ଜୀବନଚର୍ଯ୍ୟା

ବାସ୍ତୁରେ ଶୋଇବାକୁ ନେଇ ରହିଛି ନିୟମ, ଜାଣିଲେ ଶରୀର ସହ ନିଦ୍ରା ଉପରେ ପଡ଼ିବନି କୁପ୍ରଭାବ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଶୋଇବା ସମୟରେ ମଧ୍ୟ କିଛିଟା ନିୟମ ମାନିବାକୁ ହୁଏ। ନଚେତ୍‌ ଏହାର କୁପ୍ରଭାବ ଆମର ଶରୀର ଓ ମନ ସହିତ ନିଦ୍ରା ଉପରେ ପଡ଼ିଥାଏ ବୋଲି କୁହାଯାଏ। ସେଥିପାଇଁ ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି, ଦକ୍ଷିଣ ଦିଗକୁ ମୁଣ୍ଡକରି ଶୋଇବା…

ବାସ୍ତୁ ଅନୁଯାୟୀ କେଉଁ ମୂର୍ତ୍ତିକୁ ଘରେ ରଖିବା ଶୁଭ, ଜାଣନ୍ତୁ…

ସାଜସଜ୍ଜା ପାଇଁ ଘରେ ଆମେ ବିଭିନ୍ନ ପ୍ରକାରର ଆକର୍ଷଣୀୟ ମୂର୍ତ୍ତି ରଖିଥାଉ। କିନ୍ତୁ କିଛି ମୂର୍ତ୍ତିକୁ ବାସ୍ତୁ ଅନୁଯାୟୀ ବହୁତ ଶୁଭ ବୋଲି କୁହାଯାଏ; ଯାହାକୁ ଘରେ ରଖିଲେ ଐଶ୍ୱର୍ଯ୍ୟ ବୃଦ୍ଧି ହେବା ସହ ସୁଖଶାନ୍ତି ବଢ଼ିଥାଏ ବୋଲି ବିଶ୍ୱାସ ରହିଛି।…

ଅଦ୍ଭୁତ ପାଣି, ଲାଭ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସମସ୍ତେ ବିଶୁଦ୍ଧ ପାଣି ପିଇବାକୁ ଚାହାନ୍ତି। ଏହା ଅନେକ ଲୋକଙ୍କ ପାଇଁ ମଧ୍ୟ ଉପଲବ୍ଧ। କିନ୍ତୁ ଧନୀ ଲୋକମାନେ ଅନ୍ୟ କିଛି ଚାହାନ୍ତି। ସେମାନେ କିଛି ବିଶେଷ ପାଣି ପିଇବାକୁ ପସନ୍ଦ କରନ୍ତି, ଯେଉଁଥିରେ ଅଧିକ ପରିମାଣର ଖଣିଜ ପଦାର୍ଥ ରହିଥାଏ…

ପ୍ରଦୂଷଣ: କାରଣ, ନିରାକରଣ

ପୂଜା ଓ ବିଶ୍ୱତାପନ : ପୂଜା ମଞ୍ଚରେ ଅଧିକ ୱାଟ୍‌ର ଉଜ୍ଜ୍ୱଳ ଆଲୋକବତି ବ୍ୟବହାର କରିବା ଦ୍ୱାରା ବିଦ୍ୟୁତ୍‌ ଶକ୍ତିର ଘୋର ଅପଚୟ ଘଟୁଛି। ଆମ ଦେଶରେ ଉପଲବ୍ଧ ଅଧିକାଂଶ ବିଦ୍ୟୁତ୍‌ ଶକ୍ତି କୋଇଲାଭିତ୍ତିକ ତାପଜ ବିଦ୍ୟୁତ କେନ୍ଦ୍ରରୁ ଆହରିତ ହୋଇଥାଏ।…

ଭୟଙ୍କର ସ୍ବପ୍ନ ଦେଖିବା ପରେ ଲାଗେ ଡର, ରକ୍ଷା ପାଇବା ପାଇଁ ଉପାୟ…

ନିଦରେ ସ୍ବପ୍ନ ଦେଖିବା ସାଧାରଣ କଥା। କିନ୍ତୁ ବେଳେବେଳେ ନିଦରେ ଏମିତି କିଛି ସ୍ବପ୍ନ ଦେଖିଥାଉ, ଯାହା ଖୁବ୍‌ ଭୟଙ୍କର ହୋଇଥାଏ। ନିଦ ଭାଙ୍ଗିଲା ପରେ ବି ଡର ଡର ଲାଗେ। ଏମିତି ପରିସ୍ଥିତିରୁ ରକ୍ଷା ପାଇବା ପାଇଁ ସ୍ବପ୍ନଶାସ୍ତ୍ରରେ କିଛିଟା…

ବାସ୍ତୁଦୋଷ ଥିଲେ ଘରେ ଉପୁଜିଥାଏ ଅଶାନ୍ତି, ଦୂର ପାଇଁ ପ୍ରତିକାରର ଉପାୟ…

ଅନେକେ ବିଶ୍ୱାସ କରନ୍ତି, ଘରେ କୌଣସି ବାସ୍ତୁଦୋଷ ଥିଲେ ବହୁ ପ୍ରକାରର ଅଶାନ୍ତି ଉପୁଜିଥାଏ। ତେଣୁ ଏହି ବାସ୍ତୁଦୋଷକୁ ସହଜରେ କିପରି ଦୂର କରିହେବ ସେ ନେଇ ବାସ୍ତୁଶାସ୍ତ୍ରରେ ରହିଛି କିଛିଟା ପ୍ରତିକାରର ଉପାୟ… * ଘରର ବାସ୍ତୁଦୋଷ ଦୂର କରିବାକୁ…

