ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ
ଅଂଶୁଘାତ ପାଇଁ ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ ଓ ମଇଁଷିକୁ ଦିନରେ ଥରେ କିମ୍ବା ଦୁଇଥର ଗାଧୋଇ ଦିଅନ୍ତୁ । ଖାଦ୍ୟରେ ୩୦…
ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ
ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ ପିଇବା ଜରୁରୀ, ତା’ ସହ ପଇଡ଼ପାଣି ପିଅନ୍ତୁ। ଏହା ଜଳୀୟ ଅଂଶ ବୃଦ୍ଧି କରେ…
ସିଙ୍ଗଲ୍ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ
ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି ନେଉଛନ୍ତି। ଯାହାଦ୍ୱାରା ଆଗାମୀ ଦିନରେ ଅନେକ ପ୍ରକାରର ଅସୁବିଧାକୁ ସାମ୍ନା କରିବାକୁ ପଡିଥାଏ। ତେଣୁ…
ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ
ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର କରେ ଆମ ଖାଦ୍ୟ ଉପରେ। ହେଲେ ଖାଦ୍ୟପେୟରେ ଦୀର୍ଘକାଳୀନ ଅନିୟମିତା କେତେକ ରୋଗକୁ ପରୋକ୍ଷରେ…
ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…
ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ, ସୁରେଇ ନିହାତି ଦେଖିବାକୁ ମିଳୁଥିଲା। କ୍ରମେ ଯେତେବେଳେ ଫ୍ରିଜ୍ର ଚାହିଦା ବଢିଲା ଲୋକେ ମାଠିଆ,…
ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ
ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ସର୍ବଦା ସଫାସୁତୁରା ରଖିବା ଜରୁରୀ। କାରଣ ଏହା ହେଉଛି ଘର ପାଇଁ…
ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ
ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା ପୋଷକ ତତ୍ତ୍ୱ ସ୍ବାସ୍ଥ୍ୟ ପାଇଁ ବେଶ୍ ଉପକାରୀ। ଜାଣନ୍ତୁ ଏହାର ଏକାଧିକ ଉପକାରିତା ସମ୍ପର୍କରେ……
କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ
ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ। ସେମାନେ ତାହା ହିଁ ଶିଖନ୍ତି ଯାହା ସେମାନଙ୍କର ମା’ ବାପା ଶିଖାନ୍ତି ଅବା କରନ୍ତି।…
ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…
ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ ପ୍ରଭାବିତ କରିଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ୟୁନିଭର୍ସିଟି ଅଫ ଲଣ୍ଡନର ପୁଷ୍ଟିବିଜ୍ଞାନୀମାନେ…
ଈଶ୍ୱର କଣିକାର ଆବିଷ୍କାରକ
ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି। ବିଶ୍ୱରେ ଥିବା ପ୍ରାରମ୍ଭିକ କଣିକାଗୁଡିକ ସେମାନଙ୍କର ବସ୍ତୁତ୍ୱ କେଉଁଠାରୁ ପାଉଛନ୍ତି ତାହା ଅନେକ ବର୍ଷ…
ଥର୍ମୋମିଟର, ବାରୋମିଟର ଓ ଡାଲ୍ଟନ
କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ ଗରମ ହେଲେ କଡ଼େଇରେ ଥିବା ପାଣି ଗରମ ହୁଏ। ଅର୍ଥାତ୍ ପାଣିର ତାପମାତ୍ରା ବଢ଼େ।…
ଖରାଦିନେ ସ୍କିନ୍ ଆଲର୍ଜିର ଘରୋଇ ଚିକିତ୍ସା
ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି ଦାଗ ଦେଖାଯାଏ ପୁଣି କାହାର ଦେହ କୁଣ୍ଡାଇ ହୁଏ। ଏହିସବୁ ସମସ୍ୟାରୁ ରକ୍ଷା ପାଇବା…
Archives


