ଜୀବନଚର୍ଯ୍ୟା

ପହଁରିଲେ ସୁସ୍ଥ ରହେ ହୃତ୍‌ପିଣ୍ଡ

ଯଦି ଆପଣଙ୍କୁ ପହଁରିବା ପସନ୍ଦ ଥାଏ, ତେବେ ଖୁସି ହୋଇଯାନ୍ତୁ। କାରଣ ଏହା ହୃତ୍‌ପିଣ୍ଡ ଫିଟ୍‌ ରଖିବାରେ ସବୁଠୁ ଉତ୍ତମ ବ୍ୟାୟାମ୍‌। ନିକଟରେ ଆମେରିକାର ହାର୍ଭାର୍ଡ ୟୁନିଭର୍ସିଟିର…

6 years ago

ସ୍ବା ସ୍ଥ୍ୟ ସୂ ଚ ନା

-ସକାଳୁ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସକାଳ ଜଳଖିଆ ବା ବ୍ରେକ୍‌ଫାଷ୍ଟ କରିବାକୁ ଭୁଲନ୍ତୁ ନାହିଁ। -ସକାଳ ଜଳଖିଆରେ ତଟକା ଫଳମୂଳ, ଜୁସ୍‌ ସାମିଲ କରନ୍ତୁ। -ଯଦି…

6 years ago

୧୦ଟି କଥା

ଆଜିକାଲିର ବ୍ୟସ୍ତମୟ ଜୀବନରେ ଟେନ୍‌ସନର ବଶବର୍ତ୍ତୀ ହେବା ନୂଆ କଥା ନୁହେଁ । ଏଥିଯୋଗୁ ଅନେକଙ୍କର ଦୈନନ୍ଦିନ ଜୀବନ ପ୍ରଭାବିତ ହୋଇଥାଏ। ତେବେ ଏହି ସମୟରେ ନିମ୍ନୋକ୍ତ…

6 years ago

ବ୍ୟାକ୍ଟେରିଆ ରୋକିବାର ସରଳ ଉପାୟ

ବ୍ୟାକ୍ଟେରିଆ ନିଜର କାୟାବିସ୍ତାର କଲେ ଆମେ କେତେକ ରୋଗର ସମ୍ମୁଖୀନ ହୋଇଥାଉ। ତେବେ ଏହାକୁ ନିୟନ୍ତ୍ରଣ କରିବାର ଏକ ସରଳ ଉପାୟ ରହିଛି। ଏ ସମ୍ପର୍କିତ ବିଷୟକୁ…

6 years ago

ଅର୍ଥୋସ୍କୋପିକ୍‌ ସର୍ଜରି

”ଅର୍ଥୋସ୍କୋପିକ୍‌ ସର୍ଜରି ଏକ ଆଧୁନିକ ଅସ୍ଥିଶଲ୍ୟ ଚିକିତ୍ସା ପଦ୍ଧତି । ଏଥିରେ ବଡ଼ ଧରଣର କଟାକଟି ନ କରି ଛୋଟ କଣା ମାଧ୍ୟମରେ ଶରୀରର ବିଭିନ୍ନ ଖଞ୍ଜା…

6 years ago

ସକାରାତ୍ମକ ମାନସିକତା ଓ ବିଶ୍ରାମ

ପ୍ରତିଦିନ ଆମେ ଅତିକମ୍‌ରେ ୬-୭ ଘଣ୍ଟା ଶୋଇବା ଆବଶ୍ୟକ। ଏଥିରେ ଅନିୟମିତତା ହେଲେ ତାହା ପରୋକ୍ଷରେ କେତେକ ରୋଗର କାରଣ ସାଜିଥାଏ। କେବଳ ସେତିକି ନୁହେଁ, ଶୋଇବା…

6 years ago

ଅପେକ୍ଷା କରିଛି ମଙ୍ଗଳ

”ଏ ଯାଏ ୮ଟି ମହାକାଶଯାନ ମଙ୍ଗଳକୁ ପରିକ୍ରମା କରିସାରିଛନ୍ତି। ସେଗୁଡ଼ିକ ଭିତରେ ଭାରତର ‘ମଙ୍ଗଳଯାନ’ ଅନ୍ୟତମ, ଯାହାକୁ ୫ା୧୧ା୨୦୧୩ ତାରିଖରେ ଇସ୍ରୋ ପଠେଇଥିଲା ଓ ତାହା ୨୪ା୦୯ା୨୦୧୪ତାରିଖରେ…

6 years ago

ଅଙ୍ଗୁଳିର ଲମ୍ବାରୁ ଜାଣନ୍ତୁ ବ୍ୟକ୍ତିତ୍ୱ

ମନୁଷ୍ୟର ଶାରୀରିକ ଗଠନ ବ୍ୟକ୍ତିତ୍ୱ କଥା କହିଥାଏ ବୋଲି ସମୁଦ୍ର ଶାସ୍ତ୍ରରେ ବର୍ଣ୍ଣନା ରହିଛି। ତେବେ ଅଙ୍ଗୁଳିରୁ କିଭଳି ବ୍ୟକ୍ତିତ୍ୱ କଥା ଜାଣିହୁଏ ଆସନ୍ତୁ ଜାଣିବା। *…

6 years ago

ବିଭିନ୍ନ ସମସ୍ୟାରୁ ଦୂରେଇ ରଖେ ଖଜୁରୀ ପାଣି…

ଶରୀରକୁ ସୁସ୍ଥ ରଖିବା ପାଇଁ ଖଜୁରୀର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ । ପ୍ରତିଦିନ ସକାଳେ ଅଧାକପ୍‌ ଖଜୁରୀ ପାଣି ପିଇଲେ ଅନେକ ଉପକାର ମିଳିଥାଏ । ଏହା…

6 years ago

ଟ୍ରେଣ୍ଡରେ ‘ଟି ଲେଙ୍ଗ୍‌ଥ ଡ୍ରେସ୍‌’

ଯେଉଁ ଡ୍ରେସ୍‌ର ଲମ୍ବା ଆଣ୍ଠୁ ତଳକୁ, ହେଲେ ଗୋଇଠି ଉପରକୁ ରହିଥାଏ, ତାକୁ ଟି ଲେଙ୍ଗ୍‌ଥ ଡ୍ରେସ୍‌ କୁହାଯାଏ। ଏହି ଡ୍ରେସ୍‌କୁ ପିନ୍ଧିଲେ କମ୍ଫଟେବଲ ଲାଗିବା ସହ…

6 years ago