ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ
ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ଅବସରରେ ବିଶାଳ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ପାଟଣା ମୁଖ୍ୟାଳୟସ୍ଥିତ…
ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶୁକ୍ରବାର ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ମହୋତ୍ସବ ଆଡମ୍ବର ସହକାରେ…
ରିଷିଡ଼ାରେ ଧୂମ୍ଧାମ୍ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ
ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ ନେଇ ସମଗ୍ର ବିଦ୍ୟାଳୟ ପରିସରରେ ଆଧ୍ୟାତ୍ମିକ ତଥା ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା।…
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ: ମନ ମୋହିଲା କୁନିକୁନି ପିଲାଙ୍କ ରାଧାକୃଷ୍ଣ ବେଶ
ଗଞ୍ଜାମ,୪ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ କୁନି ଶିଶୁମାନଙ୍କ ରାଧାକୃଷ୍ଣଙ୍କ ବେଶ ମନ ମୋହଥିଲା। ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ପଣ୍ଡା ସାହିର ପ୍ରବଚକ କୃଷ୍ଣଚନ୍ଦ୍ର…
୧୫୦୦ କିଲୋଗ୍ରାମ ପ୍ରସାଦ ସହ ୫୦୦ରୁ ଅଧିକ ବ୍ୟଞ୍ଜନର ନୈବେଦ୍ୟ, ଜନ୍ମାଷ୍ଟମୀ ପାଇଁ ନୋଏଡାରେ ସ୍ବତନ୍ତ୍ର ବ୍ୟବସ୍ଥା
ନୂଆଦିଲ୍ଲୀ,୪।୯: ଶୁକ୍ରବାର, ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ, ନୋଏଡାର ମନ୍ଦିରଗୁଡ଼ିକ ଭକ୍ତି, ମହିମା ଏବଂ ରାନ୍ଧଣା ଆନନ୍ଦର ଏକ ଅନନ୍ୟ ମିଶ୍ରଣ ଦେଖିବେ। କିଛି ସ୍ଥାନରେ, ଭଗବାନ ଶ୍ରୀକୃଷ୍ଣଙ୍କ ପାଇଁ 500 ରୁ ଅଧିକ ପ୍ରକାରର ସୁସ୍ବଦୁ ଖାଦ୍ୟ ସହିତ ସୁସଜ୍ଜିତ ବିସ୍ତାରିତ…
୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି
ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ ଜନ୍ମ ପରେ ନିଷ୍ଠାର ସହ ପୂଜାର୍ଚ୍ଚନା କରିଥାନ୍ତି। ଲଡୁ ଗୋପାଳଙ୍କ ଶୃଙ୍ଗାରଠାରୁ ଆରମ୍ଭ…
ଆମେରିକା ସହ ବାଣିଜ୍ୟ ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରିଛି ଭାରତ? ପ୍ରତିକ୍ରିୟା ରଖିଲେ ଟ୍ରମ୍ପଙ୍କ ପ୍ରତିନିଧି ସେର୍ଗିଓ ଗୋର୍
ନୂଆଦିଲ୍ଲୀ/ଓ୍ବାଶିଂଟନ,୧୪।୭: ଭାରତ ଦୁଇ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରିଥିବା ରିପୋର୍ଟ ସମ୍ପର୍କରେ ଭାରତ ଏବଂ ଆମେରିକା ଉଭୟ ପକ୍ଷରୁ ବିବୃତ୍ତି ଜାରି କରାଯାଇଛି। ଭାରତର ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ ଏହି ରିପୋର୍ଟକୁ ସ୍ପଷ୍ଟ ଭାବରେ ଖାରଜ…
ଜନ୍ମାଷ୍ଟମୀରେ ୫ ରାଶି ଉପରେ ହେବ ଧନବର୍ଷା, ଆଜି ବଦଳିଯିବ ଭାଗ୍ୟ!
ଶନିବାର, ଅଗଷ୍ଟ ୧୬, ୨୦୨୫ ରେ, ଭାଦ୍ରପଦ ମାସର କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ସନ୍ଧ୍ୟା ୯:୩୪ ପର୍ଯ୍ୟନ୍ତ ରହିବ। ଏହି କାରଣରୁ, ଏହି ଦିନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀର ପର୍ବ ପାଳନ କରାଯିବ। ଏହା ପରେ ନବମୀ ତିଥି ଆରମ୍ଭ ହେବ।…
ଭାରତରେ ବିସ୍ଫୋରକ ହେବ ସଂକ୍ରମଣ
ନୂଆଦିଲ୍ଲୀ, ୩୦।୧୨: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍ ଆସିବା ପରେ ଭାରତରେ ଗତ କିଛିଦିନ ହେଲା କୋଭିଡ୍ ସଂକ୍ରମଣ ବଢ଼ିଚାଲିଛି। ଆଗାମୀ ଦିନରେ ଏହା ଅତ୍ୟଧିକ ବୃଦ୍ଧି ପାଇବ। ତେବେ ଏହି ଲହର ଅଳ୍ପଦିନ ପାଇଁ ରହିବ ବୋଲି କେମ୍ବ୍ରିଜ୍…
ଜନ୍ମାଷ୍ଟମୀର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୩୦।୮: ପବିତ୍ର ଜନ୍ମାଷ୍ଟମୀର ଶୁଭ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍ କରି କହିଛନ୍ତି ଜନ୍ମାଷ୍ଟମୀର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ କାମନା ଜଣାଉଛି। ଏହି ଉତ୍ସବ ଭଗବାନ ଶ୍ରୀକୃଷ୍ଣଙ୍କ ଜୀବନ ଚରିତ୍ର…
ଆଜି ଜନ୍ମାଷ୍ଟମୀ, ଭକ୍ତଙ୍କୁ ମନ୍ଦିର ମନା
ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ତିଥି । ଏଥିପାଇଁ ରାଜ୍ୟର ବିଭିନ୍ନ ମନ୍ଦିରରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଚଳିତବର୍ଷ ମଧ୍ୟ କୋଭିଡ୍ କଟକଣା ମଧ୍ୟରେ ପାଳନ ହେଉଛି ଜନ୍ମାଷ୍ଟମୀ। କେବଳ ମନ୍ଦିରଗୁଡ଼ିକରେ ନୀତିକାନ୍ତି ଯାହା…
ବାଇଡେନ୍ଙ୍କୁ ଶୁଭେଚ୍ଛା ଜଣାଇଲେ ଦିଗ୍ବିଜୟ: ୨୦୨୪ରେ ଭାରତକୁ ବି ନୂଆ ନେତା ମିଳିବାର ରହିଛି ଆଶା !
ନୂଆଦିଲ୍ଲୀ,୮।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍ଙ୍କ ବିଜୟ ହୋଇଛି। ଏନେଇ କଂଗ୍ରେସ ନେତା ଦିଗ୍ ବିଜୟ ସିଂ ତାଙ୍କୁ ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତିି। ସେ ଆମେରିକା ମତଦାତାଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ସେମାନଙ୍କର ପଦକ୍ଷେପ…

