ଜୀବନଚର୍ଯ୍ୟା

ହ୍ୟାଣ୍ଡଲୁମ୍‌ ଫ୍ୟାଶନ: କମ୍ଫର୍ଟେବଲ୍‌ ସହ ମିଳିବ ଷ୍ଟାଇଲିଶ୍‌ ଲୁକ୍‌

ଗୋଟେ ପଟେ ଅସହ୍ୟ ଗରମ ତ ଆଉ ଗୋଟେ ପଟେ ଫ୍ୟାଶନ । କେଉଁଭଳି ଆଉଟ୍‌ଫିଟ୍‌ ବାଛିଲେ କମ୍ଫର୍ଟେବଲ୍‌ ଲାଗିବା ସହ ଷ୍ଟାଇଲିଶ୍‌ ଲୁକ୍‌ ବି ମିଳିବ ତାକୁ ନେଇ ଚିନ୍ତାରେ ଅନେକେ। ଆଉ ଏମିତିରେ ହ୍ୟାଣ୍ଡଲୁମ୍‌ର ଭଳିକି ଭଳି ଓ୍ବେଷ୍ଟର୍ନ…

ଆଜ୍‌ମା ପ୍ରତି ଯତ୍ନବାନ୍‌ ହେବା ଦରକାର

ଆମେ ସମ୍ମୁଖୀନ ହେଉଥିବା କେତେକ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ଆଜ୍‌ମା ଅନ୍ୟତମ। ଏହା ଏକ ଶ୍ୱାସଜନିତ ରୋଗ। ଆଜ୍‌ମା ଏଭଳି ଏକ ରୋଗ ଯାହା ଗୁରୁତର ଆକାର ଧାରଣକଲେ ଜୀବନନାଶକ ସାଜିବା ଯଥେଷ୍ଟ ଆଶଙ୍କା ରହିଛି। ଆଜ୍‌ମା ସମ୍ପର୍କରେ ଜନସଚେତନତା…

ସନ୍ତୁଳିତ ଡାଇବେଟିସ୍‌ ପାଇଁ ଆପଣାନ୍ତୁ ଏହି ଉପାୟ…

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ଯଦି ଜଟିଳ ଆକାର ଧାରଣ କରେ ଏବଂ ରକ୍ତରେ ସୁଗାର ପରିମାଣ ଅଧିକାଂଶ ସମୟ ଅସନ୍ତୁଳିତ ରହେ, ତେବେ ଏହାର ପ୍ରଭାବ…

ବିଳମ୍ବରେ ଉଠୁଥିଲେ ଶରୀରରେ ଦେଖାଦିଏ ଏହି ସମସ୍ୟା

ପ୍ରତିଦିନ ଭୋରରୁ ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ହେଲେ ଏପରି କିଛି ବ୍ୟକ୍ତି ଅଛନ୍ତି, ଯେଉଁମାନେ ରାତିରେ ଡେରିରେ ଶୋଇଥାନ୍ତି ଓ ସକାଳୁ ବହୁ ବିଳମ୍ବରେ ଉଠିଥାନ୍ତି। ‘ବିଳମ୍ବରେ ଉଠିବା ଅଭ୍ୟାସ ଏବଂ ଏହାର ଶରୀର ଉପରେ ପ୍ରଭାବ’ ଶୀର୍ଷକ ବିଷୟକୁ…

ଦୀପରୁ ଦୀପ କାହିଁକି ଲଗାଯାଏ ନାହିଁ…

ହିନ୍ଦୁ ଧର୍ମରେ ଦୀପ ଜଳାଇବାକୁ ନେଇ ଅନେକ ଧାର୍ମିକ ମହତ୍ତ୍ୱ ରହିଛି। ଦୀପ ଜଳାଇ ଯେହେତୁ ଆମେ ଦେବଦେବୀଙ୍କୁ ଆବାହନ କରିଥାଉ; ତେଣୁ ତାଙ୍କରି ଆଶୀର୍ବାଦରୁ ଗୃହରେ ଶାନ୍ତି, ସମୃଦ୍ଧି ଓ ସକାରାତ୍ମକ ଊର୍ଜା ଭରି ଯାଇଥାଏ। ସେଥିପାଇଁ ଶାସ୍ତ୍ରରେ କୁହାଯାଇଛି…

ଖରାଦିନେ ଶୋଇବା ପୂର୍ବରୁ କ’ଣ କଲେ ତ୍ୱଚା କରିବ ଗ୍ଲୋ, ଜାଣନ୍ତୁ ସେ ସମ୍ପର୍କରେ…

ଦିନଯାକର ପରିଶ୍ରମ ପରେ ଥକ୍କାପଣ ଯୋଗୁ ଅନେକେ ରାତିରେ ତ୍ୱଚାର ଠିକ୍‌ରେ ଯତ୍ନ ନ ନେଇ ସେମିତି ଶୋଇପଡ଼ନ୍ତି; ଯଦ୍ଦ୍ବାରା ତ୍ୱଚାର ଚମକ ଧୀରେ ଧୀରେ କମିବାକୁ ଲାଗେ। ତେଣୁ ରାତିରେ ବିଶେଷ କରି ଖରାଦିନେ ଶୋଇବା ପୂର୍ବରୁ କ’ଣ କଲେ…