ଶୀତଦିନେ ଦହି

ଦହି ସ୍ବାସ୍ଥ୍ୟପ୍ରତି ହିତକର ବୋଲି ଜାଣିଛେ। ମାତ୍ର ଶୀତଦିନେ ଦହି ଖାଇଲେ ସ୍ବାସ୍ଥ୍ୟ ପ୍ରତି କ୍ଷତିକାରକ ହୋଇଥାଏ। ଆୟୁର୍ବେଦ ବିଶେଷଜ୍ଞଙ୍କ ମତରେ , ଦହି ଖାଇବା ଫଳରେ କଫ ସମସ୍ୟା ଦେଖାଯାଇଥାଏ। ଏହା ସହିତ ଯେଉଁମାନଙ୍କର ଇମ୍ୟୁନ ସିଷ୍ଟମ ଦୁର୍ବଳ ସେମାନଙ୍କ…

ଜୀବନସାଥୀ ବାଛିବା ପୂର୍ବରୁ ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ୍‌…

ଆଜିକାଲି ସମୟରେ ଭଲ ଜୀବନସାଥୀଟିଏ ମିଳିବା ବହୁତ କଷ୍ଟସାଧ୍ୟ। କାରଣ ଏହାର ପ୍ରଭାବ ଆପଣଙ୍କ ପୂରା ଜୀବନ ଉପରେ ପଡ଼ିଥାଏ। ବିଶେଷକରି ଆରେଞ୍ଜ ମ୍ୟାରେଜ ବା ପ୍ରସ୍ତାବିତ ବିବାହ କରୁଥିଲେ କିଛି କଥା ପ୍ରତି ଧ୍ୟାନ ଦେବା ଜରୁରୀ ଅଟେ। ସେ…

ଶୀତଦିନେ ଉଚ୍ଚ ରକ୍ତଚାପ ଦୂରକରେ ଖୁଜୁରୀ

ଶୁଖିଲା ଫଳ ସ୍ବାସ୍ଥ୍ୟ ପାଇଁ ବହୁତ ଭଲ। କିନ୍ତୁ ଲୋକମାନେ ପ୍ରାୟତଃ ଶୀତଦିନେ ଖଜୁରୀ ଖାଇ ପାରିବେ କି ନାହିଁ ଦ୍ୱନ୍ଦ୍ୱରେ ଥାଆନ୍ତି। ଆଜି ଆମେ ଆପଣଙ୍କୁ କହିବୁ ଶୀତଦିନେ ଖାଇବାର ଶରୀର ପାଇଁ କ’ଣ ଲାଭ ଅଛି ଏବଂ କେଉଁ…

ଡାଇବେଟିସ୍‌ ଓ ଜୀବନଶୈଳୀ

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟିଗଲାଣି କହିଲେ ଆଦୌ ଭୁଲ୍‌ ହେବ ନାହିଁ। ଡାଇବେଟିସ୍‌ ଯଦି ଜଟିଳ ଆକାର ଧାରଣକରେ ଏବଂ ରକ୍ତରେ ସୁଗାର ପରିମାଣ ଅଧିକାଂଶ ସମୟ ଅସନ୍ତୁଳିତ ରହେ, ତେବେ ଏହାର ପ୍ରଭାବ ହାର୍ଟ, କିଡ୍‌ନୀ…

ମାଛ-ମାଂସ ନ ଖାଇ ସୁସ୍ଥ ରହିବାକୁ ଚାହୁଛନ୍ତି କି? ଆପଣାନ୍ତୁ ଏହି ଖାଦ୍ୟ…

ଦିନକୁ ଦିନ ଲୋକଙ୍କର ଓଜନ ବଢିବାରେ ଲାଗିଛି। ଏଥିପାଇଁ ଅନେକ ଲୋକ ମେଦବହୁଳତାର ଶୀକାର ହେଉଛନ୍ତି। ଏହି କାରଣରୁ ବହୁ ଲୋକ ଶାକାହାରୀ ଖାଦ୍ୟ ପ୍ରତି ଆକର୍ଷିତ ହେଉଛନ୍ତି । କିନ୍ତୁ ଯଦି ମାଂସ, ମାଛ ଏବଂ ଅଣ୍ଡା ଭଳି ଖାଦ୍ୟ…

ଧନତେରଶରେ ଭୁଲ୍‌ରେ ବି କିଣନ୍ତୁ ନାହିଁ ଏସବୁ ଜିନିଷ: ଆସିପାରେ ଦାରିଦ୍ର୍ୟ

ଦୀପାବଳିର ଦୁଇ ଦିନ ପୂର୍ବରୁ ପାଳନ କରାଯାଉଥିବା ଏକ ଗୁରୁତ୍ୱପୂର୍ଣ୍ଣ ହିନ୍ଦୁ ପର୍ବ ହେଉଛି ଧନତେରଶ। ଆଜି ସମଗ୍ର ଦେଶରେ ଧନତେରଶ ପାଳନ କରାଯାଉଛି। ଧନତେରଶ ଏହି ଶୁଭ ଦିନରେ ଲୋକମାନେ ବିଭିନ୍ନ ଜିନିଷ କିଣୁଛନ୍ତି ଯେ ଏହା ସେମାନଙ୍କ ଜୀବନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri