ଆଇପିଏଲ୍‌

ଆଇପିଏଲ୍‌ ଖେଳିବା ଲାଗି ଅନ୍ତିମ ଦଳ ଭାବେ ଦୁବାଇରେ ପହଞ୍ଚିଲା ଏହି ଫ୍ରାଞ୍ଚାଇଜ୍‌

ଦୁବାଇ, ୨୪।୮: କରୋନା ମହାମାରୀ ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ କରୋନା ଲାଗି ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣ ଭାରତ ବଦଳରେ ୟୁଏଇରେ ସେପ୍ଟେମ୍ବର ୧୯ରୁ…

ଆଇପିଏଲ୍‌ ଖେଳିବା ଲକ୍ଷ୍ୟରେ ବିଶ୍ୱର ସୁବଠାରୁ ଓଜନିଆ କ୍ରିକେଟର୍‌

ନୂଆଦିଲ୍ଲୀ, ୨୩।୮: ଗତବର୍ଷ ଭାରତ ବିପକ୍ଷରେ ଟେଷ୍ଟ ପଦାର୍ପଣ କରି ଅନ୍ତର୍ଜାତୀୟ କ୍ରିକେଟ୍‌ ଖେଳିବାର ସ୍ବପ୍ନ ପୂରଣ କରିଥିବା ଓ୍ବେଷ୍ଟଇଣ୍ଡିଜ ଅଲ୍‌ରାଉଣ୍ଡର ରାକୀମ୍‌ କର୍ନଓ୍ବାଲ୍‌ ଏବେ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଆଇପିଏଲ୍‌ ଖେଳିବା ଲକ୍ଷ୍ୟରେ ରହିଛନ୍ତି। ୬ ଫୁଟ୍‌…

ୟୁଏଇ ଗସ୍ତ ପୂର୍ବରୁ ଧାଓ୍ବନଙ୍କ ସହ ଦିଲ୍ଲୀର ସବୁ ଖେଳାଳିଙ୍କ କରୋନା ଟେଷ୍ଟ

ନୂଆଦିଲ୍ଲୀ, ୨୩।୮: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ବିଶ୍ୱର ଏହି ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ବିଦେଶରେ ଆୟୋଜିତ ହେବ। ପ୍ରତିଯୋଗିତାରେ ମୋଟ୍‌ ଅଂଶଗ୍ରହଣକାରୀ…

ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କୁ ପିପିଇ କିଟ୍‌ ଦାନ କଲେ ଏହି ଭାରତୀୟ କ୍ରିକେଟର୍‌

ବେଙ୍ଗାଲୁରୁ, ୨୨।୮: ଭାରତୀୟ କ୍ରିକେଟ୍‌ ଦଳର ଉଦୀୟମାନ ଖେଳାଳି ଲୋକେଶ ରାହୁଲ ନିଜର ମହାନତା ପାଇଁ ଏବେ ଚର୍ଚ୍ଚାର ପରିଧିରେ ରହିଛନ୍ତି। ଆଇପିଏଲ୍‌ରେ ଖେଳିବା ଲାଗି ୟୁଏଇ ଗସ୍ତ କରିବା ପୂର୍ବରୁ ରାହୁଲ ସେଣ୍ଟ୍ରାଲ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ସିଆଇଏସ୍‌ଏଫ୍‌) କର୍ମଚାରୀଙ୍କୁ…

ଆର୍‌ସିବି ସହ ଯୋଗଦେଲେ ଡିଭିଲର୍ସ, ଷ୍ଟେଇନ

ଦୁବାଇ, ୨୨।୮: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ସିଜନ-୧୩ରେ ଅଂଶଗ୍ରହଣ କରିବା ଲାଗି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳ ୟୁଏଇରେ ପହଞ୍ଚି ସାରିଛି। ବାଙ୍ଗାଲୋର ଦଳର ଷ୍ଟାର୍‌ ଖେଳାଳି ତଥା ପୂର୍ବତନ ଦକ୍ଷିଣ ଆଫ୍ରିକା କ୍ରିକେଟର୍‌…

ଦୁବାଇରେ ପହଞ୍ଚିଲେ ବିରାଟ କୋହଲି

ଦୁବାଇ, ୨୨।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ଏଥିରେ ଅଂଶଗ୍ରହଣ କରିବା ଲାଗି ପର୍ଯ୍ୟାୟକ୍ରମେ ପ୍ରାୟ ସମସ୍ତ ଟିମ୍‌ ୟୁଏଇରେ ପହଞ୍ଚି ସାରିଲେଣି। ଆଇପିଏଲ୍‌…

