ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…
ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ ପ୍ରଭାବିତ କରିଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ୟୁନିଭର୍ସିଟି ଅଫ ଲଣ୍ଡନର ପୁଷ୍ଟିବିଜ୍ଞାନୀମାନେ…
ଈଶ୍ୱର କଣିକାର ଆବିଷ୍କାରକ
ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି। ବିଶ୍ୱରେ ଥିବା ପ୍ରାରମ୍ଭିକ କଣିକାଗୁଡିକ ସେମାନଙ୍କର ବସ୍ତୁତ୍ୱ କେଉଁଠାରୁ ପାଉଛନ୍ତି ତାହା ଅନେକ ବର୍ଷ…
ଥର୍ମୋମିଟର, ବାରୋମିଟର ଓ ଡାଲ୍ଟନ
କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ ଗରମ ହେଲେ କଡ଼େଇରେ ଥିବା ପାଣି ଗରମ ହୁଏ। ଅର୍ଥାତ୍ ପାଣିର ତାପମାତ୍ରା ବଢ଼େ।…
ଖରାଦିନେ ସ୍କିନ୍ ଆଲର୍ଜିର ଘରୋଇ ଚିକିତ୍ସା
ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି ଦାଗ ଦେଖାଯାଏ ପୁଣି କାହାର ଦେହ କୁଣ୍ଡାଇ ହୁଏ। ଏହିସବୁ ସମସ୍ୟାରୁ ରକ୍ଷା ପାଇବା…
ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…
ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ ବାଧାବିଘ୍ନରୁ ମଧ୍ୟ ସୁରକ୍ଷା ମିଳିଥାଏ… * ପ୍ରତିଦିନ ତୁଳସୀ ଚଉରାରେ ଜଳପ୍ରଦାନ କରିବା ସହ…
ଜୀବନସାଥୀଙ୍କ ପାଇଁ ବହୁତ ଲକି ଏହି ୪ ରାଶିରେ ଜନ୍ମିତ ଯୁବତୀ; ବିବାହ ପରେ ସ୍ବାମୀଙ୍କ ଭାଗ୍ୟ ଚମକେ
ବିବାହ ପରେ ଅନେକ ଲୋକଙ୍କ ଜୀବନ ବଦଳିଯାଇଥାଏ। କାହାର କ୍ୟାରିୟରରେ ଉନ୍ନତି ପରିଲକ୍ଷିତ ହୋଇଥାଏ ତ କାହାର ବିଗିଡ଼ି ଯାଇଥିବା କାମ ସୁରୁଖୁରୁରେ ହୋଇଯାଏ। ଘରେ ଧନଧାନ୍ୟରେ ପୂରି ଉଠେ। ସମାଜରେ ମାନ ସମ୍ମାନ ବୃଦ୍ଧି ପାଏ। ଏହାକୁ ନେଇ ଜ୍ୟୋତିଷଶାସ୍ତ୍ରରେ…
ଅନେକ ରୋଗରୁ ମୁକ୍ତିଦିଏ ହୋମିଓପ୍ୟାଥି
ହୋମିଓପ୍ୟାଥିର ପ୍ରତିଷ୍ଠାତା ଡ.ସାମୁଏଲ ହାନିମାନଙ୍କ ଜନ୍ମ ବାର୍ଷିକୀ ପାଳନ ପାଇଁ ପ୍ରତିବର୍ଷ ୧୦ ଏପ୍ରିଲରେ ବିଶ୍ୱ ହୋମିଓପ୍ୟାଥି ଦିବସ ପାଳନ କରାଯାଏ। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ହୋମିଓପ୍ୟାଥି ଔଷଧ ବିଷୟରେ ଲୋକଙ୍କୁ ସଚେତନ କରାଇବା ଏବଂ ଏହି…
