ରହିବନି ଆଖି ତଳ କଳାଦାଗ
ଟି ବ୍ୟାଗ୍: ଟି ବ୍ୟାଗ୍କୁ ପାଣିରେ ବୁଡ଼ାଇ କିଛି ସମୟ ଫ୍ରିଜ୍ରେ ରଖିଦିଅନ୍ତୁ। ଏହାକୁ ବାହାରକରି ଆଖିତଳେ ଲଗାଇ ୧୦-୧୫ ମିନିଟ୍ ରଖନ୍ତୁ। କିଛିଦିନ ଏପରି କଲେ ଆଖିତଳ କଳାଦାଗ ଦୂରହେବ। ଆଳୁ ଏବଂ କାକୁଡ଼ି: କଞ୍ଚା ଆଳୁ କିମ୍ବା...
ଉପକାରୀ ଗ୍ରୀନ୍ ମଟର
ଗ୍ରୀନ ମଟର ସ୍ବାସ୍ଥ୍ୟ ପାଇଁ ବେଶ୍ ଉପକାରୀ। ଏଥିରେ ପ୍ରୋଟିନ୍, ଆଇରନ୍, ଫସ୍ଫରସ୍, ଭିଟାମିନ୍-ଏ, ଭିଟାମିନ୍-କେ, ଭିଟାମିନ୍-ସି ଭରି ରହିଛି। ଏହା ମେଦ ବହୁଳତାକୁ କମାଇବାରେ ସାହାଯ୍ୟ କରିଥାଏ ବୋଲି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ପୁଷ୍ଟିବିଜ୍ଞାନୀମାନେ ଏକ ସର୍ଭେରୁ ଜାଣିପାରିଛନ୍ତି। ଏଥିରେ...
ମନୋବଳ ବଢ଼ାଇବ ରୋବୋ
ଆଜିକାଲି ବିଭିନ୍ନ କ୍ଷେତ୍ରରେ ରୋବୋର ବ୍ୟବହାର କରାଯାଉଛି। ନିକଟରେ ଜାପାନର ବୈଜ୍ଞାନିକମାନେ ଏଭଳି ଏକ ରୋବୋ ପ୍ରସ୍ତୁତ କରିଛନ୍ତି, ଯାହା ଚିନ୍ତାଗ୍ରସ୍ତ ବ୍ୟକ୍ତିଙ୍କ ପାଇଁ ବେଶ୍ ଲାଭପ୍ରଦ ସାବ୍ୟସ୍ତ ହେବ। ଅର୍ଥାତ୍, ଯଦି ଜଣେ ବ୍ୟକ୍ତି ନକାରାତ୍ମକ ମାନସିକତା ଭିତରେ...
ଥାଲାସିମିଆ
ପ୍ରତିବର୍ଷ ମେ’ ୮ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଥାଲାସିମିଆ ଦିବସ’। ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍ ପରିବହନକାରୀ ହେମୋଗ୍ଲାବିନର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା। ଆପଣମାନଙ୍କ...
ୟୁରୋପର ଅଜବ ପ୍ରଥା
ପୃଥିବୀର ବିଭିନ୍ନ ପ୍ରାନ୍ତରେ ଥିବା ଜନସାଧାରଣଙ୍କର ଚାଲିଚଳଣ, କଥାବାର୍ତ୍ତା ଏବଂ ପ୍ରଥା ପରସ୍ପରଠାରୁ ଭିନ୍ନ। ତେବେ ୟୁରୋପରେ ଏବେବି ଏମିତି କିଛି ପ୍ରଥାର ପ୍ରଚଳନ ରହିଛି, ଯାହା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଜାଣିବା ଏଭଳି ବିଚିତ୍ର ପ୍ରଥା ସମ୍ପର୍କରେ…...
ରାତିରେ ମନା ଏହି ଖାଦ୍ୟ
ଖାଦ୍ୟ ସମସ୍ତଙ୍କ ଜୀବନର ଆଧାର। ହେଲେ ଜାଣନ୍ତି କି, ଯେକୌଣସି ଖାଦ୍ୟ ପ୍ରତ୍ୟେକ ସମୟରେ ଖାଇବା ସ୍ବାସ୍ଥ୍ୟପକ୍ଷେ ହିତକର ନୁହେଁ। କାରଣ ଏମିତି କିଛି ଖାଦ୍ୟ ରହିଛି, ଯାହାକୁ ରାତିରେ ଖାଇଲେ ଶରୀର ଉପରେ ନକାରାତ୍ମକ ପ୍ରଭାବ ପଡ଼ିପାରେ। ଜାଣିବା...
