରିକେଟର୍
ଦୁବାଇ, ୧।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍ ଟୁର୍ନାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍କୁ ଭାରତ ପରିବର୍ତ୍ତେ ୟୁଏଇରେ ଆୟୋଜିତ କରାଯାଇଛି।…
ସିଏସ୍କେ ସହ ଶେଷ ହୋଇପାରେ ରାଇନାଙ୍କ କ୍ୟାରିୟର
ଦୁବାଇ, ୩୧ା୮: ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ହେବାକୁ ଯାଉଛି। ବିଭିନ୍ନ ଦଳର ଖେଳାଳିମାନେ ସେଠାରେ ପହଞ୍ଚତ୍ବା ପରେ କରୋନା କଟକଣା ଜନିତ କ୍ୱାରାଣ୍ଟାଇନ୍ ଅବଧି ଶେଷ କରି ଅଭ୍ୟାସ ଆରମ୍ଭ କରିଛନ୍ତି।…
ଆଇପିଏଲ୍ ପୂର୍ବରୁ ୩ଥର କରୋନା ଟେଷ୍ଟ କଲେ ଡି ଭିଲର୍ସ
ଦୁବାଇ, ୩୧।୮: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍ ଭାରତ ପରିବର୍ତ୍ତେ ୟୁଏଇରେ ଖେଳାଯିବ। ବିଶ୍ୱର ଅନ୍ୟତମ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଦକ୍ଷିଣ ଆଫ୍ରିକାର ଏବି…
ଆଇପିଏଲ୍ରେ ସର୍ବାଧିକ ଥର ଶୂନରେ ଆଉଟ୍ ହୋଇଛନ୍ତି ଏହି ଖେଳାଳି
ନୂଆଦିଲ୍ଲୀ, ୩୦।୮: ବିଶ୍ୱର ସବୁଠାରୁ ଶ୍ରେଷ୍ଠ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଖେଳ ସହିତ ଏହାର ଅନନ୍ୟ ରେକର୍ଡ ପାଇଁ ମଧ୍ୟ ପରିଚିତ। ଆଇପିଏଲ୍ରେ ଏହିପରି ଅନେକ ରେକର୍ଡ ସୃଷ୍ଟି ହୋଇଛି, ଯାହାକୁ ଖେଳାଳିମାନେ ସର୍ବଦା ମନେ ରଖିଥାନ୍ତି।…
ମୁମ୍ବାଇ ଇଣ୍ଡିଆନ୍ସର ନୂଆ ଜର୍ସି ଉନ୍ମୋଚିତ
ଦୁବାଇ, ୩୦।୮- ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍ ଟୁର୍ନାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ସିଜନ-୧୩ ପୂର୍ବରୁ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଦଳ ଏହାର ନୂଆ ଜର୍ସି ଉନ୍ମୋଚିତ କରିଛି। ପୂର୍ବବର୍ଷ ପରି ଏଥର ମଧ୍ୟ ମୁମ୍ବାଇର ଜର୍ସି…
କରୋନା ଭୟରେ ଆଇପିଏଲ୍ ପୂର୍ବରୁ କ୍ୟାମ୍ପ କରିବାକୁ ଚାହୁଁ ନ ଥିଲା ଚେନ୍ନାଇ ସୁପରକିଙ୍ଗ୍ସ: ଧୋନୀଙ୍କ ଯୋଗୁ ଏପରି ବଦଳିଥିଲା ନିଷ୍ପତ୍ତି
ନୂଆଦିଲ୍ଲୀ,୨୮।୮: ସେପ୍ଟେମ୍ବର ୧୭ରୁ ଆରମ୍ଭ ହେବାକୁ ଯାଉଛି ଆଇପିଏଲ୍-୧୩। ଏହାକୁ ନେଇ ସମସ୍ତ ଟିମ୍ ୟୁଏଇରେ ପହଞ୍ଚିସାରିଲେଣି। ୟୁଏଇ ଗସ୍ତ ପୂର୍ବରୁ କେବଳ ଚେନ୍ନାଇ ସୁପରକିଙ୍ଗ୍ସ ଏକ ପ୍ରାକ୍ଟିସ୍ କ୍ୟାମ୍ପର ଆୟୋଜନ କରିଥିଲା। ଅନ୍ୟ ସମସ୍ତ ଟିମ୍ ସିଧା ୟୁଏଇ ପହଞ୍ଚିଛନ୍ତି।…