ଇଲେକ୍ଟ୍ରିକ୍ ସମାଗ୍ରୀ ଚକ୍ଚକ୍ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ
ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି… ଟୁଥ୍ପେଷ୍ଟ: ଟୁଥ୍ପେଷ୍ଟ ସାହାଯ୍ୟରେ ଆପଣ ଘରର ସୁଇଚ୍କୁ ଚକାଚକ୍ କରିପାରିବେ। ଏଥିପାଇଁ ଆପଣଙ୍କୁ ଗୋଟିଏ…
ଖରାଦିନେ କେମିତି ନେବେ ତ୍ୱଚାର ଯତ୍ନ: ଆପଣାନ୍ତୁ ଏହି ଟିପ୍ସ
ଯଦି ଆପଣ ଖରାଦିନରେ କେଉଁଠିକି ବୁଲିବାକୁ ଯାଉଛନ୍ତି ତେବେ ସାଙ୍ଗରେ ଭଲ କ୍ଲିଞ୍ଜର,ଟୋନର,ମଶ୍ଚରାଇଜର ନେବାକୁ ଭୁଲନ୍ତୁ ନାହିଁ। ଏହାପରେ ସନ୍ସ୍କ୍ରିନ୍ ଲୋସନ୍ ବ୍ୟବହାର କରିପାରିବେ; ଯାହା ଲୋମଛିଦ୍ରକୁ ବନ୍ଦକରୁ ନ ଥିବ, ଏହା ମୁହଁକୁ ଭଲ ଲୁକ୍ ଦେବ… ନିଜ ତ୍ୱଚା…
ଫ୍ୟାମିଲି ଟ୍ରିପ୍ରେ ଯିବାକୁ ଚାହୁଁଛନ୍ତି କି? ଧ୍ୟାନରେ ରଖନ୍ତୁ ଏସବୁ କଥା
ଛୁଟି ହେଲେ ସମସ୍ତେ ବାହାର ସ୍ଥାନକୁ ବୁଲିଯିବାକୁ ପସନ୍ଦ କରନ୍ତି। ଟ୍ରିପ୍ ସମୟରେ କିଛି କଥାକୁ ଧ୍ୟାନରେ ନିହାତି ରଖିବା ଆବଶ୍ୟକ। ସେ ସମ୍ପର୍କରେ କିିଛି ଟିପ୍ସ…. ବ୍ୟସ୍ତମୟ ଜୀବନରେ ଟିକେ ଫୁର୍ସତ ମିଳିଲେ ଅନେକେ ପରିବାର ସହ ମନପସନ୍ଦର ଜାଗାକୁ…
ଉତ୍ତର ଦିଗର ବାସ୍ତୁ ମହତ୍ତ୍ୱ,ଜାଣନ୍ତୁ କ’ଣ କରିବା ଶୁଭ?
ବାସ୍ତୁଶାସ୍ତ୍ର ଅନୁଯାୟୀ, ପ୍ରତି ଦିଗର କିଛି ନା କିଛି ନିଜସ୍ବ ମହତ୍ତ୍ୱ ରହିଛି। ବିଶେଷକରି ଉତ୍ତର ଦିଗକୁ ସବୁଠୁ ଶୁଭ ବୋଲି ବିବେଚନା କରାଯାଏ; କାରଣ ଏହି ଦିଗରେ ଧନର ଦେବତା କୁବେର ବାସ କରିଥାନ୍ତି। ତେଣୁ ଏହି ଦିଗରେ କ’ଣ…
ପିଲାଙ୍କୁ ସବୁକ୍ଷେତ୍ରରେ ସଫଳତା ନିମନ୍ତେ ଶିଖାନ୍ତୁ ଏସବୁ ଜିନିଷ
ପିଲାଙ୍କୁ ସବୁକ୍ଷେତ୍ରରେ ସଫଳତା ନିମନ୍ତେ ଶିଷ୍ଟାଚାର ଓ ଅନୁଶାସନର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ପିଲାବେଳୁ ଅଭିଭାବକମାନେ ହିଁ ଏନେଇ ଧ୍ୟାନଦେବା ଦରକାର… ପିଲାଙ୍କ ବ୍ୟବହାର ଉପରେ ଦୃଷ୍ଟି ରଖନ୍ତୁ। ପରିବାରର ସମସ୍ତଙ୍କୁ ସେମାନେ କିଭଳି ବ୍ୟବହାର କରୁଛନ୍ତି ଲକ୍ଷ୍ୟ…
Archives


