ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ
ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ ମଧ୍ୟରେ ଷଡ଼ାଷ୍ଟକ ଯୋଗ ସୃଷ୍ଟି ହେବା କାରଣରୁ ଅନେକ ରାଶି ଉପରେ ପ୍ରତିକୂଳ…
ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…
ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ କରନ୍ତି। ପ୍ରକୃତରେ ଏହା ଏକ ଆଶ୍ଚର୍ଯ୍ୟଜନକ କଥା। ଗୋଟିଏ ପଟେ କିଛି ଲୋକ…
ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍ ଅଫର୍, ଧନଲାଭ ଯୋଗ
ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି ନକ୍ଷତ୍ର ଗୋଚର ୨୪ ସେପ୍ଟେମ୍ୱର ସକାଳ ୫ଟା ବାଜି ୫୦ ମିନିଟରେ ହେବ।…
ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…
ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ ସମୟ ଧରି ପ୍ରଭାବ ପକାଇଥାଏ। ବର୍ଷ ୨୦୨୬ରେ ଶନି କୌଣସି ରାଶି ପରିବର୍ତ୍ତନ…
୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…
ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି, ତାହାର ପ୍ରଭାବ ସମସ୍ତ ୧୨ଟି ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ଭିନ୍ନ ଭିନ୍ନ ଭାବରେ…
ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ
ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ ନିଷ୍ପତ୍ତି ନେବାର ଶକ୍ତି ବୃଦ୍ଧି ପାଇବ। ବୁଧ ଗ୍ରହଙ୍କ ନକ୍ଷତ୍ର ଗୋଚର ବୃଷ,…
ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!
ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ ଭଳି ପ୍ରମୁଖ ପର୍ବ ପାଳନ କରାଯାଏ। ଏହାସହ ଦାନ-ପୁଣ୍ୟ କରିବାର ମଧ୍ୟ ପରମ୍ପରା…
ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା
ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ ଦହିହାଣ୍ଡି ପର୍ବ ଓ ଯୋଗମାୟା ଜୟନ୍ତୀ ମଧ୍ୟ ପାଳନ କରାଯିବ। ଜ୍ୟୋତିଷ ଅନୁସାରେ…
୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ
ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର ମାନ୍ୟତା ଅନୁସାରେ, କିଛି ଲୋକଙ୍କ ଜୀବନରେ ସଫଳତା ଅପେକ୍ଷାକୃତ ବିଳମ୍ବରେ ଆସେ। ବିଶେଷକରି…
ଜନ୍ମାଷ୍ଟମୀରେ ମହାସଂଯୋଗ କରିବ ମନି ମେକର୍, ୯ଟି ରାଶି ହେବ ଧନବାନ!
ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ କେବଳ ଧାର୍ମିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମଧ୍ୟ ଅତ୍ୟନ୍ତ ବିରଳ ଏବଂ ଶୁଭଙ୍କର। ୪ ସେପ୍ଟେମ୍ୱର ଶୁକ୍ରବାର ଜନ୍ମାଷ୍ଟମୀରେ ଗ୍ରହମାନଙ୍କ ଅବସ୍ଥିତି ଅନେକ ଶୁଭ ରାଜଯୋଗ ସୃଷ୍ଟି କରୁଛି। ଏହି…
ନବପଞ୍ଚମ ଯୋଗରେ ମାଲାମାଲ ହେବେ ସିଂହ ସମେତ ଏସବୁ ରାଶି: ଖୋଲିବ ଆୟର ଦ୍ୱାର, ଶନିବାରଠୁ…
ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୫ ସେପ୍ଟେମ୍ବର ସକାଳେ ଶୁକ୍ର ଓ ଚନ୍ଦ୍ରଙ୍କ ମଧ୍ୟରେ ଏକ ଶୁଭ ନବପଞ୍ଚମ ଯୋଗ ଗଠନ ହେବ। ଚନ୍ଦ୍ରମା ୫ ସେପ୍ଟେମ୍ବର ସକାଳ ୧୦ଟା ୧୯ ମିନିଟରେ ମିଥୁନ ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ…
ସେପ୍ଟେମ୍ୱର ୧୧ରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନରେ ଫିଟିଯିବ ଭାଗ୍ୟ, ୫ ରାଶିଙ୍କ ଉପରେ ଧନବର୍ଷା
ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ ଶୁକ୍ରବାର ରାତି ୧୧ଟା ୧୯ ମିନିଟରେ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଗ୍ରହଙ୍କର ସ୍ୱାତୀ ନକ୍ଷତ୍ରରେ ଗୋଚର ଫଳରେ ୫ଟି ରାଶି ଉପକୃତ ହେବେ। ବୈଦିକ ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହଙ୍କୁ ଧନ-ଐଶ୍ୱର୍ଯ୍ୟ…

