ଜନ୍ମାଷ୍ଟମୀ

ବଜାରରେ ବିକ୍ରି ହେଉଛି ପିପିଇ କିଟ୍‌, କ୍ୟାପ, ମାସ୍କ, ଫେସସିଲ୍ଡ ପିନ୍ଧା କୃଷ୍ଣଙ୍କ ମୂର୍ତ୍ତି

ବାରାଣସୀ,୧୧।୮: କରୋନା ମହାମାରୀ ପାଇଁ ସାରା ବିଶ୍ୱରେ ପାଳନ କରାଯାଉଥିବା ଅନେକ ପର୍ବପର୍ବାଣୀ ତା’ର ଚମକ ହରାଇଛି। ଭାରତଭଳି ଏକ ଧର୍ମନିରପେକ୍ଷ ଦେଶରେ ବି ପ୍ରାୟ ସମସ୍ତ ପର୍ବପର୍ବାଣୀର ରଙ୍ଗ ମଉଳି ଯାଇଛି କହିଲେ ଚଳେ। ଚଳିତ ବର୍ଷ ଅଗଷ୍ଟ୧୧ ଓ…

ଜନ୍ମାଷ୍ଟମୀ ଉପବାସ କଲେ ପୂରଣ ହୋଇଥାଏ ଏସବୁ ମାନସିକ, ଜାଣନ୍ତୁ କେଉଁମାନେ ଏହି ବ୍ରତ କରିବା ଉଚିତ୍‌

ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଜନ୍ମାଷ୍ଟମୀ। ଏହି ଦିନ ଶ୍ରୀକୃଷ୍ଣଙ୍କ ଜନ୍ମ। ବିଶ୍ୱାସ କରାଯାଏ, ଏହି ଦିନ ଉପବାସ କଲେ ଭକ୍ତଙ୍କ ସବୁ ମନବାଞ୍ଛା ପୂରଣ ହୋଇଥାଏ। ଯେଉଁମାନଙ୍କର ଚନ୍ଦ୍ର ଦୁର୍ବଳ, ଯଦି ଏହି ଦିନରେ ବିଶେଷ ଉପାସନା କରନ୍ତି, ତେବେ ସେମାନେ…

ଚାଇନାକୁ ଆଉ ଏକ ଧକ୍କା

ନୂଆଦିଲ୍ଲୀ,୧।୭: ଭାରତ-ଚାଇନା ସୀମା ବିବାଦ ପରେ ଏବେ ଏହାକୁ ନେଇ ସମସ୍ତଙ୍କ ନଜର ଭାରତ ଉପରେ। ନରେନ୍ଦ୍ର ମୋଦି ସରକାର ଚାଇନା ବିରୋଧରେ ଆର୍ଥିକ ସ୍ତରରେ ବଡ ବଡ ପଦକ୍ଷେପ ନେବା ଆରମ୍ଭ କରି ଦେଇଛନ୍ତି। ପ୍ରଥମେ ଚାଇନାର ପ୍ରାୟ ୫୯…

ଛପନ ଭୋଗରେ ଭାରତୀୟ ସଂସ୍କୃତିର ଝଲକ

ସମଗ୍ର ଭାରତରେ ଶୁକବ୍ରାର ଭଗବାନ୍‌ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ବହୁ ଧୁମଧାମରେ ପାଳିତ ହେଉଛି। ରାଜ୍ୟର ବିଭିନ୍ନ ମନ୍ଦିର, ଅନୁଷ୍ଠାନ ଓ ସ୍କୁଲରେ ଜନ୍ମାଷ୍ଟମୀ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ କୁନି କୁନି ପିଲାଙ୍କୁ ଶ୍ରୀକୃଷ୍ଣ ଓ ରାଧା ବେଶରେ ଦେଖିବାକୁ ମିଳିଛି।…

ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ

କେନ୍ଦୁଝର,୨୩।୮(ସ୍ବ.ପ୍ର.): କେନ୍ଦୁଝର ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ବିରାଟ ପଟୁଆରରେ ଶ୍ରଦ୍ଧାଳୁ ଓ କର୍ମକର୍ତ୍ତାମାନେ ମାଇନିଂ ରୋଡ୍‌ସ୍ଥିତ ରାମମନ୍ଦିରରୁ ବାହାରି ସହର ପରିକ୍ରମାକରି କେନ୍ଦୁଝରଗଡ଼ ସରସ୍ବତୀ…

ମେଲଛାମୁଣ୍ଡା ଶିଶୁମନ୍ଦିରରେ ଜନ୍ମାଷ୍ଟମୀ: ୧୬୭ ପ୍ରତିଯୋଗୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା

