ଆଇପିଏଲ୍‌

ଟସ୍‌ ଜିତିଲା ରାଜସ୍ଥାନ ରୟାଲ୍ସ

ପୁଣେ,୧୫।୫: ଆଇପିଏଲ ୨୦୨୨ରେ ଆଉ ଅଳ୍ପ କିଛି ଲିଗ ମ୍ୟାଚ ବାକି ଅଛି। ପ୍ଲେ ଅଫ ପାଇଁ ରେସ୍‌ ମଧ୍ୟ ରୋଚକ ସ୍ଥିତିରେ ପହଞ୍ଚିଛି। ଏହି ପରିସ୍ଥିତିରେ ରବିବାର ଆଇପିଏଲ୍‌ର ୬୩ତମ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରାଜସ୍ଥାନ ରୟାଲ୍ସ…

କଳା ଫିତା ବାନ୍ଧି ପଡ଼ିଆକୁ ଓହ୍ଲାଇଲେ ଖେଳାଳି

ମୁମ୍ବାଇ,୧୫।୫: ଆଇପିଏଲ୍‌ ୨୦୨୨ର ୬୨ତମ ମ୍ୟାଚ୍‌ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଉଭୟ ଦଳର ଖେଳାଳିମାନେ କାର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସଙ୍କ ସମ୍ମାନାର୍ଥେ…

ଟସ୍‌ ଜିତିଲା ସିଏସ୍‌କେ, ବ୍ୟାଟିଂ ନିଷ୍ପତ୍ତି…

ମୁମ୍ବାଇ, ୧୫।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୨ତମ ମ୍ୟାଚ୍‌ରେ ରବିବାର ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଗୁଜରାଟ ଟାଇଟନ୍ସ୍‌୍‌(ଜିଟି୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ସିଏସ୍‌କେ…

କେକେଆରର ସହଜ ବିଜୟ…

ମୁମ୍ବାଇ, ୧୪।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୧ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ବିପକ୍ଷରେ ସହଜ ବିଜୟ ହାସଲ କରିଛି । ଧାର୍ଯ୍ୟ ୧୭୮ ରନ୍ ଲକ୍ଷ୍ୟର ପିଛା କରି ଏସଆରଏଚ ୨୦ ଓଭରରେ…

ଏସ୍‌ଆର୍‌ଏଚ୍‌ ପାଇଁ ବିଜୟ ଲକ୍ଷ୍ୟ ୧୭୮…

ମୁମ୍ବାଇ, ୧୪।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୧ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ପୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି…

ଟସ୍‌ ଜିତିଲା କେକେଆର, ବ୍ୟାଟିଂ ନିଷ୍ପତ୍ତି…

ମୁମ୍ବାଇ, ୧୪।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୧ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ପୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି…

ଆଇପିଏଲ୍‌ରେ ଟସ୍‌ ଜିତି ବୋଲିଂ ଧାରା ଜାରି

ମୁମ୍ବାଇ,୧୩।୫: ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମ୍‌ରେ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୦ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ଫାଫ୍‌ ଦୁ ଫ୍ଲେସିସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି…

ଜାଡେଜାଙ୍କୁ ପ୍ରଶଂସା କଲେ ଧୋନୀ

ମୁମ୍ବାଇ,୧୩।୫: ଆଇପିଏଲ ୨୦୨୨ର ପ୍ଲେ ଅଫ୍‌ରୁ ଚେନ୍ନାଇ ସୁପର କିଙ୍ଗ୍ସ ବାଦ୍‌ ପଡିଛି। ଦଳ ମୁମ୍ବାଇ ଇଣ୍ଡିଆନ୍ସଠାରୁ ୫ ଉଇକେଟରେ ପରାସ୍ତ ହୋଇଛି। ମୁମ୍ବାଇ ବିପକ୍ଷ ମ୍ୟାଚ ପରେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୋଲରମାନଙ୍କୁ ପ୍ରଶଂସା କରିଥିଲେ। ଏପରିକି ଆହତ…

ସିଏସ୍‌କେର ପ୍ଲେ-ଅଫ୍‌ ବାଟ ବନ୍ଦ

ମୁମ୍ବାଇ,୧୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଏକ ଲୋ ସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ୫.୧ ଓଭର ପୂର୍ବରୁ ୫ ଉଇକେଟରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ହରାଇ ଦେଇଛି। ଏହି ପରାଜୟ ଯୋଗୁ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇର ପ୍ଲେ-ଅଫ୍‌…

୧୦୦ବି ଛୁଇଁପାରିଲାନି ସିଏସ୍‌କେ

ମୁମ୍ବାଇ,୧୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ସାଙ୍ଘାତିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ୩୬ ରନ୍‌ର ଅପରାଜିତ ଇନିଂସ ସତ୍ତ୍ୱେ ସିଏସ୍‌କେ ମାତ୍ର…

ବିନା ଡିଆର୍‌ଏସ୍‌ରେ ଖେଳାଗଲା

ମୁମ୍ବାଇ,୧୨।୫: ଓ୍ବାଙ୍ଖଡେ ଷ୍ଟାଡିୟମରେ ବିଦ୍ୟୁତ ବିଭ୍ରାଟ ଯୋଗୁ ଚେନ୍ନାଇ ସୁପର କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ପ୍ରାରମ୍ଭିକ ୨ ଓଭରରେ ନିଷ୍ପତ୍ତି ପୁନଃ ବିଚାର ପ୍ରକ୍ରିୟା (ଡିଆର୍‌ଏସ୍‌) ଉପଲବ୍ଧ ନ ଥିଲା। ଷ୍ଟାଡିୟମର ଗୋଟିଏ ଫ୍ଲଡଲାଇଟ୍‌…

ଟସ୍‌ ଜିତି ବୋଲିଂ କରିବ ମୁମ୍ବାଇ

ମୁମ୍ବାଇ,୧୨।୫: ମୁମ୍ବାଇ ଓ୍ବାଙ୍ଗଡେ ଷ୍ଟାଡିୟମରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୫୯ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଉଛି। ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଚେନ୍ନାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?