ଜୀବନଚର୍ଯ୍ୟା

ମନୋବଳ ବଢ଼ାଇବ ରୋବୋ

ଆଜିକାଲି ବିଭିନ୍ନ କ୍ଷେତ୍ରରେ ରୋବୋର ବ୍ୟବହାର କରାଯାଉଛି। ନିକଟରେ ଜାପାନର ବୈଜ୍ଞାନିକମାନେ ଏଭଳି ଏକ ରୋବୋ ପ୍ରସ୍ତୁତ କରିଛନ୍ତି, ଯାହା ଚିନ୍ତାଗ୍ରସ୍ତ ବ୍ୟକ୍ତିଙ୍କ ପାଇଁ ବେଶ୍‌ ଲାଭପ୍ରଦ…

12 months ago

ଥାଲାସିମିଆ

ପ୍ରତିବର୍ଷ ମେ’ ୮ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଥାଲାସିମିଆ ଦିବସ’। ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍‌ ପରିବହନକାରୀ ହେମୋଗ୍ଲାବିନର…

12 months ago

ୟୁରୋପର ଅଜବ ପ୍ରଥା

ପୃଥିବୀର ବିଭିନ୍ନ ପ୍ରାନ୍ତରେ ଥିବା ଜନସାଧାରଣଙ୍କର ଚାଲିଚଳଣ, କଥାବାର୍ତ୍ତା ଏବଂ ପ୍ରଥା ପରସ୍ପରଠାରୁ ଭିନ୍ନ। ତେବେ ୟୁରୋପରେ ଏବେବି ଏମିତି କିଛି ପ୍ରଥାର ପ୍ରଚଳନ ରହିଛି, ଯାହା…

12 months ago

ରାତିରେ ମନା ଏହି ଖାଦ୍ୟ

ଖାଦ୍ୟ ସମସ୍ତଙ୍କ ଜୀବନର ଆଧାର। ହେଲେ ଜାଣନ୍ତି କି, ଯେକୌଣସି ଖାଦ୍ୟ ପ୍ରତ୍ୟେକ ସମୟରେ ଖାଇବା ସ୍ବାସ୍ଥ୍ୟପକ୍ଷେ ହିତକର ନୁହେଁ। କାରଣ ଏମିତି କିଛି ଖାଦ୍ୟ ରହିଛି,…

12 months ago

ସ୍ବାସ୍ଥ୍ୟ ପାଇଁ ମହୌଷଧି ହସ

ମୁହଁରେ ହସ ଏକ ପ୍ରଫୁଲ୍ଲ ମନର ପରିପ୍ରକାଶ, ଯାହାକି ମଣିଷ ସ୍ବାସ୍ଥ୍ୟର ପରମ ଶତ୍ରୁ ବିଷାଦ, ମାନସିକ ଚିନ୍ତା, କ୍ରୋଧ ଆଦିକୁ ଦୂର କରେ। ଏହା ଏମିତି…

12 months ago

ବ୍ୟଙ୍ଗ ସାହିତ୍ୟର ମିଶ୍ରରାଗ

ସେ ଜଣେ ଅନନ୍ୟ ବ୍ୟଙ୍ଗକାର । ତହିଁରେ ଶିଶୁ ସାହିତ୍ୟ, କବିତା, ପ୍ରବନ୍ଧ, ଗଳ୍ପ, ଗବେଷଣାମୂଳକ ନିବନ୍ଧ, ଫିଚର, ରମ୍ୟରଚନା, ପରୀକ୍ଷାମୂଳକ ଉପନ୍ୟାସ, ଅନୁବାଦରେ ତାଙ୍କର ରହିଛି…

12 months ago

ସକାଳୁ କ’ଣ କରିବା ଶୁଭ

କୁହାଯାଏ, ଯେଉଁଠାରେ ନକାରାତ୍ମକ ଊର୍ଜ୍ଜା ରହିଥାଏ, ସେଠାରେ କେବେ ବି ମା’ ଲକ୍ଷ୍ମୀ ବାସ କରନ୍ତି ନାହିଁ କି ସେଠି କୌଣସି ଉନ୍ନତି ହୋଇ ନଥାଏ। ତେଣୁ…

12 months ago

ଦରମା ଟଙ୍କା ଘରକୁ ପଠାଇଥିଲି

କେନ୍ଦୁଝର ଜିଲା ତେଲକୋଇ ନିକଟସ୍ଥ ନୂଆଗାଁରେ ମୋର ଜନ୍ମ। ଉତ୍କଳ ବିଶ୍ୱବିଦ୍ୟାଳୟରେ ଇତିହାସରେ ଏମ୍‌.ଏ ପଢିବା ସମୟରେ ରେଳବାଇ ବିଭାଗରେ ଜୁନିୟର୍‌ କ୍ଲର୍କ ପାଇଁ ଇଣ୍ଟରଭ୍ୟୁ ଦେଇଥିଲି।…

12 months ago

ଗଛ ବି ବଦଳାଇ ଦେବ ଭାଗ୍ୟ

ଘରେ ଶାନ୍ତି ଓ ସୁଖସମୃଦ୍ଧି ବୃଦ୍ଧି କରିବାକୁ କାହାର ବା ଇଚ୍ଛା ନୁହେଁ। ସେଥିପାଇଁ କିଏ କେତେ ପ୍ରକାରର ବିଧିବିଧାନକୁ ଆପଣେଇଥାନ୍ତି। ହେଲେ ବାସ୍ତୁଶାସ୍ତ୍ର ଅନୁସାରେ, ଏମିତି…

12 months ago

ଏହି କଥା ମାନିଲେ କେବେ ବି ରହବନି ଧନର ଅଭାବ

ମହାନ ପଣ୍ଡିତ, ଶିକ୍ଷକ, କୁଶଳୀ କୂଟନୀତିଜ୍ଞ, ରଣନୀତିଜ୍ଞ ତଥା ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ମାନବ ଜୀବନ ସହ ଜଡ଼ିତ ସମସ୍ତ ଦିଗ ବିଷୟରେ ବିସ୍ତୃତ…

12 months ago