ଜୀବନଚର୍ଯ୍ୟା

ଜାଣନ୍ତୁ ନ୍ୟର କେଉଁ ଜିନିଷ ବ୍ୟବହାର କରିବେ ନାହିଁ,ମାଗି ଆଣି ବ୍ୟବହାର କଲେ ନାନା ଅସୁବିଧା…

ଅସୁବିଧାରେ ପଡ଼ିଲେ ଜଣେ ଅନ୍ୟଠାରୁ ସାହାଯ୍ୟ ମାଗିବା ସ୍ବାଭାବିକ କଥା ହୋଇପାରେ, କିନ୍ତୁ ଏମିତି ବି କିଛି ଜିନିଷ ରହିଛି ଯାହାକୁ ଅନ୍ୟଠାରୁ ମାଗି ଆଣି ବ୍ୟବହାର କଲେ ନାନା ଅସୁବିଧା ଉପୁଜିପାରେ। ଯେମିତି କି: * ବେଳେବେଳେ ଦେଖାଯାଏ ସାଙ୍ଗସାଥୀମାନେ…

ପିଲାମାନଙ୍କୁ ସବୁକ୍ଷେତ୍ରରେ ସଫଳ କରିବାକୁ ଚାହୁଁଥିଲେ….

ପିଲାଙ୍କର ସବୁକ୍ଷେତ୍ରରେ ସଫଳତା ନିମନ୍ତେ ଶିଷ୍ଟାଚାର ଓ ଅନୁଶାସନର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ପିଲାବେଳୁ ଅଭିଭାବକମାନେ ହିଁ ଏନେଇ ଧ୍ୟାନଦେବା ଦରକାର…. ପିଲାଙ୍କ ବ୍ୟବହାର ଉପରେ ଦୃଷ୍ଟିରଖନ୍ତୁ। ପରିବାରର ସମସ୍ତଙ୍କୁ ସେମାନେ କିଭଳି ବ୍ୟବହାର କରୁଛନ୍ତି ଲକ୍ଷ୍ୟ ରଖନ୍ତୁ।…

ଚାଉଳରେ ପୋକ ଲାଗୁଛି କି? ଆପଣାନ୍ତୁ ଏହି ଟିପ୍ସ

ଚାଉଳରେ ପୋକ ନ ଲାଗିବା ପାଇଁ ସେଥିରେ ବିଭିନ୍ନ ପ୍ରକାର ରାସାୟନିକ ଔଷଧ ରଖାଯାଇଥାଏ। କିନ୍ତୁ ଏହା ବଦଳରେ ଆପଣ ଚାହିଁଲେ ଘରୋଇ ଉପାୟରେ ଚାଉଳକୁ ଅନେକ ଦିନ ସୁରକ୍ଷିତ ରଖିପାରିବେ… ପ୍ରଥମ କଥା ହେଉଛି ଚାଉଳକୁ ଏକ ଶୁଖିଲା ସ୍ଥାନରେ…

ସୁସ୍ଥ ଜୀବନ ପାଇଁ ପ୍ରଦୂଷଣ ମୁକ୍ତ ପରିବେଶ ଜରୁରୀ

୧୯୮୪ ଡିସେମ୍ବର ୨ ତାରିଖ ମଧ୍ୟପ୍ରଦେଶର ରାଜଧାନୀ ଭୋପାଳ ସହରର ଏକ ଶୀତୁଆ ବିଲମ୍ବିତ ରାତ୍ରି। ଲୋକମାନେ ଶୋଇଥିଲେ ନିଘୋଡ଼ ନିଦରେ। କିଏ ଜାଣିଥିଲା ଏହା ଭୋପାଳବାସୀଙ୍କ ପାଇଁ ଏକ କାଳରାତ୍ରି ହେବ ବୋଲି! ଏହିଦିନ ମଧ୍ୟରାତ୍ରରେ ସହରରେ ଏକ ରାସାୟନିକ…

ଅଏଲ୍‌ ଥେରାପି

ଶୀତଦିନେ ତ୍ୱଚାର ଡ୍ରାଇନେସ୍‌ରୁ ମୁକ୍ତି ପାଇବା ପାଇଁ କିଏ ମାର୍କେଟରେ ମିଳୁଥିବା ନାମୀଦାମୀ ମଶ୍ଚରାଇଜର କ୍ରିମ୍‌ ଆଣି ଲଗାନ୍ତି ତ କିଏ ବଡି ଲୋଶନର ବ୍ୟବହାର କରିଥାନ୍ତି। ହେଲେ ଜାଣନ୍ତି କି ଏମିତି କିଛି ତେଲ ରହିଛି; ଯାହାକୁ ଶୀତଦିନେ ତ୍ୱଚାରେ…

ଘରେ ରଖୁଛନ୍ତି କି ମୟୂର ପ୍ରତିମା ? ତେବେ ଜାଣନ୍ତୁ….

