ଜୀବନଚର୍ଯ୍ୟା

ଗର୍ଭରେ ଶିଶୁ ମୃତ୍ୟୁ

ଗର୍ଭଧାରଣର ୨୮ ସପ୍ତାହ ପରେ (ଶିଶୁର ଓଜନ ଏକ କେ.ଜି. ରୁ ଊର୍ଦ୍ଧ୍ୱ ହୋଇଥିଲେ) ଏବଂ ପ୍ରସବ ପୂର୍ବରୁ ଯଦି ଶିଶୁର ଗର୍ଭରେ ମୃତ୍ୟୁ ଘଟେ ତେବେ…

6 years ago

ଫିଟ୍‌ନେସ୍‌ ମନ୍ତ୍ର

କାର୍ଯ୍ୟବ୍ୟସ୍ତତା ଭିତରେ ନିଜକୁ ଅଣଦେଖା କରିବା କାରଣରୁ ଅଧିକାଂଶ ମହିଳା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ତେଣୁ ଫିଟ୍‌ନେସ୍‌ ଲାଗି ଅଳ୍ପ ବୟସରୁ ହିଁ କେତେକ…

6 years ago

ଶୋଇବା ଘରେ ରଖୁଛନ୍ତି କି ଏହି ଜିନିଷ: ଭାଙ୍ଗିଯିବ ବୈବାହିକ ସମ୍ପର୍କ

ଜୀବନରେ ଜ୍ଞାନ ଏପରି ଏକ ଜିନିଷ ଯାହା କେବେ ଶେଷ ହୋଇପାରିବ ନାହିଁ। ଯାହାକୁ କେହି ନେଇପାରିବେ ନାହିଁ। ବା ଯାହା ବାଣ୍ଟିଲେ ବଢ଼େ। ଏହି ଜ୍ଞାନ…

6 years ago

ଏସବୁ ଖାଦ୍ୟ ନବଦମ୍ପତିଙ୍କୁ ମନା…

କର୍ନଫ୍ଲେକ୍ସକୁ ଅଧିକାଂଶଙ୍କ ପାଇଁ ଏକ ଲୋକପ୍ରିୟ ଖାଦ୍ୟ। ଏହାକୁ ଖାଇଲେ ମେଦବହୁଳତାରୁ ମୁକ୍ତି ମିଳେ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ତେବେ ଟରୋଣ୍ଟୋ ବିଶ୍ୱବଦ୍ୟାଳୟରେ ହୋଇଥିବା ଏକ…

6 years ago

ସ୍ବାସ୍ଥ୍ୟୋପକାରୀ ଭିଟାମିନ୍‌ ‘ସି’

ଭିଟାମିନ୍‌ ‘ସି’ରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। କେତେକ ବ୍ୟାୟାମ କରିବା ସମୟରେ ଶ୍ୱାସକ୍ରିୟାଜନିତ ସମସ୍ୟାର ସମ୍ମୁଖୀନ ହୋଇଥାଆନ୍ତି। ହେଲେ ଯଦି ଜଣେ ବ୍ୟକ୍ତି ନିୟମିତ…

6 years ago

ସ୍ମରଣ ଶକ୍ତି ବଢ଼ାଏ ଅଣ୍ଡା

ସ୍ମରଣ ଶକ୍ତି ବଢ଼ାଇବାକୁ ଚାହୁଁଛନ୍ତି କି? ଯଦି ହଁ, ତେବେ ଏହାର ସରଳ ତଥା ସହଜ ଉପାୟ ରହିଛି, ପୁଣି ହାତ ପାଆନ୍ତାରେ। ଏକ ସଦ୍ୟତମ ସର୍ଭେରୁ…

6 years ago

ମାନସିକ ଦୁଶ୍ଚିନ୍ତା

ଦୁଶ୍ଚିନ୍ତା ମନ ଭିତରେ ବହୁ ଦିନ ଧରି ବସା ବାନ୍ଧି ରହିବା ଦ୍ୱାରା ମନ ଭାରାକ୍ରାନ୍ତ ହୋଇ ତାହା ମାନସିକ ତଥା ଶାରୀରିକ ସ୍ତରରେ ପ୍ରଭାବ ପକାଇ…

6 years ago

ପ୍ରଥମ ରୋଜଗାର ପ୍ରଥମ ଦରମାରେ ସାହିତ୍ୟ ପତ୍ରିକା କିଣିଥିଲି

ଅଧ୍ୟାପକ ତଥା ସାହିତି୍ୟକ ଅମ୍ବିକା ପ୍ରସାଦ ସାମନ୍ତରାୟ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି... ଖୋର୍ଦ୍ଧା ଜିଲା ବାଲୁଗାଁ ସାନ୍ତରାପୁରରେ ମୋ ଜନ୍ମ। ବାଲୁଗାଁ ଉଚ୍ଚ…

6 years ago

ପର୍ଯ୍ୟଟନର ପେଣ୍ଠସ୍ଥଳ ଅରୁଣାଚଳ ପ୍ରଦେଶ

ଅରୁଣାଚଳ ପ୍ରଦେଶ ଭାରତର ଏମିତି ଏକ ରାଜ୍ୟ, ଯେଉଁଠାରେ ପର୍ଯ୍ୟଟକ ଅନେକ ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର, ଦୁର୍ଗ, ସଂଗ୍ରହାଳୟ, ମଠ, ମନ୍ଦିର ଆଦି ଦେଖିବାକୁ ପାଇପାରିବେ। ତା’ସହିତ…

6 years ago

ଯଶୋଦାଙ୍କ ସଚେତନତା

ସମାଜରେ ମହିଳାମାନଙ୍କ ପ୍ରତି କ୍ରମବର୍ଦ୍ଧିଷ୍ଣୁ ହିଂସା ଓ ଅପରାଧକୁ ନେଇ ସବୁ ସ୍ତରରେ ଉଦ୍‌ବେଗ ପ୍ରକାଶ ପାଉଛି । ନାରୀମାନେ ନିଜର ଆତ୍ମସୁରକ୍ଷା ପ୍ରତି ସଜାଗ ରହିବାକୁ…

6 years ago