ସ୍ବାସ୍ଥ୍ୟ ପାଇଁ ମହୌଷଧି ହସ
ମୁହଁରେ ହସ ଏକ ପ୍ରଫୁଲ୍ଲ ମନର ପରିପ୍ରକାଶ, ଯାହାକି ମଣିଷ ସ୍ବାସ୍ଥ୍ୟର ପରମ ଶତ୍ରୁ ବିଷାଦ, ମାନସିକ ଚିନ୍ତା, କ୍ରୋଧ ଆଦିକୁ ଦୂର କରେ। ଏହା ଏମିତି ଏକ ମହୌଷଧି, ଯାହା ରୋଗ ବିନାଶକାରୀ ଔଷଧଠାରୁ ବି ଅଧିକ ଉପକାରୀ…...
ବ୍ୟଙ୍ଗ ସାହିତ୍ୟର ମିଶ୍ରରାଗ
ସେ ଜଣେ ଅନନ୍ୟ ବ୍ୟଙ୍ଗକାର । ତହିଁରେ ଶିଶୁ ସାହିତ୍ୟ, କବିତା, ପ୍ରବନ୍ଧ, ଗଳ୍ପ, ଗବେଷଣାମୂଳକ ନିବନ୍ଧ, ଫିଚର, ରମ୍ୟରଚନା, ପରୀକ୍ଷାମୂଳକ ଉପନ୍ୟାସ, ଅନୁବାଦରେ ତାଙ୍କର ରହିଛି ଗଭୀର ପ୍ରବେଶ। ଲେଖକୀୟ ସତ୍ତାକୁ ଏକପାଖିଆ କରି ଚଳପ୍ରଚଳ ହେଉଥିବା ତାଙ୍କ...
ସକାଳୁ କ’ଣ କରିବା ଶୁଭ
କୁହାଯାଏ, ଯେଉଁଠାରେ ନକାରାତ୍ମକ ଊର୍ଜ୍ଜା ରହିଥାଏ, ସେଠାରେ କେବେ ବି ମା’ ଲକ୍ଷ୍ମୀ ବାସ କରନ୍ତି ନାହିଁ କି ସେଠି କୌଣସି ଉନ୍ନତି ହୋଇ ନଥାଏ। ତେଣୁ ବାସ୍ତୁଶାସ୍ତ୍ରରେ ଏମିତି କିଛି ସରଳ ଉପାୟ କୁହାଯାଇଛି, ଯାହାକୁ ପ୍ରତିଦିନ ସକାଳୁ...
ଦରମା ଟଙ୍କା ଘରକୁ ପଠାଇଥିଲି
କେନ୍ଦୁଝର ଜିଲା ତେଲକୋଇ ନିକଟସ୍ଥ ନୂଆଗାଁରେ ମୋର ଜନ୍ମ। ଉତ୍କଳ ବିଶ୍ୱବିଦ୍ୟାଳୟରେ ଇତିହାସରେ ଏମ୍.ଏ ପଢିବା ସମୟରେ ରେଳବାଇ ବିଭାଗରେ ଜୁନିୟର୍ କ୍ଲର୍କ ପାଇଁ ଇଣ୍ଟରଭ୍ୟୁ ଦେଇଥିଲି। ସେଥିରେ କୃତକାର୍ଯ୍ୟ ହେବାରୁ ୧୯୮୯ରେ ଚାକିରିରେ ଯୋଗଦେଲି। ପ୍ରଥମ ମାସ ୧୩୫୦...
ଗଛ ବି ବଦଳାଇ ଦେବ ଭାଗ୍ୟ
ଘରେ ଶାନ୍ତି ଓ ସୁଖସମୃଦ୍ଧି ବୃଦ୍ଧି କରିବାକୁ କାହାର ବା ଇଚ୍ଛା ନୁହେଁ। ସେଥିପାଇଁ କିଏ କେତେ ପ୍ରକାରର ବିଧିବିଧାନକୁ ଆପଣେଇଥାନ୍ତି। ହେଲେ ବାସ୍ତୁଶାସ୍ତ୍ର ଅନୁସାରେ, ଏମିତି ବି କେତେକ ଗଛ ଅଛି ଯାହାକୁ ଘରେ ଲଗାଇବା ଦ୍ୱାରା ଧନବୃଦ୍ଧି...
ଏହି କଥା ମାନିଲେ କେବେ ବି ରହବନି ଧନର ଅଭାବ
ମହାନ ପଣ୍ଡିତ, ଶିକ୍ଷକ, କୁଶଳୀ କୂଟନୀତିଜ୍ଞ, ରଣନୀତିଜ୍ଞ ତଥା ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ମାନବ ଜୀବନ ସହ ଜଡ଼ିତ ସମସ୍ତ ଦିଗ ବିଷୟରେ ବିସ୍ତୃତ ଭାବରେ ଉଲ୍ଲେଖ କରିଛନ୍ତି। କେବଳ ଜୀବନର ସମସ୍ତ ଦିଗ ନୁହେଁ ବରଂ...
Archives


