ଆମ୍ବ ଏକ ସୁସ୍ବାଦୁ ଫଳ ଏହା ସମସ୍ତଙ୍କୁ ଜଣା, କିନ୍ତୁ ଆମ୍ବପତ୍ରର ଗୁଣ ବିଷୟରେ ପ୍ରାୟ ଧାରଣା କମ୍। ଆସନ୍ତୁ ଜାଣିବା, ଆମ୍ବପତ୍ରର ଔଷଧୀୟ ଗୁଣ ବିଷୟରେ।…
ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଦୃଢ଼ ରହିଲେ ଆମେ କେତେକ ରୋଗଠାରୁ ନିଜକୁ ଦୂରେଇ ରଖିପାରୁ। ତେଣୁ ଏଥିପ୍ରତି ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିଥାଏ।…
ଆଜିକାଲି ଆଣ୍ଠୁଗଣ୍ଠି ଯନ୍ତ୍ରଣା ଏକ ସାଧାରଣ ସମସ୍ୟା ପାଲଟିଗଲାଣି। କେବଳ ବୟସ୍କ ବ୍ୟକ୍ତି ନୁହନ୍ତି, ଯୁବାବସ୍ଥାରେ ଅନେକେ ଏହାର ସମ୍ମୁଖୀନ ହେଉଛନ୍ତି। ତେବେ ଏପରି ଯନ୍ତ୍ରଣାରୁ କିପରି…
ବର୍ତ୍ତମାନ ଜଳବାୟୁର ପରିବର୍ତ୍ତନ ପରିବେଶବିତ୍ଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଏହାର ସିଧାସଳଖ ପ୍ରଭାବ କେବଳ ମାନବ ସମାଜ ନୁହେଁ, ପଶୁପକ୍ଷୀ, ବୃକ୍ଷଲତା ଉପରେ ପଡ଼ିଥାଏ। ଯଦି…
”ସୂର୍ଯ୍ୟ ଅଭିଯାନରେ ଅନେକ ମହାକାଶ ଯାନ ଯିବା ସତ୍ତ୍ୱେ ସୂର୍ଯ୍ୟଙ୍କୁ ନେଇ କେତେକ ଦ୍ୱନ୍ଦ୍ୱ ଦୂର ହୋଇନାହିଁ । ସୌର ପରିମଣ୍ଡଳର ସର୍ବଶେଷ ସ୍ତରକୁ କୋରୋନା କୁହାଯାଏ…
ଲଣ୍ଡନ: ଜନ୍ମରୁ ଦେଢ଼ ପର୍ଯ୍ୟନ୍ତ ଶିଶୁକୁ କିଛିସମୟ କାନ୍ଦିବାକୁ ଦିଅନ୍ତୁ। ଶିଶୁଟି କାନ୍ଦିବା ସଙ୍ଗେ ସଙ୍ଗେ ତା’ ନିକଟରେ ପହଞ୍ଚିଗଲେ ଏହାର ବିକାଶ ଉପରେ କୁପ୍ରଭାବ ପକାଇବ।…
ବର୍ତ୍ତମାନର ଜୀବନଶୈଳୀ ଏବଂ ପ୍ରଦୂଷଣ ଲାଗି ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଉଛି। ତନ୍ମଧ୍ୟରୁ ଚର୍ମ ରୋଗ ଅନ୍ୟତମ। ଏହା ପ୍ରଦୂଷଣ ଜଳ ଓ ବାୟୁ ସଂସ୍ପର୍ଶରେ ଆସି…
ମୁଣ୍ଡବ୍ୟଥା ସମସ୍ୟା ଅନେକଙ୍କଠାରେ ଥାଏ। ତେବେ ଘରୋଇ ଉପାୟରେ କିଭଳି ଏଥିରୁ ନିସ୍ତାର ପାଇବେ, ଜାଣନ୍ତୁ ସେ ସମ୍ପର୍କରେ.. ୧. ତେଜପତ୍ର ପଡ଼ିଥିବା ନାଲି ଚା’ରେ ଲେମ୍ବୁରସ…
ଆଜିକାଲି ଯୁବତୀମାନେ ଷ୍ଟାଇଲିଶ୍ ଦେଖାଯିବା ପାଇଁ ଆଉଟ୍ଫିଟ୍ ସହ ଫୁଟ୍ଓ୍ବେର୍ ଉପରେ ବି ବିଶେଷ ଧ୍ୟାନ ଦେଉଛନ୍ତି। ଖାସ୍ ସେଥିପାଇଁ ଏମ୍ବ୍ରୋଡୋରି ଫୁଟ୍ଓ୍ବେର୍ ଏବେ ଲାଟେଷ୍ଟ ଟ୍ରେଣ୍ଡରେ…
ନୂଆଦିଲ୍ଲୀ,୧୫।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସଚେତନତା ବାର୍ତ୍ତା ଜାରି କରାଯାଇଛି। ଏଥିରୁ ଦୂରେଇ ରହିବା ପାଇଁ ପରିଷ୍କାର ପରିଛନ୍ନତା ଏବଂ…