ମା’ଙ୍କ ଦେହ ଖରାପ ଯୋଗୁ ଦଳ ସହ ଯିବେ ନାହିଁ ହରଭଜନ

ଚେନ୍ନାଇ, ୨୦।୮: ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣରେ ଭାଗନେବା ଲାଗି କିଙ୍ଗ୍ସ ଇଲେଭେନ ପଞ୍ଜାବ ଓ ରାଜସ୍ଥାନ ରୟାଲ୍ସ ଦଳ ଗୁରୁବାର ୟୁଏଇ ଅଭିମୁଖେ ଯାତ୍ରା କରିଛନ୍ତି। ସେହିଭଳି ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ଶୁକ୍ରବାର ୟୁଏଇ…

ପ୍ରଥମ ଦଳ ଭାବେ ଆଇପିଏଲ୍‌ ଖେଳିବା ପାଇଁ ୟୁଏଇ ଗଲା ଏହି ଫ୍ରାଞ୍ଚାଇଜ୍‌

ନୂଆଦିଲ୍ଲୀ, ୨୦।୮: ସେପ୍ଟେମ୍ବର ୧୯ରୁ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବ। କରୋନା ମହାମାରୀ ଲାଗି ଚଳିତ ବର୍ଷ ଆଇପିଏଲ୍‌ ପ୍ରତିଯୋଗିତା ୟୁଏଇରେ ଖେଳାଯିବ। ଏଥିଲାଗି ଗୁରୁବାର ପ୍ରଥମ ଦୁଇ ଫ୍ରାଞ୍ଚାଇଜ ଭାବେ ରାଜସ୍ଥାନ ରୟାଲ୍ସ ଓ…

ପିପିଇ କିଟ୍‌ ପିନ୍ଧି ଆଇପିଏଲ୍‌ ଖେଳିବାକୁ ଗଲେ ଖେଳାଳି

ଜୟପୁର, ୨୦।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଚଳିତ ବର୍ଷ କରୋନା ମହାମାରୀ ଲାଗି ୟୁଏଇରେ ଅନୁଷ୍ଠିତ ହେବ। ସେପ୍ଟେମ୍ବର ୧୯ରୁ ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟ ଖେଳାଯିବ। ଏଥିଲାଗି ଆଇପିଏଲ୍‌…

ଆଇପିଏଲ୍‌ର ମୁଖ୍ୟ ପ୍ରାୟୋଜକ: ଡିଏଲ୍‌ଏଫ୍‌ରୁ ଡ୍ରିମ୍‌ ୧୧

ନୂଆଦିଲ୍ଲୀ, ୧୯।୮: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଚଳିତ ବର୍ଷ କରୋନା ମହାମାରୀ ଲାଗି ୟୁଏଇରେ ଅନୁଷ୍ଠିତ ହେବ। ଏହା ଆସନ୍ତା ସେପ୍ଟେମ୍ବର ୧୯ରୁ ନଭେମ୍ବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ବର୍ଷ ବିଶ୍ୱର ଏହି ବ୍ୟୟବହୁଳ…

ଦିଲ୍ଲୀ କ୍ୟାପିଟାଲ୍ସ ଦଳରେ ସାମିଲ ହେଲେ ଏହି ଦକ୍ଷିଣ ଆଫ୍ରିକା କ୍ରିକେଟର୍‌

ନୂଆଦିଲ୍ଲୀ, ୧୮।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୮ରୁ ୟୁଏଇରେ ଆରମ୍ଭ ହେବ। ଏଥିଲାଗି ଦିଲ୍ଲୀ କ୍ୟାପିଟାଲ୍ସ ଦଳରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଅଲ୍‌ରାଉଣ୍ଡର କ୍ରିସ୍‌ ଓ୍ବକ୍ସଙ୍କ ବଦଳରେ…

ଆଇପିଏଲ୍‌ ପୂର୍ବରୁ ନୂଆ ଲୁକ୍‌ରେ ଦେଖାଗଲେ କୋହଲି

ନୂଆଦିଲ୍ଲୀ, ୧୫।୮: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଲକ୍‌ ଡାଉନ୍‌ କାରଣରୁ ଗତ କିଛିଦିନ ହେବ ଘରେ ସମୟ ଅତିବାହିତ କରୁଛନ୍ତି। କିନ୍ତୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ କୋହଳ କରାଯିବା ପରେ କିଛି କ୍ରିକେଟର୍‌ ନିକଟରେ ସେମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri