ଆଇପିଏଲ୍‌

ଆଇପିଏଲ୍‌ ପୂର୍ବରୁ ନୂଆ ଲୁକ୍‌ରେ ଦେଖାଗଲେ କୋହଲି

ନୂଆଦିଲ୍ଲୀ, ୧୫।୮: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଲକ୍‌ ଡାଉନ୍‌ କାରଣରୁ ଗତ କିଛିଦିନ ହେବ ଘରେ ସମୟ ଅତିବାହିତ କରୁଛନ୍ତି। କିନ୍ତୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ କୋହଳ କରାଯିବା ପରେ କିଛି କ୍ରିକେଟର୍‌ ନିକଟରେ ସେମାନଙ୍କ…

ଆଇପିଏଲ୍‌ ଟାଇଟଲ୍‌ ପ୍ରୟୋଜକ ଦୌଡ଼ରେ ଟାଟା ସାମିଲ

ନୂଆଦିଲ୍ଲୀ, ୧୫।୮: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ମାସରୁ ୟୁଏଇରେ ଆରମ୍ଭ ହେବ। ଏଥିଲାଗି ଆଇପିଏଲ୍‌ର ଟାଇଟଲ୍‌ ପ୍ରାୟୋଜକ ଦୌଡ଼ରେ ଟାଟା ଗ୍ରୁପ୍‌ ସାମିଲ ହୋଇଛି। ବିଶ୍ୱର ଏହି ବ୍ୟୟବହୁଳ ଟି୨୦ ଲିଗ୍‌ର ଟାଇଟଲ୍‌ ପ୍ରାୟୋଜକ ହେବା…

ଜାଡେଜାଙ୍କ ପରେ ସିଏସ୍‌କେ କ୍ୟାମ୍ପ୍‌ରେ ଯୋଗ ଦେବେନି ଏହି କ୍ରିକେଟର୍‌

ଚେନ୍ନାଇ, ୧୫।୮: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ମାସରୁ ୟୁଏଇରେ ଆରମ୍ଭ ହେବ। ଏଥିଲାଗି ଅଗଷ୍ଟ ୨୦ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ୍‌ (ସିଏସ୍‌କେ) ଦଳ ୟୁଏଇ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି। ତେବେ ଏଥିପୂର୍ବରୁ ସୁପର୍‌…

ଧୋନୀଙ୍କ କରୋନା ରିପୋର୍ଟ କ’ଣ ଆସିଲା ଜାଣନ୍ତୁ

ରାଞ୍ଚି, ୧୩।୮: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କରୋନ ଭାଇରସ ଆକ୍ରାନ୍ତ ହୋଇନାହାନ୍ତି। ରାଞ୍ଚିରେ ଧୋନୀଙ୍କ କରୋନ ଟେଷ୍ଟ ହୋଇଥିଲା। ଯାହାର ରିପୋର୍ଟ ଗୁରୁବାର ସନ୍ଧ୍ୟାରେ ନେଗେଟିଭ ଆସିଛି। ଫଳରେ ଧୋନୀ ଖୁବ୍‌ ଶୀଘ୍ର ତାଙ୍କ…

ସ୍ବାମୀଙ୍କ ପରି ‘ଅଲ୍‌ରାଉଣ୍ଡର’ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ: ଆଇପିଏଲ୍‌ ଦଳ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ)ର ଷ୍ଟାର୍‌ ଅଲ୍‌ରାଉଣ୍ଡର ସେନ୍‌ ଓ୍ବାଟ୍‌ସନଙ୍କ ପରି ତାଙ୍କ ସ୍ତ୍ରୀ ଲି ଫୁର୍‌ଲଙ୍ଗ ମଧ୍ୟ ଜଣେ ଅଲ୍‌ରାଉଣ୍ଡର। ଲି ଜଣେ କ୍ରୀଡ଼ା ଉପସ୍ଥାପିକା, ମଡେଲ୍‌, ଲେଖିକା ଓ ସଫଳ ବିଜନେସଓମ୍ୟାନ। ଅଷ୍ଟ୍ରେଲିଆରେ ଲି’…

ଆଇପିଏଲ୍‌ ପାଇଁ ୟୁଏଇ ଯିବେ ୫୦ ନେଟ୍‌ ବୋଲର

ନୂଆଦିଲ୍ଲୀ, ୧୨ା୮ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୦ ସଂସ୍କରଣ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ହେବ। ଏହା ପାଖାପାଖି ଅନ୍ୟ ୫୦ କ୍ରିକେଟରଙ୍କ ଲାଗି ପରୋକ୍ଷରେ ଆଶୀର୍ବାଦ ଭଳି ହୋଇ ପାରେ। ଏହି ଖେଳାଳିମାନେ ୮ଟି ଦଳର ନେଟ୍‌ ବୋଲର…

