ଜୀବନଚର୍ଯ୍ୟା

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ କଲେ ସଫଳ ହେବାଠାରୁ କେହି ବି ରୋକି ପାରିବେ ନାହିଁ। ଚାଣକ୍ୟ କହିଛନ୍ତି ବିପଦ…

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି ଗଛକୁ ଘରେ ଲଗାଇଲେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ବନ୍ଧୁତାରେ ନିବିଡ଼ତା ଆସିଥାଏ ବୋଲି…

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି। ଯେମିତିକି: * ବାସ୍ତୁଶାସ୍ତ୍ର ଅନୁଯାୟୀ, ନଟରାଜ ମୂର୍ତ୍ତି ହେଉ ଅବା ଫଟୋକୁ ଘରେ ରଖିବା…

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି ମିଳିଥାଏ। ଶକ୍ତି ପାଇଁ ଅନେକ ପ୍ରକାରର ଶସ୍ୟ, କ୍ଷୀର, ପନିପରିବା, ଘିଅ ଇତ୍ୟାଦି ସହଜରେ…

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ ଓ ମଇଁଷିକୁ ଦିନରେ ଥରେ କିମ୍ବା ଦୁଇଥର ଗାଧୋଇ ଦିଅନ୍ତୁ । ଖାଦ୍ୟରେ ୩୦…

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ ପିଇବା ଜରୁରୀ, ତା’ ସହ ପଇଡ଼ପାଣି ପିଅନ୍ତୁ। ଏହା ଜଳୀୟ ଅଂଶ ବୃଦ୍ଧି କରେ…

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି ନେଉଛନ୍ତି। ଯାହାଦ୍ୱାରା ଆଗାମୀ ଦିନରେ ଅନେକ ପ୍ରକାରର ଅସୁବିଧାକୁ ସାମ୍ନା କରିବାକୁ ପଡିଥାଏ। ତେଣୁ…

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର କରେ ଆମ ଖାଦ୍ୟ ଉପରେ। ହେଲେ ଖାଦ୍ୟପେୟରେ ଦୀର୍ଘକାଳୀନ ଅନିୟମିତା କେତେକ ରୋଗକୁ ପରୋକ୍ଷରେ…

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ, ସୁରେଇ ନିହାତି ଦେଖିବାକୁ ମିଳୁଥିଲା। କ୍ରମେ ଯେତେବେଳେ ଫ୍ରିଜ୍‌ର ଚାହିଦା ବଢିଲା ଲୋକେ ମାଠିଆ,…

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ସର୍ବଦା ସଫାସୁତୁରା ରଖିବା ଜରୁରୀ। କାରଣ ଏହା ହେଉଛି ଘର ପାଇଁ…

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା ପୋଷକ ତତ୍ତ୍ୱ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଜାଣନ୍ତୁ ଏହାର ଏକାଧିକ ଉପକାରିତା ସମ୍ପର୍କରେ……

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ। ସେମାନେ ତାହା ହିଁ ଶିଖନ୍ତି ଯାହା ସେମାନଙ୍କର ମା’ ବାପା ଶିଖାନ୍ତି ଅବା କରନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri