ଜୀବନଚର୍ଯ୍ୟା

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର ସନ୍ଧ୍ୟା ୫ଟା ୦୩ ମିନିଟ୍‌ରେ ମଙ୍ଗଳ କର୍କଟ ରାଶିରେ ପ୍ରବେଶ କରିବେ। କର୍କଟ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ ମଧ୍ୟ ଅଟେ। ବୁଧବାରର ଏହି ଦିନଟି ଅତ୍ୟନ୍ତ ସୱତନ୍ତ୍ର ଓ ପବିତ୍ର, କାରଣ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ। ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ନକ୍ଷତ୍ରର ନିଜସ୍ୱ ସ୍ୱତନ୍ତ୍ର ପ୍ରଭାବ ରହିଛି, ଯେଉଁଥିରେ ସୱାତୀ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ ଏବଂ ପ୍ରତ୍ୟକ୍ଷ ଉଭୟ ଜୀବନ ଉପରେ ପ୍ରଭାବ ପକାନ୍ତି। ବୁଧଙ୍କ ଚଳନରେ ପରିବର୍ତ୍ତନ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ ଭିନ୍ନ ରାଶିର ଲୋକଙ୍କ ବ୍ୟକ୍ତିତ୍ୱ, ସ୍ବଭାବ ଓ କ୍ୟାରିୟର ମଧ୍ୟ ଭିନ୍ନ ହୋଇଥାଏ।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ ଜୀବନରେ ମାନସିକ ଚାପ ଓ ନକାରାତ୍ମକ ପ୍ରଭାବ ବଢ଼ାଇପାରେ। କେତୁ ଓ ଚନ୍ଦ୍ରଙ୍କ…

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର ପର୍ଯ୍ୟନ୍ତ ଏଠାରେ ରହିବେ। ଏହାପରେ କେତୁ ଆଶ୍ଳେଷା ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷବିଦ୍‌ଙ୍କ…

୧୧ ସେପ୍ଟେମ୍ବର ତୁଳା ସମେତ ୪ ରାଶିଙ୍କ ପାଇଁ ହେବ ସ୍ବତନ୍ତ୍ର: ଘଟିବ ଏଭଳି ଯାହା କେବେ ଭାବିନଥିଲେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬, ଅର୍ଥାତ୍‌ କୁଶାଗ୍ରହଣୀ ଅମାବାସ୍ୟା ଦିନ ଶୁକ୍ର ଗ୍ରହ ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ରଦେବ ୨୪ ଅକ୍ଟୋବର ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ। ଏହି ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ କିଛି ରାଶିର ଜାତକଙ୍କ…

ଆଉ ୩ ଦିନ ପରେ ରାଜଯୋଗ: ୪ ରାଶିଙ୍କର ଫାଇଦା ହିିଁ ଫାଇଦା; ବଢିବ ଆୟ, ଚାକିରିରେ ପ୍ରମୋଶନ!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ଓ ଯୁତିର ବିଶେଷ ମହତ୍ତ୍ୱ ରହିଛି। ଆଗାମୀ ଦିନରେ ଗୁରୁ ଓ ମଙ୍ଗଳଙ୍କ ଯୁତି ଯୋଗୁ କର୍କଟ ରାଶିରେ ନୀଚଭଙ୍ଗ ରାଜଯୋଗ ଗଠନ ହେବ। ଜ୍ୟୋତିଷୀୟ ମତରେ, ଏହି ଯୋଗ ଅନେକ…

୩ ରାଶି ଉପରେ ଶନିଙ୍କ ସାଢେସାତୀର ଛାୟା, ଜାଣନ୍ତୁ କେବେ ଶେଷ ହେବ ଦୁର୍ଦ୍ଦଶା

ବୈଦିକ ଜ୍ୟୋତିଷ ଅନୁସାରେ ଶନି ଗ୍ରହଙ୍କ ଗୋଚରର ବ୍ୟକ୍ତିଙ୍କ ଜୀବନ ଉପରେ ବିଶେଷ ପ୍ରଭାବ ରହିଥାଏ। ଜନ୍ମକୁଣ୍ଡଳୀର ଚନ୍ଦ୍ର ରାଶିଠାରୁ ଶନି ଦ୍ୱାଦଶ, ପ୍ରଥମ ଓ ଦ୍ୱିତୀୟ ରାଶିରେ ଗୋଚର କଲେ ଏହାକୁ ଶନିଙ୍କ ସାଢେସାତୀ ବୋଲି କୁହାଯାଏ। ପ୍ରାୟ ସାଢେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଜ୍ୟୋତିଷୀୟ ଦୃଷ୍ଟିରୁ କେତୁଙ୍କ ଏହି ସ୍ଥିତି କିଛି ରାଶି ପାଇଁ ବେଶ ଶୁଭ…

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ ସଂଘର୍ଷ କରୁଥାଆନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଏହା ପଛରେ ଗ୍ରହ ଓ ରାଶିର ପ୍ରଭାବକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?