ଚହଲଙ୍କୁ ବିମାନ ବନ୍ଦର ଛାଡ଼ିବାକୁ ଆସିଲେ ଭାବି ସ୍ତ୍ରୀ ଧନଶ୍ରୀ

ମୁମ୍ବାଇ, ୧୧।୮: ଭାରତୀୟ କ୍ରିକେଟ୍‌ ଦଳର ଲେଗ୍‌-ସ୍ପିନର ଯୁଜବେନ୍ଦ୍ର ଚହଲ ତାଙ୍କ ଜୀବନ ସାଥୀ ବାଛି ସାରିଛନ୍ତି। ଭାରତର ଜଣାଶୁଣା ୟୁଟ୍ୟୁବ ଷ୍ଟାର୍‌ ତଥା କୋରିୟଗ୍ରାଫର ଧନଶ୍ରୀ ବର୍ମାଙ୍କୁ ବିବାହ କରିବେ ଚହଲ। ଗତ ଅଗଷ୍ଟ ୮ରେ ଚହଲ ଓ ଧନଶ୍ରୀଙ୍କ…

୪୮ ବଲ୍‌ ଖେଳି ଆଇପିଏଲ୍‌ରେ ଚୌକା- ଛକା ମାରି ନାହାନ୍ତି ଏହି ଖେଳାଳି

ନୂଆଦିଲ୍ଲୀ: ବିଶ୍ୱର ସବୁଠାରୁ ବ୍ୟୟ ବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସର୍ବଦା ଚୌକା-ଛକା ବର୍ଷା ହୋଇଥାଏ। ଏହି ଟୁର୍ନାମେଣ୍ଟରେ ରୋହିତ୍‌ ଶର୍ମା, ବିରାଟ କୋହଲି, ମହେନ୍ଦ୍ର ସିଂ ଧୋନୀ, ଡେଭିଡ୍‌ ଓ୍ବାର୍ନର, ଷ୍ଟିଭ ସ୍ମିଥ, ଆନ୍ଦ୍ରେ…

ଆର୍ଥିକ ସଙ୍କଟ ସୃଷ୍ଟି ହେବ ନାହିଁ: ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ,୯।୮(ପି.ଟି.): ଚାଇନା ମୋବାଇଲ କମ୍ପାନୀ ଭିଭୋ ସହ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଟାଇଟଲ ସ୍ପୋନ୍ସରଶିପ୍‌ ବାତିଲ ଘଟଣା ନେଇ ମୁହଁ ଖୋଲିଛନ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି। ଏହା ଏକ ନିହାତି ମାମୁଲି ଝଟ୍‌କା।…

ଆଇପିଏଲ୍‌ ପୂର୍ବରୁ ଚେନ୍ନାଇରେ ଅଭ୍ୟାସ କରିବେ ଧୋନୀ, ରାଇନା

ଚେନ୍ନାଇ, ୯।୮: ବିଶ୍ୱର ସବୁଠାରୁ ବ୍ୟୟ ବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। କରୋନା ମହାମାରୀ ଲାଗି ଚଳିତ ବର୍ଷ ଆଇପିଏଲ୍‌କୁ ଭାରତ ବଦଳରେ ୟୁଏଇରେ ଆୟୋଜନ…

ଆଇପିଏଲ୍‌ରେ ପ୍ରତି ୫ ଦିନରେ ଖେଳାଳିଙ୍କ କରୋନା ଟେଷ୍ଟ

ନୂଆଦିଲ୍ଲୀ,୪।୮(ପି.ଟି.): କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ହେବାକୁ ଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସ୍ବତନ୍ତ୍ର ଡ୍ରାଫ୍ଟ ପ୍ରସ୍ତୁତ କରିଛି। ଏହି ଡ୍ରାଫ୍ଟ ଅନୁସାରେ ୟୁଏଇରେ…

ଆଇପିଏଲ ୨୦୨୦ରୁ ଓହରିପାରେ ଭିଭୋ

ନୂଆଦିଲ୍ଲୀ, ୪ା୮ (ପି.ଟି.)- ସମ୍ପ୍ରତି ଭାରତ-ଚାଇନା ମଧ୍ୟରେ କୂଟନୈତିକ ଉତ୍ତେଜନା ବୃଦ୍ଧି ପାଇଥିବାରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସହିତ ଆପୋସ ବୁଝାମଣା ଜରିଆରେ ଚାଇନିଜ୍‌ ମୋବାଇଲ୍‌ କମ୍ପାନୀ ଭିଭୋ ଏହି ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ୍‌ ଟାଇଟଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?