ଜୀବନଚର୍ଯ୍ୟା

ଶୀତଦିନେ ୫ ମିନିଟ୍‌ କରନ୍ତୁ ଏହି ମୁଦ୍ରା…

ନୂଆଦିଲ୍ଲୀ: ଶୀତଦିନେ ସକାଳେ ଅଭ୍ୟାସ କରି ୫ ମିନିଟ୍‌ ସୂର୍ଯ୍ୟମୁଦ୍ରା କଲେ ଶରୀର ଉପରେ ବହୁ ସକାରାତ୍ମକ ପ୍ରଭାବ ପଡ଼ିଥାଏ। ମନୁଷ୍ୟ ଶରୀର ପୃଥିବୀ, ଜଳ, ବାୟୁ,…

6 years ago

ଏସବୁ ପାଇଁ ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଅଧିକ ଦେଖାଦିଏ…

ନୂଆଦିଲ୍ଲୀ: କେତେକ ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଦେଖାଦେଇଥାଏ। ଏହାପଛରେ କିଛି କାରଣ ରହିଛି। ସାଧାରଣତଃ ମହିଳାମାନେ ଘରେ ଅଧିକ ସମୟ କାମ କରନ୍ତି। ସକାଳୁ ଉଠି ପ୍ରତିଦିନର…

6 years ago

ଏହି ସମୟରେ ଖାଆନ୍ତୁ ସାଲାଡ୍‌, ରହିବେ ଫିଟ୍‌

ସାଲାଡ୍‌ ଖାଇବା ସ୍ବାସ୍ଥ୍ୟ ପାଇଁ ଖୁବ ଲାଭଦାୟକ। ସାଲାଡ୍‌ରେ ପ୍ରଚୁର ପରିମାଣରେ ଭିଟାମିନ, ଫଲିକ ଏସିଡ, କ୍ୟାଲସିୟମ, ମ୍ୟାଗ୍ନେସିୟମ, ଲୌହ ଓ ପୋଟାସିୟମ ରହିଥାଏ। ଯାହା ଶରୀରର…

6 years ago

ଶୀତଦିନେ କମଳା ବେଶ୍‌ ସ୍ବାସ୍ଥ୍ୟପ୍ରଦ

ଶୀତଦିନେ ସ୍ବାସ୍ଥ୍ୟ ପାଇଁ କମଳା ବେଶ୍‌ ଲାଭଦାୟକ ହୋଇଥାଏ। କାରଣ ଏଥିରେ ପର୍ଯ୍ୟାପ୍ତ ପରିମାଣର ଭିଟାମିନ-ସି ରହିଥାଏ। ଏହା ଖାଇବା ପାଇଁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟ ଲାଗି…

6 years ago

ଏସବୁ ଯୋଗୁ ଛୋଟ ପିଲାଙ୍କଠାରେ ଦେଖାଦେଇଥାଏ ଡାଇବେଟିସ୍‌…

ନୂଆଦିଲ୍ଲୀ: କେତେକ କାରଣରୁ ଛୋଟ ପିଲାଙ୍କଠାରେ ଡାଇବେଟିସ୍‌ ଆଶଙ୍କା ଦେଖାଦେଇଥାଏ। ତେବେ ସଚେତନ ହୋଇ ସେସବୁଠାରୁ ଦୂରେଇ ରହିଲେ ଛୋଟ ପିଲାଙ୍କ ସ୍ବାସ୍ଥ୍ୟ ଉପରେ ସକାରାତ୍ମକ ପ୍ରଭାବ…

6 years ago

ସିଗାରେଟ୍‌ଠାରୁ ବି ଅଧିକ କ୍ଷତିକାରକ ଏହି ଧୂଆଁ…

ନୂଆଦିଲ୍ଲୀ: ସିଗାରେଟ୍‌ ଟାଣିବା ଦ୍ୱାରା ବିଭିନ୍ନ ଶାରୀରିକ ସମସ୍ୟା ଦେଖାଦେଇଥାଏ। ତେବେ ସିଗାରେଟ୍‌ଠାରୁ ମଧ୍ୟ ଅଧିକ କ୍ଷତି କାରକ ସାବ୍ୟସ୍ତ ହୋଇଥାଏ ମଶାଧୂପ। ମଶାଦାଉରୁ ରକ୍ଷା ପାଇବା…

6 years ago

ଏହି ୪ ରୋଗରୁ ମୁକ୍ତି ପାଇବାକୁ ଚାହୁଁଛନ୍ତି କି, ଖାଲି ପାଦରେ ଘାସ ଉପରେ ଚାଲନ୍ତୁ

ସାଧାରଣତଃ ପାର୍କ ହେଉ କି ପଡିଆରେ ଲୋକଙ୍କୁ ଜୋତା କିମ୍ବା ଚପଲ ପିନ୍ଧି ବ୍ୟାୟାମ କରିବା ଦେଖାଯାଏ। ଚପଲ ପିନ୍ଧି ଚାଲିବା ଅପେକ୍ଷା ବିନା ଚପଲରେ ଚାଲିଲେ…

6 years ago

ଗୁଆ ଶରୀର ପାଇଁ କ୍ଷତିକାରକ

ଜର୍ନାଲ ଅଫ୍‌ ଦ ଆମେରିକାନ୍‌ ଡେଣ୍ଟାଲ ଆସୋସିଏଶନର ରିପୋର୍ଟ ଅନୁଯାୟୀ ଗୁଆ ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ। ଏହାଦ୍ୱାରା ମୁଖ ଗହ୍ବର କର୍କଟ ରୋଗ ହୋଇଥାଏ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ…

6 years ago

ରିଙ୍କିଲ୍ସ ପାଇଁ ଚିନ୍ତିତ କି, ତାହେଲେ ଆପଣାନ୍ତୁ ଏହି ଉପାୟ

ସାଧାରଣତଃ କେତେକ ଲୋକଙ୍କ କ୍ଷେତ୍ରରେ କମ୍‌ ବୟସରେ ମଧ୍ୟ ମୁହଁରେ ରିଙ୍କିଲ୍ସ ଆସିଯାଇଥାଏ। ଯେପରିକି ଚର୍ମ କୁଞ୍ଚନ, ଚର୍ମ ଢିଲା ହେବା, ଚମକ ହ୍ରାସ ପାଇବା ଇତ୍ୟାଦି।…

6 years ago

ଗଣ୍ଠି ଦରଜ ହେଉଥିଲେ ଆପଣାନ୍ତୁ କିଛି ଟିପ୍ସ

ଶୀତଦିନେ ଅଧିକାଂଶ ଲୋକଙ୍କ ଗଣ୍ଠି ଦରଜ ହୋଇଥାଏ। ଔଷଧ ସେବନ ନ କରି କିଛି ଟିପ୍ସ ଆପଣାଇଲେ ଏଥିରୁ ମୁକ୍ତି ପାଇପାରିବେ ବୋଲି ବରିଷ୍ଠ ପ୍ରତ୍ୟାରୋପଣ ସର୍ଜନ…

6 years ago