ଜୀବନଚର୍ଯ୍ୟା

ବ୍ରାଇଡାଲ୍‌ ଫୁଟ୍‌ଓ୍ବେର:

ବ୍ରାଇଡାଲ୍‌ ଲୁକ୍‌କୁ ପରଫେକ୍ଟ୍‌ କରିଥାଏ ଫୁଟ୍‌ଓ୍ବେର। ବ୍ରାଇଡାଲ୍‌ ଗେଟ୍‌ଅପ୍‌ ଓ ଫୁଟ୍‌ଓ୍ବେର ମ୍ୟାଚିଂ ଏବଂ ଟ୍ରେଣ୍ଡି ହେବା ବି ଦରକାର। ଏହାଦ୍ୱାରା ଲୁକ୍‌ ଭଲ ଲାଗିବା ସହ…

6 years ago

ଥାଇରଏଡ୍‌ ସମସ୍ୟାରୁ ଦୂରେଇ ରଖେ ଏସବୁ ଯୋଗାସନ…

ନୂଆଦିଲ୍ଲୀ: କେତେକ କାରଣରୁ କିଛି ଲୋକଙ୍କଠାରେ ଥାଇରଏଡ୍‌ ସମସ୍ୟା ଦେଖାଦେଇଥାଏ। ଏଭଳି ସମସ୍ୟାରେ ଗଳାରେ ଥିବା ଥାଇରଏଡ୍‌ ଗ୍ଲାଣ୍ଡ୍‌କୁ ସ୍ବାଭାବିକ ଭାବେ କାର୍ଯ୍ୟ କରାଇବା ଲାଗି କେତେକ…

6 years ago

ବିନା ଔଷଧରେ ପିଠି ଯନ୍ତ୍ରଣାରୁ ମୁକ୍ତି ପାଇଁ କରନ୍ତୁ ଏପରି …

ନୂଆଦିଲ୍ଲୀ: ଖାଦ୍ୟପେୟରେ ଅନିୟମିତତା, ପରିବର୍ତ୍ତିତ ଜୀବନଶୈଳୀ ତଥା ଶୋଇବାରେ ଅସାବଧାନତା ଯୋଗୁ କେତେକଙ୍କଠାରେ ପିଠି ଯନ୍ତ୍ରଣା ସମସ୍ୟା ଦେଖାଦେଇଥାଏ। ଏଥିରୁ ମୁକ୍ତି ପାଇବା ଲାଗି କେହିକେହି ନାନା…

6 years ago

ଆପଲ୍‌ ଆଣ୍ଡ ମେୟୋନିଜ୍‌ ସାଣ୍ଡ୍‌ଓ୍ବିଚ୍‌

ଆବଶ୍ୟକ ସାମଗ୍ରୀ:ଏକ କପ୍‌ ଗ୍ରୀନ୍‌ ଆପଲ୍‌, ବ୍ରେଡ୍‌ ସ୍ଲାଇସ୍‌ - ୬ ଟି, ୨ ବଡ଼ ଚାମଚ ବଟର, ୧ ଚାମଚ ମେୟୋନିଜ୍‌, ୧ ଚାମଚ ଲେମ୍ବୁରସ,…

6 years ago

ଶୀତଦିନେ କାହିଁକି ଖାଇବେ ନାହିଁ ଦହି

ଶୀତଦିନେ ଉତ୍ତମ ଖାଦ୍ୟ ଶରୀର ପାଇଁ ଲାଭଦାୟକ ହୋଇଥାଏ। ତେଣୁ ଶରୀରକୁ ସୁହାଇବା ଭଳି ଖାଦ୍ୟ ଖାଇବା ଭଲ। ଅନେକ ଲୋକ ଶୀତଦିନେ ଦହି ଖାଇବାକୁ ବାରଣ…

6 years ago

ଜାଣନ୍ତୁ ଜୁସ ପିଇବାର ଉପଯୁକ୍ତ ସମୟ

ବିଭିନ୍ନ ପ୍ରକାର ଫଳର ଜୁସ ପିଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ବିଭିନ୍ନ ରୋଗରୁ ମୁକ୍ତି ପାଇବା ପାଇଁ ପ୍ରାକୃତିକ ଭାବେ ଏହି ଜୁସ ସାହାଯ୍ୟ କରିଥାଏ।…

6 years ago

ମାତ୍ର ୧୫ ମିନିଟ୍‌ ବସନ୍ତୁ କଅଁଳା ଖରାରେ, ମିଳିବ ଏସବୁ ଫାଇଦା

ପ୍ରଦୂଷଣ କାରଣ ଯୋଗୁ ଲୋକଙ୍କୁ ଆଉ ସୂର୍ଯ୍ୟଙ୍କ କଅଁଳ କିରଣ ମିଳୁନି। କିନ୍ତୁ କଅଁଳ ଖରା ଶରୀର ପାଇଁ ବହୁ ଉପକାରୀ। ଏଥିରେ ପର୍ଯାପ୍ତ ପରିମାଣ ଭିଟାମିନ…

6 years ago

ଲିଭର ଏବଂ ଡାଇବେଟିସ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ରାତିରେ ଶୋଇବା ପୂର୍ବରୁ ଖାଆନ୍ତୁ ଏଥିରୁ ୨ଟି…

ନୂଆଦିଲ୍ଲୀ: ଖାଦ୍ୟପେୟରେ ଅନିୟମିତତା ତଥା ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ କେତେକଙ୍କଠାରେ ଲିଭର ଏବଂ ଡାଇବେଟିସ୍‌ ସମସ୍ୟା ଦେଖାଦେଇଥାଏ। ତେବେ ରାତିରେ ଶୋଇବା ପୂର୍ବରୁ ୨ଟି ଲବଙ୍ଗ ଖାଇଲେ…

6 years ago

ଆଙ୍ଗୁଠି ଫୁଟାଉଛନ୍ତି କି, ହୋଇଯାଆନ୍ତୁ ସାବଧାନ…

କାର୍ଲିଫର୍ନିଆ : କେତେକ ନିଜର ଆଙ୍ଗୁଠି ଫୁଟାଇଥାନ୍ତି। ଏହା ଦ୍ୱାରା ଆଙ୍ଗୁଠି ଜଏଣ୍ଟ ଆରାମ ଲାଗିଥାଏ। ତେବେ ବାରମ୍ବାର ଏପରି କରିବା ଦ୍ୱାରା ଆର୍ଥରାଇଟିସ୍‌ ସମସ୍ୟା ଦେଖାଦେବାର…

6 years ago

ଦାନ୍ତ ଘଷିଲେ କମେ ହାର୍ଟଆଟାକ୍‌ ଆଶଙ୍କା !

ଓ୍ବାଶିଂଟନ,୨।୧୨: ଦାନ୍ତ ଘଷିବା ଦ୍ୱାରା ହାର୍ଟଆଟାକ୍‌ ଆଶଙ୍କା କମେ। ଏନେଇ ନିକଟରେ ଏକ ଗବେଷଣା ଭିତ୍ତିକ ରିପୋର୍ଟ ୟୁରୋପିଆନ୍‌ ଜର୍ନାଲ୍‌ ଅଫ୍‌ ପ୍ରିଭେଣ୍ଟିଭ୍‌ କାର୍ଡିଓଲୋଜିରେ ପ୍ରକାଶ ପାଇଛି।…

6 years ago