ବାସ୍ତୁଶାସ୍ତ୍ର ଅନୁଯାୟୀ, ମୟୂର ପ୍ରତିମା ରଖିବା ଦ୍ୱାରା ଘରେ ସକାରାତ୍ମକ ଊର୍ଜାର ଆଗମନ ହୋଇଥାଏ। ବିଶେଷକରି ରୁପାର ମୟୂର ପ୍ରତିମା ଘର ପାଇଁ ଅଧିକ ଶୁଭଫଳ ଆଣିଥାଏ। ତେବେ ମୟୂର ପ୍ରତିମାକୁ ଘରର କେଉଁ ସ୍ଥାନରେ ରଖିବା ଶୁଭ ହୋଇଥାଏ ଜାଣନ୍ତୁ…

ଶୀତବସ୍ତ୍ର ଦୁର୍ଗନ୍ଧ ହେଉଥିଲେ..

ଶୀତଦିନରେ ଯେତେବେଳେ ଆମେ ଶୀତବସ୍ତ୍ର ଆଲମାରୀରୁ କାଢ଼ୁ ସେଥିରୁ ଅଜବ ପ୍ରକାର ଦୁର୍ଗନ୍ଧ ବାହାରିଥାଏ। କେତୋଟି ଟିପ୍ସ ଦିଆଯାଉଛି ଯାହାକୁ ଆପଣାଇ ଏହି ସମସ୍ୟାରୁ ରକ୍ଷା ପାଇପାରିବେ… ବେକିଂ ସୋଡ଼ା: ଯଦି ଶୀତବସ୍ତ୍ର ଦୁର୍ଗନ୍ଧ ହେଉଛି, ତେବେ ବେକିଂ ସୋଡ଼ା ବ୍ୟବହାର…

କେଶ ଝଡୁଥିଲେ ଆପଣାନ୍ତୁ ଏହି ଉପାୟ

କେଶ କୁଣ୍ଡାଇବା ସମୟରେ ଆମେ କେତୋଟି ଛୋଟମୋଟ ଭୁଲ୍‌ କରିଥାଉ,ଯାହା ଆମ କେଶ ଝଡ଼ିବାରେ ସମସ୍ୟା ହୋଇଥାଏ। ଆସନ୍ତୁ, ଜାଣିବା ଠିକ୍‌ ଉପାୟରେ କିପରି ମୁଣ୍ଡ କୁଣ୍ଡାଇଲେ କେଶ ଝଡ଼ିବ ନାହିଁ। ଅପରିଷ୍କାର ପାନିଆରେ ମୁଣ୍ଡ କୁଣ୍ଡାନ୍ତୁନାହିଁ: ଅପରିଷ୍କାର ପାନିଆରେ ବ୍ୟାକ୍ଟେରିଆ…

ଭାରତକୁ ଦୁଗ୍ଧ ଉତ୍ପାଦନରେ ସ୍ବାବଲମ୍ବୀ କରିଥିଲା ଶ୍ୱେତ ବିପ୍ଲବ

ସାରା ଦେଶରେ ନଭେମ୍ବର ୨୬ ତାରିଖକୁ ଜାତୀୟ ଦୁଗ୍ଧ ଦିବସ ଭାବେ ପାଳନ କରାଯାଏ। ଭାରତରେ ଶ୍ୱେତ ଆନ୍ଦୋଳନର ଜନକ ଡ. ଭର୍ଗିଜ କ୍ୟୁରିୟନଙ୍କ ଜନ୍ମ ଦିବସକୁ ଜାତୀୟ ଦୁଗ୍ଧ ଦିବସ ରୂପେ ପାଳନ କରାଯାଉଛି। ଶ୍ବେତ ଆନ୍ଦୋଳନର ପ୍ରଣେତା ଭର୍ଗିଜ…

କିଡ୍‌ନୀ ଖରାପ ହେଲେ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରିଥାଏ। ତା’ ସହ ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ। କିଡ୍‌ନୀ କାର୍ଯ୍ୟ ବାଧାପ୍ରାପ୍ତ ହେଲେ ହାତଗୋଡ଼ ଫୁଲିଯାଏ। ଶରୀରର ଯୋଡ଼ା…

ଜଳବାୟୁ ପରିବର୍ତ୍ତନ ପାଇଁ ପ୍ଲାଷ୍ଟିକ ପ୍ରଦୂଷଣ ଦାୟୀ

ଜଳବାୟୁ ପରିବର୍ତ୍ତନ ବର୍ତ୍ତମାନ ସମଗ୍ର ବିଶ୍ୱରେ ଏକ ପ୍ରମୁଖ ସମସ୍ୟା ଭାବରେ ଉଭା ହୋଇଛି। ଏହା ପଛରେ ତ ବିଭିନ୍ନ କାରଣ ରହିଛି। ତେବେ ଏଥିପାଇଁ ପ୍ଲାଷ୍ଟିକ ପ୍ରଦୂଷଣ ମଧ୍ୟ ଅନେକାଂଶରେ ଦାୟୀ ବୋଲି ସିଓଲ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ମତ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?