ଜୀବନଚର୍ଯ୍ୟା

କେମିତି ନେବେ ପ୍ରି-ୱେଡିଂ ସ୍କିନ୍‌ କେୟାର

ବିବାହ ଦିନ ସୁନ୍ଦର ଦେଖାଯିବା ପାଇଁ ହେଲେ ତ୍ୱଚାଠାରୁ ଆରମ୍ଭକରି କେଶ ପର୍ଯ୍ୟନ୍ତ ସବୁକିଛିର ବହୁ ପୂର୍ବରୁ ଯତ୍ନନେବାକୁ ହେବ। ଏଥିପାଇଁ କେଉଁ ସବୁ ଦିଗ ପ୍ରତି ଧ୍ୟାନ ଦେବେ ଜାଣିରଖନ୍ତୁ। ଫିଟ୍‌ନେସ୍‌କୁ ଠିକ୍‌ ରଖିବା ପାଇଁ ପ୍ରତିଦିନ ହାଲ୍‌କା ବ୍ୟାୟାମ…

ଜବ୍‌ ସହିତ କ୍ୟାରିୟର୍‌ ଗଢିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଅଧିକ ରୋଜଗାର କରିବା ଆଉ ନିଜ ପସନ୍ଦର କ୍ୟାରିୟର କରିବା, ଦୁଇଟା ଭିନ୍ନ କଥା। ସେଥିପାଇଁ ତ ଅନେକ ସମୟରେ ଚାକିରି କରିବା ପରେ ବି ପାଠପଢ଼ା ସରି ନ ଥାଏ। ଗୋଟିଏ ପଟେ କର୍ମକ୍ଷେତ୍ରର ଦାୟିତ୍ୱ ଅନ୍ୟପଟେ ପାଠପଢ଼ା ପାଇଁ…

ଭାରତରେ ନାଇଟ୍ରସ୍‌ ଅକ୍ସାଇଡ୍‌ ନିର୍ଗମନ

ଗ୍ଲୋବାଲ କାର୍ବନ ପ୍ରୋଜେକ୍ଟ ସଂସ୍ଥା ନିକଟରେ ଅଧ୍ୟୟନ କରି ପ୍ରକାଶ କରିଛି ଯେ, ପୃଥିବୀରେ ବାୟୁମଣ୍ଡଳକୁ ନାଇଟ୍ରସ ଅକ୍ସାଇଡ୍‌ର ଉତ୍ସର୍ଜନରେ ଭାରତ ହେଉଛି ଦ୍ୱିତୀୟ। ଏହାପରେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ଗ୍ୟାସ୍‌ କ’ଣ ଓ ଏହାର ଗୁରୁତ୍ୱକୁ…

ଆନିଭର୍ସାରିରେ ଲାଇଫ୍‌ ପାର୍ଟନର୍‌ଙ୍କୁ ଦିଅନ୍ତୁ ଏମିତି ଗିଫ୍ଟ…ହୋଇଯିବେ ଖୁସି

ବିବାହ ପରେ ପ୍ରଥମ ଆନିଭର୍ସାରିକୁ ମେମୋରେବଲ୍‌ କରିବାକୁ ଆଜିକାଲି ସବୁ କପଲଙ୍କର ଇଚ୍ଛା ରହିଛି । ତେଣୁ ଏହି ଦିନଟିକୁ କିପରି ସ୍ପେଶାଲ କରିବେ ଭାବିଭାବି ସମୟ ପଳାଏ, ହେଲେ ଡିସାଇଡ୍‌ କରିପାରନ୍ତିନି ଯେ କ’ଣ କରିବେ,କ’ଣ ସ୍ବାମୀଙ୍କୁ ଗିଫ୍ଟ ଦେବେ।…

ପିଲାଟିକୁ ଖାଦ୍ୟ ପ୍ରତି ଆଗ୍ରହ ସୃଷ୍ଟି କରାଇବାକୁ ଚାହୁଁଥିଲେ… ଆପଣାନ୍ତୁ ଏହି ଟିପ୍ସ

ପିଲାଟିକୁ ଜନ୍ମଦେବା ପରେ ତାହାର ଲାଳନପାଳନ ଦାୟିତ୍ୱ ମା’କୁ ହିଁ ନେବାକୁ ପଡ଼ିଥାଏ। କାରଣ ଶିଶୁଟିକୁ ଠିକ୍‌ ସମୟରେ ଖୁଆଇବା ସହ ତାହାର ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ୍‌ ହେବା ଉପରେ ଜନ୍ମଦାତ୍ରୀ ମା’କୁ ତୀକ୍ଷଣ ନଜର ରଖିବାକୁ ପଡ଼ିଥାଏ। ତେବେ ପିଲାଟିର…

କିଡ୍‌ନୀ ଫେଲ୍‌ ହେଲେ ଦେଖାଦିଏ ଏସବୁ ଲକ୍ଷଣ

କିଡ୍‌ନୀ ଏପରି ଏକ ଅଙ୍ଗ, ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ପ୍ରତିଶତ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ ସେ ସମ୍ପର୍କରେ କିଛି ଜଣାପଡ଼େନି। ପୁଣି ଅନେକ କ୍ଷେତ୍ରରେ ଗୋଟିଏ କିଡ୍‌ନୀ କାର୍ଯ୍ୟରହିତ…

