ସାଉଣ୍ଡ ଫିଗର ଚାହୁଁଥିଲେ
ବର୍ତ୍ତମାନ ସ୍ଲିମ୍ ଟ୍ରେଣ୍ଡ ଚାଲିଛି। ହେଲେ ମହିଳାମାନେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ଫିଗରର ଆକର୍ଷଣ କମିଯାଏ। ଏମିତିରେ ଅନେକେ ମୋଟା ହେବା ଲାଗି ଏଣୁ ତେଣୁ ଖାଦ୍ୟଠାରୁ ଆରମ୍ଭ କରି ବିଭିନ୍ନ ଔଷଧ ଖାଇବାକୁ ବି ପଛାଇ...
କରୋନା ଭାଇରସ: ପୁଣିଥରେ ଦେଶକୁ ସମ୍ବୋଧିତ କରିବେ ମୋଦି
ନୂଆଦିଲ୍ଲୀ,୨୪।୩: କରୋନା ଭାଇରସ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ଏହା ଭୟଙ୍କର ରୂପ ନେବାକୁ ଯାଉଛି ବୋଲି ଆଲୋଚନା ହେଉଛି। ସୋମବାର ଦେଶରେ ଏକାଥରେ ୯୯ କରୋନା ପଜିଟିଭ ରୋଗୀ ଚିହ୍ନଟ ହେବା ପରେ ଏବେ...
ଜେଏନ୍ୟୁ ହିଂସା ପରେ ପ୍ରଥମ ଥର ସାମ୍ନାକୁ ଆସିଲା କୁଳାଧିପତିଙ୍କ ପ୍ରତିକ୍ରିୟା
ନୂଆଦିଲ୍ଲୀ,୭।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ)ରେ ହୋଇଥିବା ହିଂସା ପରେ ପ୍ରଥମ ଥର ସେଠାକାର କୁଳାଧିପତିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କୁଳାଧିପତି ଏମ୍. ଜଗଦେଶ କୁମାର କହିଛନ୍ତି, କ୍ୟାମ୍ପସ୍ରେ ଏହି ଘଟଣା ଘଟିବା ଅତ୍ୟନ୍ତ...
ଜେଏନ୍ୟୁ ହିଂସା: ‘ଫ୍ରି କଶ୍ମୀର’ ପୋଷ୍ଟରକୁ ନେଇ ସଫେଇ ଦେଲେ ଯୁବତୀ
ମୁମ୍ବାଇ,୭।୧: ଜେଏନ୍ୟୁ ହିଂସାକୁ ନେଇ ମୁମ୍ବାଇର ଗେଟ୍ ଓ୍ବେ ଅଫ୍ ଇଣ୍ଡିଆରେ ବିରୋଧ ପ୍ରଦର୍ଶନ ସମୟରେ ସାମ୍ନାକୁ ଆସିଥିବା ‘ଫ୍ରି କଶ୍ମୀର’ ପୋଷ୍ଟରକୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ହେଲେ ଏହି ପୋଷ୍ଟରକୁ ଧରିଥିବା ଯୁବତୀ ଜଣକ ଏ...
ଅହମ୍ମଦାବାଦ୍କୁ ବ୍ୟାପିଲା ଜେଏନ୍ୟୁ ହିଂସା: ଏବିଭିପି-ଏନ୍ଏସ୍ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ
ଅହମ୍ମଦାବାଦ୍,୭।୧: ଜେଏନ୍ୟୁ ହିଂସା ନେଇ ଦେଶର ବିଭିନ୍ନ ସହରରେ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଗୁଜରାଟ ଅହମ୍ମଦାବାଦ୍ରେ ଏବିଭିପି-ଏନ୍ଏସ୍ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ ହୋଇଛନ୍ତି। ଉଭୟପକ୍ଷଙ୍କ ମଧ୍ୟରେ ମାଡ଼ପିଟ ହୋଇଛି। ଏହା ସହିତ ଉଭୟ ପକ୍ଷଙ୍କ ମଧ୍ୟରେ ଟେକା ପଥର ମାଡ଼...
ଗଣତନ୍ତ୍ରରେ ଭିନ୍ନମତକୁ ଗ୍ରହଣ କରୁନାହିଁ କେନ୍ଦ୍ର ସରକାର: କଂଗ୍ରେସ
ଭୁବନେଶ୍ୱର,୬।୧(ବ୍ୟୁରୋ): ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ)ରେ ରବିବାରଠାରୁ ଉପୁଜିଥିବା ଛାତ୍ର ହିଂସା ଘଟଣାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ କଂଗ୍ରେସ। ଉକ୍ତ ଘଟଣାକୁ ନିନ୍ଦା କରିବା ସହ ଦୋଷୀମାନଙ୍କ ବିରୋଧରେ କଠୋର ଦଣ୍ଡବିଧାନ ସହିତ ଜଣେ...