ଘେଁସ,୨୩।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅନ୍ତର୍ଗତ ମେଲଛାମୁଣ୍ଡା ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ବହୁ ଛାତ୍ରୀଛାତ୍ର ରାଧାକୃଷ୍ଣ ବେଶରେ ସଜ୍ଜିତ ହୋଇ ଗ୍ରାମ ପରିକ୍ରମା କରିଥିଲେ। ଏଥିସହିତ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ…

ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଗଭୀର ପ୍ରେମ କରୁଥିଲେ ଏହି ମୁସଲମାନ ନେତା

ଆଜି ସାରା ଦେଶରେ ଜନ୍ମାଷ୍ଟମୀ ଧୁମଧାମରେ ପାଳନ କରାଯାଉଛି। ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତମାନେ ମନ୍ଦିରରେ ଭିଡ ଜମାଇଛନ୍ତି। ତେବେ ଶ୍ରୀକୃଷ୍ଣଙ୍କୁ କେବଳ ହିନ୍ଦୁମାନେ ନୁହନ୍ତି, ମୁସଲମାନମାନେ ବି ଭକ୍ତି କରୁଥିବାର ଦେଖାଯାଏ। ସ୍ବାଧୀନତା ସଂଗ୍ରାମୀ, ସାମ୍ବାଦିକ, ରାଜନେତା ତଥା ଶାୟର ମୌଲାନା…

ମଥୁରା ଜନ୍ମାଷ୍ଟମୀ ଉତ୍ସବରେ ଯୋଗ ଦେବେ ଯୋଗୀ

ମଥୁରା,୨୩।୮: ସାରା ଦେଶରେ ଶୁକ୍ରବାର ଭଗବାନ୍‌ ଶ୍ରୀକୃଷ୍ଣଙ୍କ ଜନ୍ମଦିନ ‘ଜନ୍ମାଷ୍ଟମୀ’ ଉତ୍ସବ ଖୁବ୍‌ ଆଡମ୍ବରରେ ପାଳନ କରାଯାଉଛି। ହେଲେ ମଥୁରାରେ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଭିନ୍ନ ଧରଣରେ ଜନ୍ମାଷ୍ଟମୀ ପାଳନ କରାଯାଉଛି। ଅଗଷ୍ଟ ୨୩ରୁ ୨୫ ତିନି ଦିନ ଧରି…

ସରସ୍ବତୀ ଶିଶୁମନ୍ଦିରରେ ଜନ୍ମାଷ୍ଟମୀ ପାଳନ: ଶ୍ରୀକୃଷ୍ଣଙ୍କ ବେଶରେ ସହର ପରିକ୍ରମା

ଛେଣ୍ଡିପଦା,୨୩।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳନ ହୋଇଯାଇଛି । ଏହି ଅବସରରେ ଶିଶୁମନ୍ଦିର ପରିସରରେ ଶ୍ରୀକୃଷ୍ଣଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପୂଜାର୍ଚ୍ଚନା କରାଯାଇଥିଲା। ପରେ ବାଳଗୋପାଳ କୃଷ୍ଣଙ୍କୁ ଝୁଲଣ କରାଯାଇଥିଲା। ଛାତ୍ରୀଛାତ୍ରମାନେ…

ଜନ୍ମାଷ୍ଟମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଚଳଚଞ୍ଚଳ

ସାକ୍ଷୀଗୋପାଳ, ୨୨।୮(ଡି.ଏନ୍‌.ଏ.)-ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମୋତ୍ସବ ସମାରୋହରେ ପାଳିତ ହେବ। ଏଥି ନିମନ୍ତେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପରମ୍ପରା କ୍ରମେ ମନ୍ଦିରରେ ଶିଶୁ କୃଷ୍ଣଙ୍କ ଜନ୍ମବିଧି ପାଳନ ନିମନ୍ତେ ଅଭିମନ୍ତ୍ରିତ ଜଳ କଳସ ପାଣିପୂଜା ଅନୁଷ୍ଠିତ ହୋଇଛି। ମନ୍ଦିରର…

ଶ୍ରୀକୃଷ୍ଣଙ୍କ ହାତରେ କାହିଁକି ଥାଏ ବଂଶୀ

ଆସୁଛି ଜନ୍ମାଷ୍ଟମୀ। ଭଗବାନ୍‌ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବକୁ ସାରା ଦେଶରେ ଖୁବ୍‌ ଆଡ଼ମ୍ବର ସହକାରେ ପାଳନ କରାଯିବାକୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ତେବେ ଶ୍ରୀକୃଷ୍ଣଙ୍କ ଜନ୍ମ ବୃତ୍ତାନ୍ତକୁ ନେଇ ଅନେକ ପୌରାଣିକ ଆଖ୍ୟାନ ଥିବା ବେଳେ ଭଗବାନ୍‌ ଶ୍ରୀକୃଷ୍ଣଙ୍କ ହାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?