ଆବେଲ ପୁରସ୍କାର-୨୦୨୪
ଗଣିତ ପାଇଁ ଏକ ଶ୍ରେଷ୍ଠ ଅନ୍ତର୍ଜାତୀୟ ପୁରସ୍କାର ହେଉଛି ଆବେଲ ପୁରସ୍କାର। ନରଓ୍ବେର ବିଖ୍ୟାତ ଗଣିତଜ୍ଞ ବିଲ୍ସ ହେରେନିକ୍ ଆବେଲଙ୍କ ନାମାନୁସାରେ ଏହା ନାମିତ ହୋଇଛି। ଆବେଲଙ୍କ ଦ୍ୱିଶତ ଜନ୍ମବାର୍ଷିକୀ ଉପଲକ୍ଷେ ନରଓ୍ବେ ସରକାର ଏହାକୁ ୨୦୦୨ ମସିହାରେ ସ୍ଥାପିତ କରିଛନ୍ତି…
ଚନ୍ଦ୍ରରେ ଜଳ
ପ୍ରଖ୍ୟାତ ଇଟାଲୀୟ ଜ୍ୟୋତିର୍ବିଜ୍ଞାନୀ ଗାଲିଲିଓ ୧୬୦୯ ମସିହାରେ ପ୍ରଥମେ ଦୂରବୀକ୍ଷଣ ଯନ୍ତ୍ର ଜରିଆରେ ଚନ୍ଦ୍ରକୁ ନିରୀକ୍ଷଣପୂର୍ବକ ଏହା ପୃଷ୍ଠର ପର୍ଯ୍ୟବେକ୍ଷଣ କରିଥିଲେ। ସେ ଚନ୍ଦ୍ରପୃଷ୍ଠରେ ଅନେକ ବିସ୍ତୀର୍ଣ୍ଣ ଅନ୍ଧକାରାଚ୍ଛନ୍ନ ଅଞ୍ଚଳ ଲକ୍ଷ୍ୟ କରିଥିଲେ। ସେସବୁକୁ ସେ ଚନ୍ଦ୍ରର ସମୁଦ୍ର ବୋଲି ଧରି…
ଘରର ଉନ୍ନତି କରୁଥିବା ବୃକ୍ଷ: ଲଗାଇବା ଅତ୍ୟନ୍ତ ଶୁଭ, ହେବ ଐଶ୍ୱର୍ଯ୍ୟ ବୃଦ୍ଧି
ବାସ୍ତୁଶାସ୍ତ୍ର ଅନୁଯାୟୀ ଏମିତି ବି କିଛି ବୃକ୍ଷଲତା ରହିଛି ଯାହାକୁ ଘର ଅଗଣାରେ ହେଉ ଅଥବା ବାଡ଼ି ବଗିଚାରେ ଲଗାଇଲେ ଘରର ଉନ୍ନତି ହେବା ସହ ଶୁଭଫଳ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି.. * ତୁଳସୀ ଗଛକୁ ପବିତ୍ରତାର ପ୍ରତୀକ…
ପିଲାଙ୍କୁ କେତେ ବୟସରେ ବ୍ରଶ କରାଇବା କଥା ତାହା ଜାଣନ୍ତି ନାହିଁ ୯୦ ପ୍ରତିଶତ ମାତାପିତା
ନୂଆଦିଲ୍ଲୀ: ଯଦି ଆପଣଙ୍କର ୬ମାସର ଶିଶୁର ପାଟିରେ ଏକ ଦାନ୍ତ ଉଠିଛି ଏବଂ କେହି ଆପଣଙ୍କୁ ପ୍ରତିଦିନ ବ୍ରଶ ସାହାଯ୍ୟରେ ଶିଶୁର ଦାନ୍ତ ସଫା କରିବାକୁ କୁହନ୍ତି । ସେତେବେଳେ ଆପଣ ଅନୁଭବ କରିବ ଯେ ସେ ନିଶ୍ଚୟ ଭାବେ ଭୁଲ…
୫୪ ବର୍ଷ ପରେ ପୂର୍ଣ୍ଣ ସୂର୍ଯ୍ୟପରାଗ: ଏହି ୩ ରାଶିର ଚମକିବ ଭାଗ୍ୟ
ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ୮ ଏପ୍ରିଲ ୨୦୨୪ରେ ପଡିବ। ହିନ୍ଦୁ ଧର୍ମରେ ସୂର୍ଯ୍ୟପରାଗକୁ ବହୁ ମାନ୍ୟତା ଦିଆଯାଏ। ଏହି ସୂର୍ଯ୍ୟପରାଗ ରେବତୀ ନକ୍ଷତ୍ର ଏବଂ ମୀନ ରାଶିରେ ଲାଗିବ। ଏହା ରାତି ୯.୧୨ରୁ ଆରମ୍ଭ ହୋଇ ସକାଳ ୧.୨୫ରେ ଶେଷ…
କଦାପି ଏହି ୪ ସ୍ବଭାବର ବ୍ୟକ୍ତିଙ୍କୁ ନିଜ ଘରକୁ ଡାକନ୍ତୁ ନାହିଁ, ପଶ୍ଚାତାପ କରିବେ; ଜାଣନ୍ତୁ ଏଭଳି କାହାକୁ କହିଛନ୍ତି ଚାଣକ୍ୟ…
