ଜୀବନଚର୍ଯ୍ୟା

ହେପାଟାଇଟିସ୍‌ ଔଷଧରେ ଭଲ ହେବ କରୋନା

ରୋହତକ, ୩୦।୭: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଭିନ୍ନ ଔଷଧ ସମ୍ପର୍କରେ ଚର୍ଚ୍ଚା ଜାରି ରହିଛି।…

5 years ago

ନିମିଷକରେ ଜୀବନ ନେଇପାରେ ଜାଇଫଳ, ଜାଣନ୍ତୁ କାହିଁକି

ଆଜି ମଧ୍ୟ ଖାଦ୍ୟ ସାମଗ୍ରୀ ଏବଂ ଏହାର ପ୍ରଭାବ ବିଷୟରେ ବିଶ୍ୱର ଅନେକ ବିଶ୍ୱବିଦ୍ୟାଳୟରେ ଅନୁସନ୍ଧାନ ଚାଲୁରହିଛି। ଗତ କିଛି ବର୍ଷ ମଧ୍ୟରେ କରାଯାଇଥିବା ଅନୁସନ୍ଧାନରେ ବୈଜ୍ଞାନିକମାନେ…

5 years ago

ବାରମ୍ବାର ହାତ ଧୋଇବା ପରେ ବି ମନରୁ ଯାଉନି କରୋନା ଭୂତାଣୁ ଭୟ, ହୋଇପାରେ ଏହି ରୋଗର ଲକ୍ଷଣ..

ମହାମାରୀ କରୋନା କବଳରେ ସାରା ବିଶ୍ୱ। ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଏଭଳି ସ୍ଥିତିରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅଥବା ଡାକ୍ତରମାନେ ରୋଗରୁ ରକ୍ଷା…

5 years ago

୬ ଫୁଟ୍‌ରୁ ଅଧିକ ଉଚ୍ଚତା ବିଶିଷ୍ଟ ଲୋକଙ୍କୁ କରୋନା ଆଶଙ୍କା ଅଧିକ ନା କମ୍‌ ଜାଣନ୍ତୁ

କରୋନା ଏବେ ସାରା ବିଶ୍ୱରେ କାୟା ବିସ୍ତାର କରିଛି। ତେବେ କରୋନା ଏବେ ସବୁ ବୟସର ଲୋକଙ୍କୁ ମୃତ୍ୟୁ ମୁଖକୁ ଠେଲି ଦେଉଛି। ଏକ ଗବେଷଣାରୁ ଜଣାପଡିଛି…

5 years ago

ଠିକ୍‌ ଭାବେ କରନ୍ତୁ ଶିଶୁର ଦେଖାଶୁଣା

ଶିଶୁମାନଙ୍କର ଠିକ୍‌ ଭାବେ ଯତ୍ନ ନ ନେଲେ ସେମାନଙ୍କର ବହୁ ପ୍ରକାରର ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇଥାଏ। ଯଦି ପ୍ରଥମକରି ମାଆ ହୋଇଥାନ୍ତି ତେବେ ପିଲାମାନଙ୍କର ଯତ୍ନ…

5 years ago

ଭେଣ୍ଡି ଦୋପିଆଜା

ଆବଶ୍ୟକ ସାମଗ୍ରୀ: ଭେଣ୍ଡି- ୫୦୦ଗ୍ରାମ୍‌, ଅଦା- ୧ ଇଞ୍ଚ, ପିଆଜ- ୨ଟି ବଡ଼, ଜିରା- ୧ ଚାମଚ, ହଳଦୀ ଗୁଣ୍ଡ- ଅଧା ଚାମଚ, ଲଙ୍କା ଗୁଣ୍ଡ ଓ…

5 years ago

କ’ଣ କରେ ଘିଅ

ଘିଅ (ଗୁଆଘିଅ)ର ଅନେକ ଫାଇଦା ରହିଛି। କିନ୍ତୁ ସାଧାରଣତଃ ଲୋକେ ଭାବିଥାନ୍ତି କି ଘିଅ ଖାଇଲେ ଓଜନ ବୃଦ୍ଧି ହୋଇଥାଏ। କିନ୍ତୁ ଏହା ସମ୍ପୂର୍ଣ୍ଣ ଭୁଲ୍‌ ଧାରଣା।…

5 years ago

ସତର୍କତା ଜରୁରୀ

ପରିବାରର ସୁରକ୍ଷା ଦାୟିତ୍ୱ ସାଧାରଣତଃ ଗୃହିଣୀମାନଙ୍କ ଉପରେ। ପିଲାମାନଙ୍କଠାରୁ ଆରମ୍ଭ କରି ବଡ଼ମାନଙ୍କର ବି ଦେହର ଯତ୍ନ, ଖାଦ୍ୟପେୟ, ପୋଷାକ ଆଦି ବିଷୟରେ ଟିକିନିଖି ବୁଝିବାକୁ ପଡ଼ିଥାଏ।…

5 years ago

କିପରି ଲଗାଇବେ ମୁଲତାନୀ ମାଟି

ମୁଲତାନୀ ମାଟି ତ୍ୱଚା ନିମନ୍ତେ ବରଦାନ ସଦୃଶ। ଏହାକୁ ସବୁ ପ୍ରକାରର ତ୍ୱଚାରେ ଲଗାଇ ହେବ। ଏହା ତ୍ୱଚାରେ କୌଣସି ସାଇଡ୍‌ ଇଫେକ୍ଟ ସୃଷ୍ଟି ନ କରି…

5 years ago

ଯୋଗ ଓ ଆଣ୍ଠୁଗଣ୍ଠି ଯନ୍ତ୍ରଣା

କେବଳ ବୟସ ବଢ଼ିବା ନୁହେଁ, ଆଜିକାଲି ଅନେକ ଯୁବପିଢ଼ି ଆଣ୍ଠୁଗଣ୍ଠି ଯନ୍ତ୍ରଣାର ସମ୍ମୁଖୀନ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ଉପଶମ ପାଇବାର ଏକ ସରଳ ଉପାୟ ରହିଛି।…

5 years ago