ଜେଏନ୍ୟୁ ହିଂସା ମାମଲାରେ ପୋଲିସକୁ ସମନ ଜାରି କଲେ ସ୍ବାତୀ ମାଲିଓ୍ବାଲ
ନୂଆଦିଲ୍ଲୀ,୬।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍ୟୁ) କ୍ୟାମ୍ପସ୍ରେ ରବିବାର ଦୁଇ ଛାତ୍ରଗୋଷ୍ଠୀ ମଧ୍ୟରେ ବିବାଦ ଦେଖାଦେଇଥିଲା। ଛାତ୍ରୀଛାତ୍ରଙ୍କୁ ମାରପିଟ କରିବା ସହ ବ୍ୟାପକ ଭଙ୍ଗାରୁଜା କରାଯାଇଥିଲା। ଏହି ଘଟଣାରେ ଜେଏନ୍ୟୁ ଛାତ୍ରସଂଘର ଅଧ୍ୟକ୍ଷ ଲହୁଲୁହାଣ ହୋଇଥିବା ବେଳେ କେତେଜଣ ଛାତ୍ର ଗୁରୁତର...
ଜେଏନ୍ୟୁ ହିଂସାର ତଦନ୍ତ ଭାର ନେଲା କ୍ରାଇମ୍ ବ୍ରାଞ୍ଚ୍: ୩ ଦଳରେ ବିଭକ୍ତ ହେଲା ଟିମ୍
ନୂଆଦିଲ୍ଲୀ,୬।୧: ଜେଏନ୍ୟୁ ହିଂସାକାଣ୍ଡର ତଦନ୍ତ ଭାର କ୍ରାଇମ୍ ବ୍ରାଞ୍ଚ୍ ହାତକୁ ଯାଇଛି। ମାମଲା ହସ୍ତାନ୍ତର ପରେ କ୍ରାଇମ୍ ବ୍ରାଞ୍ଚ୍ ତଦନ୍ତ ପାଇଁ ଯୋଜନା ପ୍ରସ୍ତୁତି କରିଛି। ଇତିମଧ୍ୟରେ ତଦନ୍ତ କରୁଥିବା ଦଳକୁ ୩ ଭାଗରେ ବିଭକ୍ତ କରାଯାଇଛି। ପ୍ରତି ଦଳକୁ...
ଜେଏନ୍ୟୁ ହିଂସାକୁ ନେଇ ପ୍ରତିକ୍ରିୟା ରଖିଲେ ବଲିଉଡ୍ ସେଲିବ୍ରିଟି
ନୂଆଦିଲ୍ଲୀ,୬।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ) କ୍ୟାମ୍ପସ୍ରେ ରବିବାର ରାତିରେ ଦୁଇ ଛାତ୍ରଗୋଷ୍ଠି ମଧ୍ୟରେ ବିବାଦ ଦେଖାଦେଇଛି। ରାତି ଅନ୍ଧକାରରେ କିଛି ଦୁର୍ବୃତ୍ତ ମୁହଁରେ କପଡ଼ା ବାନ୍ଧି କ୍ୟାମ୍ପସ୍ ଭିତରକୁ ପଶି ଛାତ୍ରଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଜେଏନ୍ୟୁ...
ଶାହଙ୍କୁ କଡ଼ା ସମାଲୋଚନା କଲେ ସୁରଜଓ୍ବାଲା
ନୂଆଦିଲ୍ଲୀ,୬।୧: ଜେଏନ୍ୟୁରେ ହୋଇଥିବା ହିଂସା ନେଇ କଂଗ୍ରେସ ପ୍ରବକ୍ତା ରଣଦୀପ୍ ସୁରଜଓ୍ବାଲା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଏହି ଘଟଣା ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ନୀରବ ସମର୍ଥନ ବିନା ସମ୍ଭବ ହୋଇନାହିଁ। ପୋଲିସ ନୀରବ ଦ୍ରଷ୍ଟା...
ଆଇନକୁ ବେଖାତିର: ହିଂସାକାଣ୍ଡ ପରେ ପୋଲିସ ସମ୍ମୁଖରେ ବାହାରିଗଲେ ଦୁର୍ବୁତ୍ତ; ଭିଡ଼ିଓ ଭାଇରାଲ
ନୂଆଦିଲ୍ଲୀ,୬।୧: ଜେଏନ୍ୟୁ ହିଂସାକୁ ନେଇ ଦେଶବ୍ୟାପି ଚର୍ଚ୍ଚା ଜାରି ରହିଛି। ଏବେ ଏହାର ଫଟୋ ଓ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଦୁର୍ବୁତ୍ତମାନେ ହିଂସାକାଣ୍ଡ ଭିଆଇବା ପରେ ଆରାମରେ ପୋଲିସ ଆଗରେ ବିଶ୍ୱବିଦ୍ୟାଳୟ ଗେଟ୍ ବାହାରକୁ ବାହାରୁଥିତ୍ବାର...
ଜେଏନ୍ୟୁ ହିଂସା: ମୋଦିଙ୍କୁ ଟାର୍ଗେଟ କଲେ ବିରୋଧୀ
ନୂଆଦିଲ୍ଲୀ,୬।୧: ରାଜଧାନୀ ଦିଲ୍ଲୀରେ ଥିବା ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନୟୁ)ରେ ରବିବାରଠାରୁ ଉପୁଜିଥିବା ହିଂସା ଘଟଣାକୁ ନେଇ ଏବେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ବରିଷ୍ଠ କଂଗ୍ରେସ ନେତା ଦିଗ୍ବିଜୟ...