ଜୀବନଚର୍ଯ୍ୟା

ଗାଡ଼ିମୋଟରରେ ଯିବା ସମୟରେ ବାନ୍ତି କରୁଥିଲେ ଆପଣାନ୍ତୁ ଏହି ଉପାୟ

ଅନେକ ଲୋକ ଅଛନ୍ତି ଗାଡ଼ିମୋଟରରେ ଯିବା ସମୟରେ ବାନ୍ତି କରିଥାନ୍ତି। ଫଳରେ ଗାଡ଼ିରେ ଯିବାକୁ ଇଚ୍ଛା ପ୍ରକାଶ କରନ୍ତି ନାହିଁ। ତେବେ ଏପରି ସମସ୍ୟାରୁ ମୁକ୍ତି ପାଇବା…

7 years ago

ସ୍ବା ସ୍ଥ୍ୟ ସୂ ଚ ନା

ବିଛଣାରୁ ଉଠିବା ପୂର୍ବରୁ କିଛି ସମୟ ଷ୍ଟ୍ରେଚିଙ୍ଗ ଏକ୍ସରସାଇଜ କରନ୍ତୁ। ଏହାଦ୍ୱାରା ରକ୍ତ ସଞ୍ଚାଳନ ଏବଂ ପାଚନକ୍ରିୟା ଆହୁରି ସକ୍ରିୟ ହୋଇଥାଏ। କେବଳ ସେତିକି ନୁହେଁ ଏହାଦ୍ୱାରା…

7 years ago

ଅସ୍ଥିକୁ ସୁସ୍ଥ ରଖିବେ କିପରି ଧ୍ୟାନ ଦିଅନ୍ତୁ…

ଆମ ଶରୀରର ପ୍ରମୁଖ ଅଙ୍ଗ ମଧ୍ୟରୁ ଅସ୍ଥି ଅନ୍ୟତମ। ଏହା ଯଦି ଦୁର୍ବଳ ହୋଇଯାଏ ତେବେ ଆମେ କାମ କରିବା ତ ଅଲଗା କଥା, ଚାଲବୁଲ କରିପାରିବା…

7 years ago

ରୋଗ ଚିହ୍ନଟର ନୂଆ ଉପାୟ

କେତେକ ରୋଗକୁ ଚିହ୍ନଟ କରିବା ପାଇଁ ପ୍ରକାଶିତ ଲକ୍ଷଣକୁ ବିଶ୍ଳେଷଣ କରାଯାଇଥାଏ। ହେଲେ ଏହି ତାଲିକାରେ ବିଶେଷଜ୍ଞମାନେ ଆଉ ଏକ କଥା ସାମିଲ କରିଛନ୍ତି। ଭାଇରସକୁ ତର୍ଜମା…

7 years ago

ରୋଗ ପ୍ରତିରୋଧକ ଶକ୍ତି ଓ ଡାଇବେଟିସ୍‌

ଡାଇବେଟିସ ଏପରି ଏକ ସମସ୍ୟା ଯାହା ଥରେ ଦେଖାଦେଲେ ତାହା ପରୋକ୍ଷରେ କେତେକ ରୋଗକୁ ଆମନ୍ତ୍ରଣ କରିଥାଏ। ଯଦି ଦୀର୍ଘ ମାସ ଧରି ଆପଣଙ୍କର ସୁଗାର ସ୍ତର…

7 years ago

ହୃଦ୍‌ରୋଗ ଠାରୁ ଦୂରେଇ ରଖେ ତଟକା ଫଳମୂଳ

ହୃଦ୍‌ରୋଗ ପରି ଗୁରୁତର ସମସ୍ୟାଠାରୁ ନିଜକୁ ଦୂରେଇ ରଖିବାକୁ ଚାହୁଁଛନ୍ତି କି ? ଯଦି ହଁ, ତେବେ ସେଥିପାଇଁ ସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ, ବ୍ୟାୟାମ ବିଷୟରେ ଅନେକେ…

7 years ago

ଡାକ୍ତର-ରୋଗୀ ଉପାଖ୍ୟାନମ୍‌

ଜୁଲାଇ ୧ ହେଉଛି ‘ଜାତୀୟ ଚିକିତ୍ସକ ଦିବସ/ ନ୍ୟାଶନାଲ ଡକ୍ଟର’ସ ଡେ । ସେ ସମ୍ପର୍କିତ ବିଷୟକୁ ନେଇ ଉପସ୍ଥାପନା... "ରୋଗୀ ଚିକିତ୍ସାରେ ନିଜର ଭୁଲ୍‌ଭଟକାକୁ ଖୋଲାଖୋଲି…

7 years ago

ସକାଳୁ କପେ ଲବଙ୍ଗ ଚା’…

ଲବଙ୍ଗର ଅନେକ ଔଷଧୀୟ ଗୁଣ ରହିଛି। ବର୍ଷାଦିନେ ସକାଳୁ ଲବଙ୍ଗ ଚା’ ପିଇଲେ ଏହା ଶରୀର ଲାଗି ହିତକର ହୋଇଥାଏ । କିଛି ପାଣିରେ ତୁଳସୀ ପତ୍ର,…

7 years ago

ବର୍ଷାଦିନେ ପିଅନ୍ତୁ ନାହିଁ ଅତ୍ୟଧିକ ଅଦା ଚା’, ଭୋଗିପାରନ୍ତି ଏସବୁ ସମସ୍ୟା

ବର୍ଷାଦିନରେ ଅଧିକାଂଶ ଲୋକ ଅଦା ଚା’ ପିଇବାକୁ ପସନ୍ଦ କରିଥାନ୍ତି। ଅଦା ଚା’ ଥଣ୍ଡା ଦୂର କରିବା ସହ ହଜମ ପ୍ରକ୍ରିୟାକୁ ସହଜ କରେ। ମାତ୍ର ଆବଶ୍ୟକତାରୁ…

7 years ago

ଝୁମୁକା ଫ୍ୟାଶନ: ଜାଣନ୍ତୁ ଲାଟେଷ୍ଟ ଡିଜାଇନ

ଏହା ଏକ ପ୍ରକାର କ୍ଲାସିକ୍‌ ଇୟର ରିଂ, ଯାହାର ଚାହିଦା ମହିଳାମାନଙ୍କ ଗହଣରେ ପୂର୍ବରୁ ଥିଲା ଆଉ ଏବେ ବି ଅଛି। କହିବାକୁ ଗଲେ, ଭାରତୀୟ ମହିଳାମାନଙ୍କର…

7 years ago