ସୁଖଶାନ୍ତିରେ ରହିବା ପାଇଁ ବାସ୍ତୁ
ସୁଖଶାନ୍ତିରେ ରହିବାକୁ କିଏ ନ ଚାହେଁ। କିନ୍ତୁ ବେଳେବେଳେ ଏମିତି ହୁଏ କିଛି କାରଣ ନଥାଇ ବି ପରିବାରରେ ଅଶାନ୍ତି ବଢିଯାଏ। ସମ୍ପର୍କରେ ତିକ୍ତତା ଦେଖାଦିଏ। ତେଣୁ ପରିବାର ସଦସ୍ୟଙ୍କ ଭିତରେ ସମ୍ପର୍କ କେମିତି ମଜଭୁତ୍ ରହିବ ସେ ନେଇ...
ଏମିତି ଦୂରକରନ୍ତୁ ଷ୍ଟ୍ରେଚ୍ମାର୍କ
ଅନେକ ଯୁବତୀଯୁବକ ମୋଟା ହୋଇଗଲେ ସେମାନଙ୍କ ଶରୀରର କେତେକ ସ୍ଥାନରେ ଷ୍ଟ୍ରେଚ୍ମାର୍କ ଦେଖାଯାଏ, ଯାହାକି ଫ୍ୟାଶନେବଲ୍ ଡ୍ରେସ୍ ପିନ୍ଧିବା ବେଳେ ଖରାପ ଦେଖାଯାଏ; ଯେଉଁଥିପାଇଁ ସେମାନେ ବ୍ୟସ୍ତ ହୋଇପଡ଼ନ୍ତି। ଯଦିଓ ଏହାକୁ କମ୍ କରିବା ଲାଗି ଅଧିକ ସମୟ ଲାଗିଥାଏ,...
ଏହି ୪ ରାଶିରେ ଜନ୍ମିତ ଯୁବତୀ କରିଥାନ୍ତି ପ୍ରେମ ବିବାହ ! ଆପଣ ଅଛନ୍ତି କି…
ଦିନ ଥିଲା ଲୋକେ ପରିବାରର ଇଚ୍ଛା ଅନୁସାରେ ଜୀବନସାଥୀଙ୍କ ମୁହଁ ନ ଦେଖି ବିବାହ କରିନେଉଥିଲେ। ହେଲେ ବର୍ତ୍ତମାନ ସମୟରେ ଜୀବନସାଥୀ ବାଛିବା ପୂର୍ବରୁ ଲୋକେ ବହୁତ ଚିନ୍ତା କରୁଛନ୍ତି। ଆଜି ବି କିଛି ଲୋକ ଆରେଞ୍ଜ ମ୍ୟାରେଜ୍ରେ ବିଶ୍ୱାସ...
ଏହି ୮ ପ୍ରକାର ଲୋକଙ୍କଠାରୁ ଦୂରରେ ରହିବାକୁ କହିଛନ୍ତି ଚାଣକ୍ୟ, ନଚେତ ପାଇବେ ଦୁଃଖ
ଭାରତର ମହାନ ରାଜନୀତିଜ୍ଞ ଏବଂ ଅର୍ଥଶାସ୍ତ୍ର ବିଶେଷଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ନୀତି ପୁସ୍ତକର ୧୭ତମ ଅଧ୍ୟାୟର ଏକ ଶ୍ଳୋକରେ ଆଠ ପ୍ରକାର ଲୋକଙ୍କ ବିଷୟରେ ବର୍ଣ୍ଣନା କରିଛନ୍ତି, ଯେଉଁମାନେ ସର୍ବଦା...
ସ୍ତ୍ରୀଙ୍କୁ ରାଣୀ କରି ରଖିଥାନ୍ତି ଏହି ୪ ରାଶିର ପୁଅ; ଭାଗ୍ୟରେ ଥିଲେ…
ବିବାହକୁ ନେଇ ସମସ୍ତଙ୍କ ମନରେ ଭିନ୍ନ ଭିନ୍ନ ସ୍ବପ୍ନ ଥାଏ। ସବୁ ଝିଅ ଚାହାନ୍ତି ତାଙ୍କୁ ସବୁଠାରୁ ଅଧିକ ଭଲପାଉଥିବା ସ୍ବାମୀ ମିଳୁ। ତାଙ୍କ କଥାକୁ ସମ୍ମାନ ଦେବା ସହ ସବୁ ଇଚ୍ଛାକୁ ପୂରଣ କରୁ। ଏଭଳି ସ୍ବାମୀ ପାଇବା...