ବାତ ବ୍ୟାଧିର ଉପଚାର

ମାନବ ଶରୀର ତ୍ରିଦୋଷ (ବାତ, ପିତ୍ତ, କଫ)ର ବିକୃତି କାରଣରୁ ବ୍ୟାଧି ଉତ୍ପନ୍ନ ହୁଏ। ବାତ ବିକୃତି କାରଣରୁ ପକ୍ଷାଘାତ (ପାରାଲିସିସ୍‌), ଆମବାତ (ରୁମାଟଏଡ୍‌ ଆଥର୍‌ରାଇଟିସ୍‌), ଆଣ୍ଠୁଗଣ୍ଠିବାତ (ଜଏଣ୍ଟପେନ୍‌), ଅପସ୍ମାର (ଇପିଲେପ୍‌ସି), କଟିଗ୍ରହ (ଲୁମ୍ବାର ସ୍ପଣ୍ଡିଲିସିସ୍‌), ଗ୍ରୀବାଗ୍ରହ (ସର୍‌ଭାଇକାଲ ସ୍ପଣ୍ଡିଲିସିସ୍‌), ଗୃଧ୍ରସୀ…

ଡାକ୍ତରୀ ଜୀବନ

ମଣିଷ ସୃଷ୍ଟିର ଇତିହାସ ଯେତେ ପୁରୁଣା, ହୁଏତ ସେତିକି ପୁରୁଣା ରୋଗୀ ଆଉ ଚିକିତ୍ସକଙ୍କ ମଧ୍ୟରେ ସମ୍ପର୍କ। ତେଣୁ ମୁନିଋଷି, ଦାର୍ଶନିକ, ରାଜା ମହାରାଜା, ଏପରିକି ଚିକିତ୍ସକମାନେ ମଧ୍ୟ ରୋଗୀ ଏବଂ ଚିକିତ୍ସକଙ୍କ ପାରସ୍ପରିକ ସମ୍ବନ୍ଧକୁ ନେଇ ବିଶେଷ ଆଲୋକପାତ କରିଯାଇଛନ୍ତି;…

ଏହି ୪ ଗୁଣ ମହିଳାଙ୍କ ଭିତରେ ଥିଲେ ଭାଗ୍ୟବାନ ହୁଅନ୍ତି ସ୍ବାମୀ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ମାଧ୍ୟମରେ ଚନ୍ଦ୍ରଗୁପ୍ତଙ୍କୁ ଅଖଣ୍ଡ ଭାରତର ସମ୍ରାଟ କରିଥିଲେ। ଯଦି ଜଣେ ବ୍ୟକ୍ତି ତାଙ୍କର ନୀତିକୁ ଅନୁସରଣ କରନ୍ତି ତେବେ ସେ ସୁଖରେ ଜୀବନ ଅତିବାହିତ କରିପାରିବେ। ସେଭଳି ଏକ ନୀତିରେ ଚାଣକ୍ୟ ମହିଳାମାନଙ୍କର ଗୁଣ ବିଷୟରେ…

ସୁଖ-ସମୃଦ୍ଧି ସହ ଏସବୁ ସମସ୍ୟାରୁ ମୁକ୍ତି ଦିଏ ଲୁଣ, ଜାଣନ୍ତୁ କ’ଣ କୁହେ ବାସ୍ତୁ…

ଲୁଣକୁ କେବଳ ଖାଦ୍ୟରେ ବ୍ୟବହାର କରାଯାଏ ତାହା ନୁହେଁ, ସୁଖ-ସମୃଦ୍ଧି ବୃଦ୍ଧି ହେଉ ଅବା ଶରୀରର ଥକାପଣକୁ ଦୂର କରିବାରେ ବି ଏହାର ଥାଏ ଅନେକ ଭୂମିକା। ଯେମିତିକି: ଲୁଣ ପାଣିରେ ଘର ପୋଛିଲେ ନକରାତ୍ମକ ଊର୍ଜ୍ଜା ନଷ୍ଟ ହୋଇ ଘରେ…

କେବଳ ଘରର ସୌନ୍ଦର୍ଯ୍ୟ ନୁହେଁ, ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍‌ ପ୍ଲାଣ୍ଟ, ଜାଣନ୍ତୁ…

ଇଣ୍ଡୋର୍‌ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି ବି କିଛି ଗଛ ରହିଛି ଯାହାକୁ ଘରେ ଲଗାଇଲେ ଐଶ୍ୱର୍ଯ୍ୟ ବୃଦ୍ଧି ହେବା ସହ…

ଘରକୁ ନାଶ କରିଦେବ ଏହି ଗଛର ଛାଇ, ସାଜିପାରେ ଅକାଳ ମୃତ୍ୟୁର କାରଣ

ବେଳେବେଳେ ଘର ନିର୍ମାଣ କରିବା ସମୟରେ ଆମ ଚାରିପାଖରେ ଉପସ୍ଥିତ ଜିନିଷ ପ୍ରତି ଧ୍ୟାନ ଦେଇନଥାଉ । ଏହି କାରଣରୁ,ଘରେ ନକାରାତ୍ମକ ଶକ୍ତି ବୃଦ୍ଧି ପାଇଥାଏ ଏବଂ ଘରେ ବାସ୍ତୁୁ ତ୍ରୁଟି ଦେଖାଦେଇଥାଏ। ବାସ୍ତୁୁ ଶାସ୍ତ୍ରରେ ଅନେକ ବେଦର ବର୍ଣ୍ଣନା ଅଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?