ବୁଲିବାକୁ ଗଲେ ବିଳାସପୂର୍ଣ୍ଣ ହୋଟେଲରେ ରହିବାକୁ ଅନେକେ ପସନ୍ଦ କରନ୍ତି । ତେଣୁ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିବା ପାଇଁ ହୋଟେଲଗୁଡ଼ିକୁ ଭିନ୍ନ ଭିନ୍ନ ଡିଜାଇନ୍ରେ ସୁସଜ୍ଜିତ କରାଯାଇଥାଏ।…
ଆଜିକାଲି ପ୍ରାୟ ଯୁବପିଢ଼ି ଲାପଟପ୍ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। ବିଶେଷକରି କରୋନା ପରଠୁ ଅନ୍ଲାଇନ୍ କ୍ଲାସ୍ ହେଉ କିମ୍ବା ଜବ୍ ପାଇଁ ଏହାର ବ୍ୟବହାର ବଢ଼ିଯାଇଛି।…
ବର୍ତ୍ତମାନ ମୋବାଇଲ୍ ଫୋନ୍ ସାଜିଛି ଅନେକଙ୍କ ପାଇଁ ପର୍ସନାଲ ଡାଟା ଷ୍ଟୋରେଜ୍ର ଏକ ବଳିଷ୍ଠ ମାଧ୍ୟମ। ଯେଉଁଥିପାଇଁ ଆବଶ୍ୟକ ସମୟରେ ହାତପାହାନ୍ତାରେ ତତ୍କ୍ଷଣାତ୍ ମିଳିଯାଉଛି ଫଟୋ, ଭିଡିଓ,…
ନାରୀଙ୍କ ସୌନ୍ଦର୍ଯ୍ୟର ଏକ ପ୍ରମୁଖ ଅଂଶ ହେଉଛି ସେମାନଙ୍କ ଓଠ। ଆଉ ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଏଥିରେ ଲିପ୍ଷ୍ଟିକ୍ ଲଗାଇବା ଯେତିକି ଜରୁରୀ, ପରଫେକ୍ଟ…
ଡାଳିମ୍ବରେ ତ୍ୱଚାକୁ ସୁନ୍ଦର ରଖିବା, ରକ୍ତଚାପକୁ ନିୟନ୍ତ୍ରଣ କରିବା ତଥା ମାନସିକ ଚାପରୁ ମୁକ୍ତି ଦେବାରେ ବେଶ୍ ଚମତ୍କାରୀ ଗୁଣ ଭରି ରହିଥାଏ। ତା’ଛଡ଼ା ଏଥିରେ ଆଣ୍ଟିଅକ୍ସିଡାଣ୍ଟ…
ବାସ୍ତୁଶାସ୍ତ୍ର ଅନୁଯାୟୀ, ଶୋଇବା ସମୟରେ ମଧ୍ୟ କିଛିଟା ନିୟମ ମାନିବା ନିହାତି ଆବଶ୍ୟକ। କାରଣ ଏହାକୁ ନ ମାନିଲେ ମନ ଭାରାକ୍ରାନ୍ତ ରହିବା ସହ ଭଲ ନିଦ…
କହୁଣି ଅଧିକ କଳା ଏବଂ ରୁକ୍ଷ ହେଲେ ହାତର ସୌନ୍ଦର୍ଯ୍ୟ କମି ଯାଇଥାଏ। ତେଣୁ କହୁଣିର କଳାପଣକୁ ଦୂର କରିବା ପାଇଁ ଜାଣିରଖନ୍ତୁ କିଛି ଘରୋଇ ଟିପ୍ସ...…
ପିଲାଙ୍କ ଖାଦ୍ୟରେ ଠିକ୍ ମାତ୍ରାରେ ପୋଷଣ ନ ରହିଲେ ସେମାନଙ୍କର ରୋଗ ପ୍ରତିରୋଧକ ଶକ୍ତି କମିବା ସହିତ ଶାରୀରିକ ବିକାଶ ମଧ୍ୟ ହୋଇ ପାରି ନ ଥାଏ।…
ଆ ମ ଦେଶରେ ପ୍ରତିବର୍ଷ ଫେବୃଆରୀ ୨୮ ତାରିଖକୁ ଜାତୀୟ ବିଜ୍ଞାନ ଦିବସ ଭାବେ ପାଳନ କରାଯାଉଛି। ଦେଶରେ ବିଜ୍ଞାନର ପ୍ରଚାର ଓ ପ୍ରସାର କରି ଲୋକମାନଙ୍କ…
କୌଣସି ଖାଦ୍ୟ ଅଧିକ ରାନ୍ଧି ଦେଇଥିଲେ, ସେସବୁ ନଷ୍ଟ ନହେବା ପାଇଁ ଆପଣ ତାକୁ ଫ୍ରିଜ୍ରେ ରଖିଥା’ନ୍ତି। ହେଲେ ବିଶେଷଜ୍ଞଙ୍କ ଅନୁସାରେ ଖାଦ୍ୟ ବେଶିଦିନ ଫ୍ରିଜ୍ରେ ରହିଲେ…