ଜୀବନଚର୍ଯ୍ୟା

୭୫ ବର୍ଷର ଫର୍ଦ୍ଦ ପାଠ

ମଣିଷ ସୃଷ୍ଟି ହେବା କାଳରୁ ବିଜ୍ଞାନ ସହ ତା’ର ପରିଚୟ। ଅଥଚ ଅଧିକାଂଶ ବ୍ୟକ୍ତି ବିଜ୍ଞାନ ପ୍ରତି ବୀତସ୍ପୃହ। ମାତ୍ର ଜନସାଧାରଣଙ୍କ ମନୋଭାବର ପ୍ରସାର କରିବା ଏବଂ…

1 year ago

ଦୁଷ୍ପ୍ରାପ୍ୟ ପୁଷ୍ପ ବ୍ରହ୍ମକମଳ

ପୁଷ୍ପମାନଙ୍କ ମଧ୍ୟରେ ଏକ ଦୁଷ୍ପ୍ରାପ୍ୟ, ଦୁର୍ଲଭ ତଥା ପବିତ୍ର ଓ ସ୍ବର୍ଗୀୟ ପୁଷ୍ପ ଅଟେ ବ୍ରହ୍ମକମଳ। ଏହା ଉନ୍ନତି, ସୌଭାଗ୍ୟ ତଥା ସନ୍ତୋଷର ପ୍ରତୀକ। ପୁରାଣ ଅନୁସାରେ…

1 year ago

ଜାଣନ୍ତୁ ବର୍ଷାରେ କେମିତି ରହିବେ ଫିଟ୍

ବର୍ତ୍ତମାନ କିଛିଦିନ ହେବ ଲାଗି ବର୍ଷା ରହୁଛି। ତେବେ ଭିଜିବାର କାରଣ ଯାହାହେଉ ନା କାହିଁକି, ଏହା ଯୋଗୁ ପରବର୍ତ୍ତୀ ସମୟରେ ଫ୍ଲୁ ସମସ୍ୟା ଦେଖାଦେଉଛି ଏବଂ…

1 year ago

ବନ୍ଧୁତା ଲୋଡ଼େନି ବୟସ: ସମବୟସ୍କଙ୍କ ସହ ନୁହେଁ ବରଂ ଅସହାୟ ବୃଦ୍ଧାବୃଦ୍ଧ ଏବଂ କୁନି ପିଲାଙ୍କ ସହ…

ବନ୍ଧୁତ୍ୱ ଏମିତି ଏକ ସମ୍ପର୍କ, ଯାହାକୁ ଭାଷାରେ ପ୍ରକାଶ କରିବାକୁ ଶବ୍ଦ ଅଣ୍ଟେନି କି ନିବିଡ଼ତା ମାପିହୁଏନି। ନା ଏଥିପାଇଁ ଆବଶ୍ୟକ ସହପାଠୀ, ସମବୟସ୍କ ବା କେହି…

1 year ago

ଏହି ୫ କଥା ଜାଣିଲେ, କେବେ ହେବ ନାହିଁ ଧନର ଅଭାବ, ରହିବ ମା’ ଲକ୍ଷ୍ମୀଙ୍କ କୃପା…

ମନୁଷ୍ୟ ଜୀବନରେ ଧନର ବିଶେଷ ମହତ୍ୱ ରହିଛି। କାରଣ ଏହାଦ୍ୱାରା ସମସ୍ତେ ନିଜର ଇଚ୍ଛା ଏବଂ ଆବଶ୍ୟକତାକୁ ପୂରଣ କରିଥାନ୍ତି। ଏହାକୁ ନେଇ ମହାନ ବିଦ୍ୱାନ ଆଚାର୍ଯ୍ୟ…

1 year ago

ପ୍ଲାଷ୍ଟିକ୍‌ ଚପିଂ ବୋର୍ଡରେ ପରିବା କାଟୁଛନ୍ତି କି? ହୋଇଯାନ୍ତୁ ସାବଧାନ

ପରିବା କାଟିବା ପାଇଁ ଅଧିକାଂଶ ଗୃହିଣୀ ଘରେ ପ୍ଲାଷ୍ଟିକ୍‌ ଚପିଂ ବୋର୍ଡ ବ୍ୟବହାର କରିଥାନ୍ତି। କିନ୍ତୁ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଖରାପ। ପ୍ଲାଷ୍ଟିକ୍‌ ଚପିଂ ବୋର୍ଡରେ…

1 year ago

ବର୍ଷାରେ ଗ୍ଲୋଇଂ ସ୍କିନ୍‌ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ବର୍ଷାଦିନେ ସୁନ୍ଦର ଓ ଗ୍ଲୋଇଂ ତ୍ୱଚା ପାଇବା ନିମନ୍ତେ କିଭଳି ଯତ୍ନ ନେବାକୁ ହେବ ଜାଣିରଖନ୍ତୁ। ତ୍ୱଚାକୁ ସୁନ୍ଦର କରିବା ପାଇଁ ପ୍ରଥମେ କ୍ଲିଞ୍ଜର ଲଗାନ୍ତୁ। ଯେକୌଣସି…

1 year ago

ସାକ୍ଷାତ୍‌କାରରେ ସଫଳତା ଲାଗି…

ଶିକ୍ଷାଗତ ଯୋଗ୍ୟତା ସତ୍ତ୍ୱେ ଅନେକ ସମୟରେ ସାକ୍ଷାତ୍‌କାରରେ ବିଫଳତା ମିଳିଥାଏ। ତେବେ ଏଥିରେ ସଫଳ ହେବା ପାଇଁ ବିଭିନ୍ନ ଦିଗରୁ ପ୍ରସ୍ତୁତି କରିବାକୁ ହେବ। ସାକ୍ଷାତକାର ଦେବାକୁ…

1 year ago

ଘରେ ମେଡ୍‌ ରଖିଥିଲେ… ହୋଇଯାନ୍ତୁ ସାବଧାନ

ଆଜିକାଲି ଅଧିକାଂଶ ପରିବାରରେ ମେଡ୍‌ଙ୍କ ସହାୟତା ନେବାକୁ ବାଧ୍ୟ ହେଉଛନ୍ତି ଗୃହିଣୀ। ତେବେ ଘରେ ଏମାନେ କାମ କରୁଥିବା ସମୟରେ ବିଭିନ୍ନ ଦିଗକୁ ନେଇ ସଚେତନ ରହିବାକୁ…

1 year ago

ମଧୁର ଜହର ନାଇଟ୍ରସ

ନାଇଟ୍ରସ ଅକ୍ସାଇଡ, ହାସ୍ୟ ବାଷ୍ପ ବା ଲାଫିଙ୍ଗ ଗ୍ୟାସ୍‌ ନାମରେ ବିଶ୍ୱ ପ୍ରସିଦ୍ଧ। କିନ୍ତୁ ଏହା ଏକ ମାରାତ୍ମକ ବିଷ, ଯାହାକୁ ନରହତ୍ୟାରେ ବ୍ୟବହାର କରାଯାଇପାରେ ବୋଲି…

1 year ago