ପ୍ରେମ ହେଉଛି ସବୁ ଦୁଃଖର କାରଣ: ଜାଣନ୍ତୁ କାହିଁକି ଏଭଳି କହିଛନ୍ତି ଚାଣକ୍ୟ…
ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ ଚାଣକ୍ୟ ଏପରି କିଛି କହିଛନ୍ତି, ଯାହା ସାଧାରଣ ଚିନ୍ତାଧାରାରୁ ଅଲଗା ଅଟେ। ଆସନ୍ତୁ...
ତ୍ୱଚା ପାଇଁ ବରଦାନ ରସୁଣ
ରସୁଣ କେବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ ବରଂ ଏଥିରେ ଭରି ରହିଛି ଅନେକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପଦାନ। ଜାଣନ୍ତୁ ଏହାକୁ ବ୍ୟବହାର କରିବାର ଉପାୟ… ଦୁଇ କୋଲା ରସୁଣକୁ ଛେଚି ରସ ବାହାର କରି ସମ ପରିମାଣରେ...
ଉପକାରୀ ସଜନା ଶାଗ
ନିଜକୁ ସୁସ୍ଥ ତଥା ଫିଟ୍ ରଖିବା ପାଇଁ ଆମେ ବିଭିନ୍ନ ପ୍ରକାର ଭିଟାମିନ୍ଯୁକ୍ତ ଖାଦ୍ୟ ଖାଉଥାଉ। ସେଗୁଡ଼ିକ ମଧ୍ୟରୁ ସଜନା ଶାଗ ଅନ୍ୟତମ। ଏଥିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହାକୁ ଜଣେ ବ୍ୟକ୍ତି ନିଜର ଦୈନନ୍ଦିନ...
ବର୍ଷାଦିନେ ସ୍ବାସ୍ଥ୍ୟ ସମସ୍ୟା
ବର୍ଷକ ବାରମାସ। ତନ୍ମଧ୍ୟରୁ ବର୍ଷା ଚାରିମାସରେ ସାଧାରଣତଃ ମ୍ୟାଲେରିଆ, ଡେଙ୍ଗୁ, ଡାଇରିଆ ଆଦି ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଏହି ରୋଗଗୁଡ଼ିକୁ ନିୟନ୍ତ୍ରଣ, ନିରାକରଣ ଓ ପ୍ରତିରୋଧ ପାଇଁ ଯଥା ସମୟରେ ଉଚିତ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ମ୍ୟାଲେରିଆ: ସାରା...
ଇତିହାସ ରଚିବ ଚନ୍ଦ୍ରୟାନ-୩
ଜହ୍ନ ରାଇଜର ଏହି ରହସ୍ୟ ରୋମାଞ୍ଚ ଘେରା ପ୍ରସଙ୍ଗ ଉଦ୍ଘାଟନ କରିବା ପାଇଁ ମନୁଷ୍ୟ କେଉଁ ଆବହମାନ କାଳରୁ ଉଦ୍ୟମ କରି ଆସିଛି। ରୁଷିଆର ଏକ ଯାନ ଲୁନା-୨, ୧୯୫୯ ମସିହା ସେପ୍ଟେମ୍ବର ୧୪ ତାରିଖରେ ପ୍ରଥମେ ଚନ୍ଦ୍ରପୃଷ୍ଠକୁ ସ୍ପର୍ଶ...
ଜଳପରୀ ହେବା ପାଇଁ…
ଜଳପରୀ ହେଇପାରେ ଏକ କାଳ୍ପନିକ ଚରିତ୍ର। କିନ୍ତୁ ଏହା ସବୁବେଳେ ମଣିଷ ଲାଗି କୌତୁହଳର ବିଷୟ ରହି ଆସିଛି। ତାକୁ ନେଇ କେତେ କାହାଣୀ ବି ରଚନା କରାଯାଇଛି। ଏହି କୌତୁହଳକୁ ନଜରରେ ରଖି ଏବେ ଜଳପରୀକୁ ପେସା କରାଯାଇଛି।...
ଦେଶଭକ୍ତିରେ ଭ୍ରମଣ
ସ୍ବାଧୀନତା ଦିବସ ଅବସରରେ ଭାରତର ବିଭିନ୍ନ ସ୍ଥାନରେ ଦେଶଭକ୍ତି ଓ ଦେଶପ୍ରୀତିର ଝଲକ ଦେଖିବାକୁ ମିଳିଥାଏ। ତେବେ ଏଭଳି ଏକ ବିଶେଷ ଅବସରରେ କେଉଁ କେଉଁ ସ୍ଥାନକୁ ବୁଲିଗଲେ ମନରେ ଦେଶପ୍ରେମ ଜାଗ୍ରତ ହେବା ସହ ଅନେକ ଐତିହାସିକ ତଥ୍ୟ...
Archives