କଥାରେ ଅଛି ‘ଅତିଥି ଦେବୋ ଭବଃ’। ଅର୍ଥାତ ଅତିଥି ହେଉଛନ୍ତି ଭଗବାନଙ୍କ ସ୍ବରୂପ। କୁହାଯାଏ ଯେ ଭଗବାନ ଯେକୌଣସି ସମୟରେ ଯେକୌଣସି ରୂପରେ ଆସିପାରନ୍ତି। ହିନ୍ଦୁ ରୀତିନୀତିରେ ଅତିଥିମାନଙ୍କୁ ସମ୍ମାନ ମିଳିଥାଏ। ହେଲେ ଚାଣକ୍ୟ ତାଙ୍କ ନୀତିରେ କହିଛନ୍ତି ଯେ ସମସ୍ତ…
‘ଏସ୍’ ନାମଧାରୀ ବ୍ୟକ୍ତିଙ୍କ ଏଭଳି ହୋଇଥାଏ ସ୍ବଭାବ, ଯେଉଁ କାମ କରନ୍ତି…
ନାମର ପ୍ରଥମ ଅକ୍ଷର ବ୍ୟକ୍ତିର ପ୍ରକୃତି ଏବଂ ବ୍ୟକ୍ତିତ୍ୱ ଉପରେ ପ୍ରଭାବ ପକାଇଥାଏ। କିଛି ଅକ୍ଷର ଏପରି ଥାଏ, ଆମ ଆଖପାଖରେ ଅନେକ ନାମ ସେଭଳି ଶୁଣାଯାଏ, କିନ୍ତୁ କିଛି ଅକ୍ଷର ଏପରି ଥାଏ ଯାହା ବହୁତ କମ ଶୁଣାଯାଏ। ଯଦି…
ଦରିଦ୍ର କରିଦିଏ ଏହି ୬ ଅଭ୍ୟାସ, ଆପଣଙ୍କର ନାହିଁ ତ? ଜାଣନ୍ତୁ କ’ଣ କହିଛନ୍ତି…
ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…
ସୁସ୍ଥ ସ୍ବାସ୍ଥ୍ୟର ଚାବିକାଠି
ସୁସ୍ଥ ରହିବାକୁ କିଏ ବା ନ ଚାହେଁ? ତେବେ ଏହା ପଛରେ ରହିଛି ଅନେକ କାରଣ। ତନ୍ମଧ୍ୟରୁ ଏକ ସହଜ ତଥା ସରଳ ଉପାୟ ହାତପାଆନ୍ତାରେ ରହିଛି। ସେ ସମ୍ପର୍କରେ ଜାଣିବାକୁ ଚେଷ୍ଟା କରିଥିଲେ ରବର୍ଟ୍ ବେନ୍ସନ୍। ଆମେରିକାସ୍ଥିତ ହାର୍ଭାର୍ଡ ମେଡିକାଲ…
ହୋଲି ଓ ଜୈବ ପ୍ରାକୃତିକ ରଙ୍ଗ
ଆମେ ପାଳନ କରୁଥିବା ପ୍ରମୁଖ ପର୍ବପର୍ବାଣି ମଧ୍ୟରେ ହୋଲି ଅନ୍ୟତମ। ରଙ୍ଗର ଏହି ପର୍ବ ଆମ ଦେଶରେ ବେଶ୍ ଜାକଜମକରେ ପାଳନ କରାଯାଏ। ଏବେ ଆମେ ପ୍ରାକୃତିକ ଔଷଧୀୟ ଫଗୁ ବଦଳରେ ବିଷାକ୍ତ, ଅସ୍ବାସ୍ଥ୍ୟକର ତଥା ମାରାତ୍ମକ ରାସାୟନିକ ରଙ୍ଗ ବ୍ୟବହାର…
ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ: ହୋଲିରେ କ’ଣ ରହିବ ପ୍ରଭାବ? ଏ ସବୁ ରାଶିର ଲୋକଙ୍କ ପାଇଁ ହେବ ଶୁଭ
୨୦୨୪ ମାର୍ଚ୍ଚ ୨୫ରେ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ପଡ଼ୁଛି। ତେବେ ଏହାଭାରତକୁ ଦୃଶ୍ୟମାନ ହେବ ନାହିଁ, ବା ଏହାର କୌଣସି ପ୍ରଭାବ ଦେଖାଯିବ ନାହିଁ । ଯେଉଁ କାରଣରୁ ଏହା ପାଳନ ହେବ ନାହିଁ। ହୋଲିରେ ମଧ୍ୟ କୌଣସି ପ୍ରଭାବ ପଡ଼ିବ…
ହୋଲି ପୂର୍ବରୁ ତୁରନ୍ତ ଘରୁ କାଢ଼ି ଦିଅନ୍ତୁ ଏସବୁ, ଧନ-ସମୃଦ୍ଧିରେ ଉପୁଜିବ ବାଧା
ଏମିତି କିଛି ଜିନିଷ ରହିଛି; ଯାହାକୁ ଘରେ ରଖିଲେ ବାସ୍ତୁଦୋଷ ଉପୁଜିବା ସହ ନକାରାତ୍ମକ ଊର୍ଜା ବଢ଼ିଥାଏ। ସେଥିପାଇଁ ଏହି ଜିନିଷଗୁଡ଼ିକୁ ତୁରନ୍ତ ଘରୁ କାଢ଼ିଦେବା ଦରକାର। ଯଦି କାଢ଼ି ନାହାନ୍ତି, ତା’ହେଲେ ହୋଲି ପୂର୍ବରୁ ଏସବୁକୁ ଘରୁ କାଢ଼ି ଦିଅନ୍ତୁ……