ହିଟ ଓ୍ବେଭ ପାଇଁ ଡ୍ୟାମେଜ ହୋଇପାରେ ଲିଭର-କିଡ୍‌ନୀ

ନୂଆଦିଲ୍ଲୀ: ଆଜିକାଲି ଦିଲ୍ଲୀ-ନୋଏଡା ସମେତ ସମଗ୍ର ଦେଶରେ ଅତ୍ୟଧିକ ଗରମ ଅନୁଭୂତ ହେଉଛି। ଉତ୍ତାପ ବୃଦ୍ଧି ଯୋଗୁଁ ଉତ୍ତରପ୍ରଦେଶରେ ମଧ୍ୟ ୨ଜଣଙ୍କର ମତ୍ୟୁ ହୋଇଛି। ସୂଚନାଯୋଗ୍ୟ, ମେ’ ଆରମ୍ଭରେ ଅତ୍ୟଧିକ ଉତ୍ତାପ ଯୋଗୁଁ ଲୋକମାନଙ୍କ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଯଦି…

ଖରାଦିନେ ତ୍ୱଚାର ଯତ୍ନ ନେବେ କିପରି: ଏହି ଟିପ୍ସ ଆପଣାନ୍ତୁ

ପ୍ରବଳ ଖରା ତ୍ୱଚା ଲାଗି କ୍ଷତିକାରକ। ଗ୍ରୀଷ୍ମଋତୁରେ ଏହାକୁ କିପରି ମୁଲାୟମ ତଥା ଆକର୍ଷଣୀୟ ରଖିବେ ସେ ନେଇ କେତୋଟି ଟିପ୍ସ… ଖରା ଏବଂ ପ୍ରଦୂଷଣ ଏହି ଦୁଇଟି ତ୍ୱଚା ଲାଗି ସବୁଠାରୁ ବଡ଼ ଶତ୍ରୁ। କିନ୍ତୁ ଅଫିସ୍‌ ଯିବାର ଥିଲେ…

ଗ୍ରୀଷ୍ମରେ କେମିତି ରହିବେ ଫିଟ୍‌: ଆପଣାନ୍ତୁ ଏହି ଫିଟ୍‌

”ଗ୍ରୀଷ୍ମଋତୁରେ ସବୁବେଳେ ଶରୀରରେ ଜଳୀୟ ଅଂଶକୁ ସନ୍ତୁଳିତ ରଖୁଥିବା ଖାଦ୍ୟ ଖାଆନ୍ତୁ। ବିଶେଷଭାବରେ ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ, ତଟକା ଫଳମୂଳ ଖାଆନ୍ତୁ। କାରଣ ଏଗୁଡ଼ିକରେ ଜଳୀୟ ଅଂଶ ଭରପୂର ହୋଇ ରହିଥାଏ।“ ବର୍ଷତମାମ ବିଭିନ୍ନ ଋତୁ ମଧ୍ୟରେ ବିଶେଷଭାବରେ ଗ୍ରୀଷ୍ମଋତୁରେ…

ମହାକାଶରେ ଶିବ-ଶକ୍ତି

ଭାରତୀୟ ଧର୍ମ ସଂସ୍କୃତିରେ ଶିବ ହେଲେ ମଙ୍ଗଳମୟ ଦେବାଧିଦେବ ମହାଦେବ ଏବଂ ଶକ୍ତି ସୂଚିତ କରେ ତାଙ୍କ ସଙ୍ଗିନୀ ତଥା ଶକ୍ତିର ପ୍ରତୀକ ଶକ୍ତିସ୍ବରୂପିଣୀ ମା’ ଦୁର୍ଗାଙ୍କୁ। ଏହି ଦ୍ୱୟ ଏକତ୍ର ସୃଷ୍ଟିର ମୂଳ ପିଣ୍ଡ ବୋଲି ବିଚାର କରାଯାଏ। ଏହି…

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ ଏଭଳି ସମୟରେ ଏ ନେଇ କେତେକ ବିଷୟରେ ଜନସାଧାରଣ ଜାଣିବା ନିହାତି ଦରକାର। ବିଶେଷଭାବରେ…

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ କଲେ ସଫଳ ହେବାଠାରୁ କେହି ବି ରୋକି ପାରିବେ ନାହିଁ। ଚାଣକ୍ୟ କହିଛନ୍ତି ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?