ଜୀବନଚର୍ଯ୍ୟା

ଗର୍ଭାବସ୍ଥାରେ ଯକ୍ଷ୍ମା

ବର୍ତ୍ତମାନ ଭେଷଜ ବିଜ୍ଞାନର ଅଗ୍ରଗତି ଯୋଗୁ ଯକ୍ଷ୍ମାର ଅତ୍ୟାଧୁନିକ ଚିକିିସତ୍ା ସମ୍ଭବ ହୋଇପାରୁଛି ଓ ଅନେକ ଲୋକ ଆରୋଗ୍ୟ ମଧ୍ୟ ହେଉଛନ୍ତି ା ତଥାପି ବି କମୁନି…

2 years ago

ଆଗାମୀ ପିଢ଼ି ପାଇଁ ଜଳ ସଂରକ୍ଷଣ

ଆମ ଜୀବନ ଧାରଣ ପାଇଁ ଜଳ ନିତାନ୍ତ ଆବଶ୍ୟକ। ଆମ ଶରୀରର ପ୍ରମୁଖ ଅଂଶ ହେଉଛି ଜଳ। ଜଳ ବିନା ଜୀବନ ଧାରଣ ଅସମ୍ଭବ। ଆମ ପୃଥିବୀ…

2 years ago

ଜଳ ସଙ୍କଟ

ପୃଥିବୀ ଏକ ଜଳ ଗ୍ରହ ହେଲେ ସୁଦ୍ଧା ଏଠାରେ ଜଳର ଭଣ୍ଡାର ସୀମିତ। ଏହାର ପ୍ରାୟ ୯୭.୫ ପ୍ରତିଶତ ଜଳ ସମୁଦ୍ର, ମହାସମୁଦ୍ରରେ ଗଚ୍ଛିତ, ଯାହା ଲୁଣିଆ…

2 years ago

ଏହି ଛୋଟଛୋଟ ଭୁଲ କରିଦେବ ବରବାଦ

ଆଜି ବି ବେଶ୍‌ ଲୋକପ୍ରିୟ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ର। ଏହାକୁ ଭଲ ଭାବେ ବୁଝି ଜୀବନରେ ପ୍ରୟୋଗ କଲେ ଅନେକ ସମସ୍ୟାର ସମାଧାନ ସହଜରେ ହୋଇଯାଇଥାଏ। ନିଜର…

2 years ago

ପୁଅକୁ ଦିଅନ୍ତୁ ଭଲ ଶିକ୍ଷା, ଶତ୍ରୁକୁ ଦୁଃଖ; ଜାଣିରଖନ୍ତୁ ଚାଣକ୍ୟ କହିଥିବା ଏହି ୪ କଥା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଗୁଡ଼ିକ ବର୍ଷବର୍ଷ ଧରି ମନୁଷ୍ୟ ପାଇଁ ଉପଯୋଗୀ ହୋଇଆସିଛି। ତାଙ୍କର ମାର୍ଗଦର୍ଶନ ଏବଂ ନୀତିରେ ହିଁ ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ସମ୍ରାଟ ହୋଇ ମୌର୍ଯ୍ୟ ସାମ୍ରାଜ୍ୟ…

2 years ago

ହୋଲି ଖେଳିବା ପୂର୍ବରୁ ରୁହନ୍ତୁ ସତର୍କ

ରଙ୍ଗର ପର୍ବ ପାଇଁ ପୂର୍ବରୁ ନିଜର ଚର୍ମ ଏବଂ କେଶ ପ୍ରସ୍ତୁତ କରିବାକୁ ଭୁଲନ୍ତୁ ନାହିଁ । ହୋଲି ଖେଳିବାର ପରବର୍ତ୍ତୀ ସମୟରେ ତ୍ୱଚା ସହିତ କେଶ…

2 years ago

ହସ୍ପିଟାଲ ବ୍ୟବସାୟ କଷ୍ଟକର: ଡା. ପ୍ରକାଶ ଚନ୍ଦ୍ର ଦଳେଇ

ବାପା ଥିଲେ ପ୍ରାଣୀ ଚିକିତ୍ସକ, ମା’ ଗୃହିଣୀ। ଚାହୁଁଥିଲେ ପୁଅ ଡାକ୍ତର ହେଉ। ମାତାପିତାଙ୍କ ଇଚ୍ଛାକୁ ସମ୍ମାନ ଜଣାଇ ସେ ଲକ୍ଷ୍ୟ ସ୍ଥିର କଲେ ଏବଂ ଅଧ୍ୟବସାୟ…

2 years ago

ରଙ୍ଗ ଖେଳ: ହୋଲିର ମଜା ନେବା ପାଇଁ କ’ଣ ସବୁ କରିବାକୁ ହେବ

ଗୋଟିଏ ପଟେ ବସନ୍ତର ପରଶ ତ ଅନ୍ୟପଟେ ରଙ୍ଗର ପସରା। ସେଥିପାଇଁ ତ ହୋଲି ଖେଳର ମଜା ନିଆରା। ରଙ୍ଗର ଏଇ ଖେଳରେ ଥାଏ ଭଲପାଇବାର ଭାବ…

2 years ago

କିଡ୍‌ନୀ ସମସ୍ୟା ଓ ଡାଏଲିସିସ୍‌

ଆମମାନଙ୍କ ଜୀବନଯାତ୍ରା ଏବେ ଖୁବ୍‌ ପରିବର୍ତ୍ତିତ ହୋଇଗଲାଣି। ଫଳରେ ବଢ଼ି ବଢ଼ି ଚାଲିଛି ଡାଇବେଟିସ୍‌, ହୃଦ୍‌ରୋଗ, ଉଚ୍ଚ ରକ୍ତଚାପ, ମେଦବହୁଳତା ଓ କ୍ରନିକ୍‌ କିଡ୍‌ନୀ ଡିଜିଜ୍‌ ବା…

2 years ago

ଜନସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ଲୋଡ଼ା: ଡା. ଅରିଜିତ ମହାପାତ୍ର

ନବଜାତ ଶିଶୁରୋଗ ବିଶେଷଜ୍ଞ ଭାବେ ସେ ଜଣାଶୁଣା। ବହୁ ଜଟିଳ ଅସ୍ତ୍ରୋପଚାର କରି ପାଇଛନ୍ତି ଅନେକ ସଫଳତା। କେବଳ ଓଡ଼ିଶା ନୁହେଁ, ରାଜ୍ୟ ବାହାରେ ବି ଅର୍ଜିଛନ୍ତି…

2 years ago