ଜୀବନଚର୍ଯ୍ୟା

ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇଥାଏ ଘରୋଇ ଉପଚାର

ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଆୟୁର୍ବେଦ ଜୟପୁରର ଆସୋସିଏଟ୍‌ ପ୍ରଫେସର ଡ. ସିଆର ଯାଦବ କୁହନ୍ତି, ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବା ପାଇଁ ଘରୋଇ ଉପଚାର ସବୁଠୁ ଭଲ।…

6 years ago

ଷ୍ଟାଇଲିଶ୍‌ ଦୁପଟ୍ଟା

ଫ୍ୟାଶନ୍‌ ଟ୍ରେଣ୍ଡ ଏବଂ ଷ୍ଟାଇଲ୍‌ ଦିନକୁ ଦିନ ବଦଳୁଛି। ଏହାକୁ ଆପଣେଇ ପାରିଲେ ଆପଣ ନିଜକୁ ଆହୁରି ଷ୍ଟାଇଲିଷ୍ଟ କରିପାରିବେ। ଆପଣ ଟ୍ରେଣ୍ଡରେ ଥିବା ଅଲଗା ଅଲଗା…

6 years ago

କର୍ମଜୀବୀ ଓ ଫିଟ୍‌ନେସ୍‌

ଆଜିକାଲି ଅନେକ ମହିଳା ନିଜକୁ ସ୍ବାବଲମ୍ବୀ କରିବାକୁ ଆଗେଇ ଆସୁଛନ୍ତି। କେତେକେ ନିଜେ କିଛି ରୋଜଗାର କରିବା ସହ ଅନ୍ୟମାନଙ୍କୁ ରୋଜଗାରକ୍ଷମ କରାଇବାରେ ମଧ୍ୟ ସକ୍ଷମ ହୋଇଛନ୍ତି।…

6 years ago

ଚିତ୍ରାଙ୍କନକୁ ନିଶା ଏବଂ ପେସା ଭାବେ ଗ୍ରହଣ କରିଛି

ଇଚ୍ଛା ଏବଂ ଆଗ୍ରହ ବଳରେ ଜଣେ ନିଜର ଲକ୍ଷ୍ୟପଥରେ ଅଗ୍ରସର ହେବା ସହ ସଫଳତା ର ଶିର୍ଷ ପହଁଞ୍ଚିପାରିଥାଏ। ଠିକ୍‌ ସେହିପରି ମିନର୍ଭା ସାହୁ ନିଜକୁ ଏକାଧାରରେ…

6 years ago

ହୋମ୍‌ମେଡ ଫେସିଆଲ୍‌

ଏବେ ବିବାହ ସିଜନ୍‌ ଚାଲିଛି। ମହିଳାମାନେ ନିଜ ସୌନ୍ଦର୍ଯ୍ୟକୁ ବଢ଼ାଇବାକୁ ହେଲେ ସେମାନେ ପାର୍ଲର ଯିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ଆପଣ ଜାଣିଛନ୍ତି କି, ଆପଣ ଘରେ…

6 years ago

ଉପକାରୀ ଆମ୍ବପତ୍ର

ଆମ୍ବ ଏକ ସୁସ୍ବାଦୁ ଫଳ ଏହା ସମସ୍ତଙ୍କୁ ଜଣା, କିନ୍ତୁ ଆମ୍ବପତ୍ରର ଗୁଣ ବିଷୟରେ ପ୍ରାୟ ଧାରଣା କମ୍‌। ଆସନ୍ତୁ ଜାଣିବା, ଆମ୍ବପତ୍ରର ଔଷଧୀୟ ଗୁଣ ବିଷୟରେ।…

6 years ago

ରୋଗ ପ୍ରତିରୋଧକ ଶକ୍ତି ଓ ଇବୋଲା ଭାଇରସ୍‌

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଦୃଢ଼ ରହିଲେ ଆମେ କେତେକ ରୋଗଠାରୁ ନିଜକୁ ଦୂରେଇ ରଖିପାରୁ। ତେଣୁ ଏଥିପ୍ରତି ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିଥାଏ।…

6 years ago

ଆଣ୍ଠୁଗଣ୍ଠି ଯନ୍ତ୍ରଣା କମାଇବ ହର୍‌ମୋନ

ଆଜିକାଲି ଆଣ୍ଠୁଗଣ୍ଠି ଯନ୍ତ୍ରଣା ଏକ ସାଧାରଣ ସମସ୍ୟା ପାଲଟିଗଲାଣି। କେବଳ ବୟସ୍କ ବ୍ୟକ୍ତି ନୁହନ୍ତି, ଯୁବାବସ୍ଥାରେ ଅନେକେ ଏହାର ସମ୍ମୁଖୀନ ହେଉଛନ୍ତି। ତେବେ ଏପରି ଯନ୍ତ୍ରଣାରୁ କିପରି…

6 years ago

ଜଳବାୟୁ ପରିବର୍ତ୍ତନ ଓ ମାନସିକତା

ବର୍ତ୍ତମାନ ଜଳବାୟୁର ପରିବର୍ତ୍ତନ ପରିବେଶବିତ୍‌ଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଏହାର ସିଧାସଳଖ ପ୍ରଭାବ କେବଳ ମାନବ ସମାଜ ନୁହେଁ, ପଶୁପକ୍ଷୀ, ବୃକ୍ଷଲତା ଉପରେ ପଡ଼ିଥାଏ। ଯଦି…

6 years ago

ସୂର୍ଯ୍ୟ ପର୍ଯ୍ୟବେକ୍ଷଣ ମହାକାଶ ଯାନ

”ସୂର୍ଯ୍ୟ ଅଭିଯାନରେ ଅନେକ ମହାକାଶ ଯାନ ଯିବା ସତ୍ତ୍ୱେ ସୂର୍ଯ୍ୟଙ୍କୁ ନେଇ କେତେକ ଦ୍ୱନ୍ଦ୍ୱ ଦୂର ହୋଇନାହିଁ । ସୌର ପରିମଣ୍ଡଳର ସର୍ବଶେଷ ସ୍ତରକୁ କୋରୋନା କୁହାଯାଏ…

6 years ago