ଜୀବନଚର୍ଯ୍ୟା

ହୃଦ୍‌ଘାତ ହେଲେ ଶରୀରର ପ୍ରଥମେ କେଉଁ ସ୍ଥାନରେ ହୋଇଥାଏ ଯନ୍ତ୍ରଣା ଜାଣନ୍ତୁ

ହୃଦ୍‌ଘାତରେ ଆଜିକାଲି ଅଧିକାଂଶ ଶିକାର ହେଉଛନ୍ତି। ଏପରିକି ଏହି ସମସ୍ୟା କମ୍‌ ବୟସ ପିଲାଙ୍କଠାରେ ମଧ୍ୟ ଦେଖାଦେଉଛି। ଭାରତରେ ହୃଦ୍‌ଘାତରେ ମୃତ ବ୍ୟକ୍ତିଙ୍କ ସଂଖ୍ୟା ଢେର ଅଧିକ।…

7 years ago

ସ୍ବା ସ୍ଥ୍ୟ ସୂ ଚ ନା

ରୋଗ ବିଷୟରେ ଡାକ୍ତର ଆପଣଙ୍କୁ ଯାହା ପଚାରୁଛନ୍ତି ନିଃସଙ୍କୋଚରେ ସମସ୍ତ ପ୍ରଶ୍ନର ଠିକ୍‌ ଉତ୍ତର ଦିଅନ୍ତୁ। କାରଣ ଯଦି କୌଣସି ବିଷୟକୁ ଆପଣ ପ୍ରକାଶ ନ କରନ୍ତି…

7 years ago

ସ୍ବାସ୍ଥ୍ୟୋପକାରୀ ଫଳ ଚୋପା

ତଟକା ଫଳମୂଳ ତଥା ପନିପରିବା ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ଏହାର ଚୋପାରେ ମଧ୍ୟ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ସେ ସମ୍ପର୍କରେ…

7 years ago

ରୋଗ ପ୍ରତିରୋଧକ ଶକ୍ତି ଓ ଡାଇବେଟିସ

ଡାଇବେଟିସ ଏପରି ଏକ ସମସ୍ୟା ଯାହା ଥରେ ଦେଖାଦେଲେ ତାହା ପରୋକ୍ଷରେ କେତେକ ରୋଗକୁ ଆମନ୍ତ୍ରଣ କରିଥାଏ। ଯଦି ଦୀର୍ଘ ମାସ ଧରି ଆପଣଙ୍କର ସୁଗାର ସ୍ତର…

7 years ago

ଆକ୍ୟୁଟ୍‌ ଏନ୍‌ସେଫାଲାଇଟିସ ସିଣ୍ଡ୍ରୋମ

ଜୀବାଣୁଜନିତ ଏଇଏସ୍‌ ଯେକୌଣସି ଋତୁରେ ହୋଇପାରେ। ଭୂତାଣୁ ମଧ୍ୟରେ ଜାପାନୀ ଜ୍ୱର, ହରପିସ୍‌, ହାଡ଼ଫୁଟି, ମିଜିଲ୍ସ, ଗାଲୁଆ, ଡେଙ୍ଗୁ ଜ୍ୱର ଇତ୍ୟାଦି ମୁଖ୍ୟ ଭୂମିକା ନିଭେଇଥାନ୍ତି ।…

7 years ago

ଦୈନନ୍ଦିନ ଜୀବନଶୈଳୀ ଓ ମସ୍ତିଷ୍କର କାର୍ଯ୍ୟଧାରା

ସନ୍ତୁଳିତ ଜୀବନଶୈଳୀ ଆମକୁ କେତେକାଂଶରେ ସୁସ୍ଥ ରଖିଥାଏ। ଯଦି ଜଣେ ବ୍ୟକ୍ତି ନିଜର ଜୀବନଶୈଳୀକୁ ଠିକ୍‌ ଭାବରେ ଆଗେଇ ନିଅନ୍ତି ତେବେ ତାଙ୍କର ମସ୍ତିଷ୍କ ଆହୁରି ସକ୍ରିୟ…

7 years ago

ଏକାଗ୍ରତା ବଢ଼ାଏ ସଙ୍ଗୀତ

ଭାରାକ୍ରାନ୍ତ ମନକୁ ଅନେକାଂଶରେ ହାଲ୍‌କା କରିଥାଏ ସଙ୍ଗୀତ। ତେଣୁ ଅବସର ସମୟରେ ଅନେକେ ମନ ପସନ୍ଦର ସଙ୍ଗୀତ ଶୁଣିବାକୁ ପସନ୍ଦ କରିଥାଆନ୍ତି। ଏଭଳି ଅଭ୍ୟାସ ଜଣେ ବ୍ୟକ୍ତିର…

7 years ago

ବହୁ ରୋଗରୁ ଦୂରେଇ ରଖେ ଏହି ରସ…

ବ୍ରାହ୍ମୀ ଏକ ପ୍ରକାର ଔଷଧୀୟ ଗୁଳ୍ମ। ଏହା ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାରେ ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ। ସକାଳେ ଅଭ୍ୟାସ କରି ଚାମଚେ ବ୍ରାହ୍ମୀ ରସ…

7 years ago

ହୃଦ୍‌ରୋଗ ଓ କ୍ୟାନସର ଦୂର କରେ ଅଶ୍ୱଗନ୍ଧା

ଅଶ୍ୱଗନ୍ଧାରେ ନାନା ଔଷଧୀୟ ଗୁଣ ଭରି ରହିଛି। ଶରୀରରେ ରୋଗ ପ୍ରତିରୋଧକ କ୍ଷମତା ମଜଭୁତ କରିବାକୁ ଚାହୁଁଥିଲେ ଅଶ୍ବଗନ୍ଧା ବ୍ୟବହାର କରନ୍ତୁ। ଅଶ୍ୱଗନ୍ଧାର ଫଳ, ଫୁଲ ଏବଂ…

7 years ago

ତରୁଣ/ତରୁଣୀ ହେବା ପୂର୍ବରୁ ପିଲାଙ୍କୁ ଏସବୁ କାମ ଶିଖାନ୍ତୁ: ରହିବେ ନିର୍ଭୟ

ପିଲାଟିଏ ସ୍କୁଲରେ ପାଠପଢ଼ି ପାରେ। ମାତ୍ର କଥା ଯେତେବେଳେ ଜୀବନର ଉଠେ ତାହା ବିଦ୍ୟାଳୟ ନୁହେଁ ବରଂ ମା’ବାପା ଏହା ଭଲ ଭାବେ ଶିଖାଇପାରିବେ। ତେବେ ପିଲାଙ୍କ…

7 years ago