ଆଇପିଏଲ୍ ପୂର୍ବରୁ ଦିଲ୍ଲୀକୁ ଝଟ୍କା; ଖେଳିବେନି ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ
ଦୁବାଇ, ୨୭।୮: ବିଶ୍ୱର ଶ୍ରେଷ୍ଠ ଟି୨୦ କ୍ରିକେଟ୍ ଟୁର୍ନାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୩ତମ ସଂସ୍କରଣ ସେପ୍ଟେମ୍ବର ୧୯ରୁ ନଭେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ। ତେବେ ଏଥିପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଝଟ୍କା ଲାଗିଛି। ଦଳର ପ୍ରମୁଖ…
କାହିଁକି ଅଧିକ ୭ ଦିନ କ୍ୱାରାଣ୍ଟାଇନରେ ରହିବେ ରୋହିତ୍ ଶର୍ମା
ଦୁବାଇ, ୨୭।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରୁ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍କୁ ୟୁଏଇରେ ଆୟୋଜନ କରିବାକୁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ…
ସଚିନ ଅବସର ନେବାପରେ ଆଇପିଏଲ୍ ଦେଖିବା ଛାଡ଼ିଦେଲେ ଏହି ମହିଳା କ୍ରିକେଟର୍
ନୂଆଦିଲ୍ଲୀ, ୨୫।୮: ଭାରତୀୟ ମହିଳା କ୍ରିକେଟ୍ ଦଳର ଉଇକେଟ୍କିପର ସୁଷମା ବର୍ମା ଆଇପିଏଲ୍ ଦଳ ମୁମ୍ବାଇ ଇଣ୍ଡିଆନ୍ସର ଜଣେ ବଡ଼ ପ୍ରଶଂସିକା। କିନ୍ତୁ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ଅବସର ପରେ ଆଇପିଏଲ୍ ମ୍ୟାଚ୍ ଦେଖିବା ଛାଡ଼ିଦେଇଛନ୍ତି ବୋଲି ୨୭…
ଗେଲ୍ଙ୍କ କରୋନା ରିପୋର୍ଟ ଆସିଲା ନେଗେଟିଭ; ଖେଳିପାରିବେ ଆଇପିଏଲ୍
ଦୁବାଇ, ୨୫।୮: ଓ୍ବେଷ୍ଟଇଣ୍ଡିଜ ବିସ୍ଫୋରକ ଓପନିଂ ବ୍ୟାଟ୍ସମ୍ୟାନ କ୍ରିସ୍ ଗେଲ୍ଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ଫଳରେ ସେ ଆଇପିଏଲ୍ର ଆଗାମୀ ତ୍ରୟୋଦଶ ସଂସ୍କରଣରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ପକ୍ଷରୁ ଖେଳିପାରିବେ। ଆଇପିଏଲ୍-୧୩ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ରିପୋର୍ଟ…
ଦିଲ୍ଲୀ କ୍ୟାପିଟାଲ୍ସର ବୋଲିଂ କୋଚ୍ ହେଲେ ଏହି ଅଷ୍ଟ୍ରେଲୀୟ କ୍ରିକେଟର୍
ନୂଆଦିଲ୍ଲୀ, ୨୫।୮: ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ ବୋଲର ର଼୍ୟାନ୍ ହାରିସ ଆଇପିଏଲ୍ ଦଳ ଦିଲ୍ଲୀ କ୍ୟାପିଟାଲ୍ସର ନୂତନ ବୋଲିଂ କୋଚ୍ ଭାବେ ନିଯୁକ୍ତ ହୋଇଛନ୍ତି। ଆଇପିଏଲ୍ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ୪୦ ବର୍ଷୀୟ ହାରିସ ୟୁଏଇରେ…
Archives


