ଆଇପିଏଲ୍‌-୨୦୨୨

ମୁମ୍ବାଇ ଆଗରେ ୧୬୬ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୯।୫: ଆଇପିଏଲ-୨୦୨୨ର ୫୬ତମ ମ୍ୟାଚ୍‌ରେ ମୁମ୍ବାଇ ଆଗରେ ୧୬୬ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି କୋଲକାତା ନାଇଟ୍‌ ରାଇଡର୍ସ ।ଏହି ମ୍ୟାଚ୍‌ରେ ମୁମ୍ବାଇ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ କୋଲକାତା ବ୍ୟାଟିଂ କରିଥିଲା। ତେବେ...

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ମୁମ୍ବାଇ

ମୁମ୍ବାଇ,୯।୫: ଚଳିତ ଆଇପିଏଲର ପ୍ଲେଅଫ ରେସ୍‌ରୁ ବାଦ ପଡି ମୁମ୍ବାଇ ଇଣ୍ଡିଆନ୍ସ ନିଜର ୧୧ତମ ମ୍ୟାଚ୍‌ ଖେଳିବ। ମୁମ୍ବାଇ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଆଜି କଡ଼ା ଟକ୍କର ଚାଲିବ। ତେବେ ଏହି ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ଟସ୍‌...

ଧୋନୀଙ୍କ ତାତ୍ସଲ୍ୟ: ଦୁନିଆ ଶେଷ ହୋଇଯିବ ନାହିଁ…

ମୁମ୍ବାଇ,୯।୫: ଆଇପିଏଲ ୨୦୨୨ର ୫୫ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ (ସିଏସକେ) ଚତୁର୍ଥ ବିଜୟ ହାସଲ କରିଛି। ସିଏସକେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୯୧ ରନ ବ୍ୟବଧାନରେ ପରାସ୍ତ କରିଛି। ଏହା ମଧ୍ୟ ଚଳିତ ଆଇପିଏଲର ସବୁଠାରୁ ବଡ ବିଜୟ...

ମୁଁ ଗଣିତର ବଡ଼ ପ୍ରଶଂସକ ନୁହେଁ, କାହିଁକି ଏମିତି କହିଲେ ଧୋନୀ

ମୁମ୍ବାଇ,୯।୫: କ୍ରିକେଟ ଖେଳ ମଧ୍ୟ ବେଳେବେଳେ ଗଣିତର ଏକ କଠିନ ପ୍ରଶ୍ନ ପରି ହୋଇଯାଏ। ଏଠାରେ ଏକ ବିଜୟ ଏବଂ ପରାଜୟ ପରେ, ଅନେକ ସମୀକରଣ ତିଆରି ହୁଏ। ବେଳେବେଳେ ଏହାକୁ ବୁଝିବା କଷ୍ଟକର ହୋଇଯାଏ। ଆଇପିଏଲ୍‌ ୨୦୨୨ରେ ପ୍ଲେ’...

ଟସ୍‌ ଜିତିଲା ଦିଲ୍ଲୀ

ପୁଣେ,୮।୫: ଆଇପିଏଲ ୨୦୨୨ର ୫୫ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ (ସିଏସକେ) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଉଭୟ ଦଳ ପ୍ଲେ ଅଫରେ ସ୍ଥାନ...

ଫାଫ୍‌ ଡୁ ପ୍ଲେସିସଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦକୁ ୧୯୩ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୮।୫: ଆଇପିଏଲ ୨୦୨୨ର ୫୪ତମ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଉଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ନିର୍ଦ୍ଧାରିତ ଓଭରରେ ୩ ଉଇକେଟ୍‌...

ଲଜ୍ଜାଜନକ ରେକର୍ଡ ହାସଲ କଲେ କୋହଲି

ମୁମ୍ବାଇ,୮।୫: ଆଇପିଏଲ ୨୦୨୨ର ୫୪ତମ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଆରସିବି ଟସ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଚଳିତ ସିଜିନରେ ଖରାପ ଫର୍ମ...

ପୁଣି ଆଇପିଏଲ୍‌ରେ କରୋନା ଏଣ୍ଟ୍ରି

ମୁମ୍ବାଇ,୮।୫: ଆଇପିଏଲ ୨୦୨୨ରେ ଦ୍ୱିତୀୟ ଥର ପାଇଁ କରୋନା ଚିହ୍ନଟ ହୋଇଛି। ଦିଲ୍ଲୀ କ୍ୟାପିଟାଲ୍ସର ଜଣେ ନେଟ୍‌ ବୋଲର୍‌ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଜି ଦିଲ୍ଲୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ସନ୍ଧ୍ୟା ୭.୩୦ରେ ମ୍ୟାଚ୍‌ ଅନୁଷ୍ଠିତ...

ଆର୍‌ସିବି ଜିତିଲା ଟସ୍‌, ପ୍ରଥମେ ବ୍ୟାଟିଂ…

ମୁମ୍ବାଇ, ୮।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୪ ତମ ମ୍ୟାଚ୍‌ରେ ରବିିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ...

କ୍ରିକେଟ୍‌ରେ ‘ଡାଇମଣ୍ଡ-ଡକ ଆଉଟ୍‌’ କ’ଣ ଜାଣନ୍ତି

ମୁମ୍ବାଇ,୮।୫: ଆଇପିଏଲ ୨୦୨୨ରେ କେ.ଏଲ ରାହୁଲ ଭଲ ଫର୍ମରେ ଅଛନ୍ତି। ସେ ଲକ୍ଷ୍ନୌ ସୁପର୍‌ ଜିଆଣ୍ଟ୍ସ ଦଳ ପାଇଁ ସର୍ବାଧିକ ରନ ସ୍କୋରର, କିନ୍ତୁ ଏହା ସତ୍ତ୍ୱେ ସେ ତାଙ୍କ ନାମରେ ଏକ ଖରାପ ରେକର୍ଡ କରିଛନ୍ତି। ଆଇପିଏଲ ୨୦୨୨ରେ,...

କେକେଆର୍‌ର ଶୋଚନୀୟ ପରାଜୟ…

ମୁମ୍ବାଇ, ୭।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୩ ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଶୋଚନୀୟ ପରାଜୟ ସ୍ୱୀକାର କରିଛି । ଧାର୍ଯ୍ୟ ୧୭୭ ରନ୍ ଲକ୍ଷ୍ୟର ପିଛା କରି  କେକେଆର୍...

କେକେଆର୍‌ ପାଇଁ ବିଜୟ ଲକ୍ଷ୍ୟ ୧୭୭ …

ମୁମ୍ବାଇ, ୭।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୩ ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ପୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri