ଜୀବନଚର୍ଯ୍ୟା

କଦାପି ଏହି ୩ ପ୍ରକୃତିର ଲୋକଙ୍କ ସହାୟତା କରନ୍ତୁ ନାହିଁ; ମାନସମ୍ମାନ ହାନି ସହ ଅସୁବିଧାରେ…

ମହାନ କୁଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରକୁ ନେଇ ପ୍ରସିଦ୍ଧ। ସେ ରାଜନୀତି ସହ ଅର୍ଥଶାସ୍ତ୍ରରେ ବିଶାରଦ ଥିଲେ। ସାମାଜିକ ବିଷୟବସ୍ତୁ ଉପରେ ମଧ୍ୟ ସେ ନିଜର ମତ ରଖୁଥିଲେ। ଆଜିବି ଚାଣକ୍ୟଙ୍କ ନୀତିକୁ ଅନୁସରଣ କଲେ ଜଣେ ମନୁଷ୍ୟ ଜୀବନରେ…

ଆପଣ ଥାଇରଏଡ ସମସ୍ୟାରେ ପୀଡ଼ିତ କି? ଭୁଲ୍‌ରେ ବି ଖାଆନ୍ତୁ ନାହିଁ ଏହି ୫ ଜିନିଷ…

ଶରୀରରେ ଥାଇରକ୍ସିନ ନାମକ ହରମୋନ କ୍ଷରଣ ଅନିୟମିତ ହେଲେ ଲୋକମାନେ ଥାଇରଏଡ ସମସ୍ୟାରେ ପୀଡ଼ିତ ହୁଅନ୍ତି। ଅସନ୍ତୁଳିତ ଖାଦ୍ୟପେୟ ଏବଂ ଜୀବନଶୈଳୀ କାରଣରୁ ସବୁଠାରୁ ଅଧିକ ଲୋକ ଏହି ରୋଗଗ୍ରସ୍ତ ହୁଅନ୍ତି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମୁତାବକ ଏହି ରୋଗ ପୁରୁଷମାନଙ୍କ ତୁଳନାରେ…

ପ୍ରତ୍ୟେହ ମୁଖ୍ୟଦ୍ୱାରରେ ଶୁଭ କଳସ ରଖୁଛନ୍ତି କି? ଘରର ମଙ୍ଗଳ ହେବା ଲାଗି ନିଶ୍ଚିତ ମାନନ୍ତୁ ଏସବୁ ନିୟମ…

କୁହାଯାଏ, ଘରୁ ବାହାରିବା ସମୟରେ ଶୁଭ କଳସ ବା ଜଳପୂର୍ଣ୍ଣ କୁମ୍ଭ ଦେଖିକରି ଯିବାଦ୍ୱାରା କାର୍ଯ୍ୟସିଦ୍ଧି ହୋଇଥାଏ। ସେଥିପାଇଁ ଅନେକେ ଘରର ମୁଖ୍ୟଦ୍ୱାର ନିକଟରେ ଶୁଭ କଳସ ସ୍ଥାପନ କରିଥାନ୍ତି। ତେବେ ଏହି ଶୁଭ କଳସ ରଖିବାକୁ ନେଇ ମଧ୍ୟ କିଛିଟା…

ଏହି ୭ ଜିନିଷ ପବିତ୍ର; ଖାଇବା ପରେ ବି କରିପାରିବେ ପୂଜାପାଠ, ଲାଗିବନି ପାପ…

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଏକାଧିକ ସମସ୍ୟା ଓ ତାର ସମାଧାନ ବିଷୟରେ ବର୍ଣ୍ଣନା କରିଛନ୍ତି। ସେଥିମଧ୍ୟରେ ସଫା-ସୁତୁରା ଏବଂ ପବିତ୍ରତାକୁ ନେଇ ଚାଣକ୍ୟ ଅନେକ ନୀତି ବିଷୟରେ ଉଲ୍ଲେଖ କରିଛନ୍ତି। ସେ କୁହନ୍ତି ଏଭଳି…

ରାଶି ଅନୁଯାୟୀ ଜାଣନ୍ତୁ ‘ଲଭ୍‌ ଲାଇଫ୍‌’: କାହାକୁ ମିଳେ ଧୋକା? କିଏ ଏକାଧିକ ଥର ପ୍ରେମରେ ପଡ଼ନ୍ତି…

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମନୁଷ୍ୟର ବ୍ୟବହାର ତାର ରାଶି ଅନୁଯାୟୀ ଜଣାପଡ଼ିଥାଏ। ସବୁ ରାଶିର ଗୁଣ-ଦୋଷ ଭିନ୍ନଭିନ୍ନ ଥାଏ। କିଛି ରାଶିର ବ୍ୟକ୍ତି ଅତ୍ୟନ୍ତ କ୍ରୋଧି ସ୍ବଭାବର ହୋଇଥିବା ବେଳେ କିଛି ହୃଦୟବାନ(ପ୍ରେମୀ ସ୍ବଭାବର) ହୋଇଥାନ୍ତି। ଆସନ୍ତୁ ଜାଣିବା ରାଶି ଅନୁଯାୟୀ…

ମଣିଷ ଚିହ୍ନିବାରେ ଭୁଲ କରିଦେଇଥିବାରୁ କରୁଛନ୍ତି କି ପଶ୍ଚାତାପ? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ଏହି ୪ କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହୋଇଥିଲେ ହେଁ ଯିଏ ତାହା କରିପାରନ୍ତି ତାଙ୍କର ଜୀବନ ସୁଖମୟ ହୋଇଥାଏ। ସେଥିରୁ ଗୋଟିଏ ହେଲା ମଣିଷ ଚିହ୍ନିବା। ଆଜିର ବ୍ୟସ୍ତବହୁଳ…

ସପ୍ତରଙ୍ଗ ରହସ୍ୟ

ବାହାରେ ବୁଲିବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗେ। ବୁଲିବା ନିମନ୍ତେ ଭଲ ଖରାପ ଲାଗିବା ପାଇଁ ସମୟ ଉପରେ ନିର୍ଭର କରିଥାଏ। ଯଦି ବର୍ଷା ଅଳ୍ପ ଅଳ୍ପ ହେଉଥିବା ସମୟରେ ସୂର୍ଯ୍ୟର କିରଣ ପଡ଼ିଥିବ, ତାହେଲେ ଆମକୁ ଆହୁରି ଭଲ ଲାଗେ।…

ଫ୍ୟାଟ୍‌ ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ…

ଅସନ୍ତୁଳିତ ଖାଦ୍ୟପେୟ ପାଇଁ ଅନେକେ ବିଭିନ୍ନ ପ୍ରକାର ରୋଗ ଦ୍ୱାରା ଆକ୍ରାନ୍ତ ହେଉଛନ୍ତି। ଆଜିକାଲି ଆମେ ଯଦି ନିଜର ଖାଦ୍ୟ ପ୍ରତି ସତର୍କ ରହିବା ତେବେ କେତେକ ରୋଗଠାରୁ ନିଜକୁ ଦୂରେଇ ରଖିପାରିବା। ବିଶେଷଭାବରେ ଅଧିକ ଫ୍ୟାଟ୍‌ ଜାତୀୟ ଖାଦ୍ୟ ପରବର୍ତ୍ତୀ…

ଅସ୍ଥିକୁ ମଜଭୁତ ରଖେ ସଜନା ଶାଗ

ସଜନା ଶାଗରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଯଥା-କ୍ୟାଲ୍‌ସିୟମ୍‌, ପୋଟାସିୟମ୍‌, ଆଇରନ୍‌, ଭିଟାମିନ୍‌-ଏ, ସି ଏବଂ ଇ ଭରି ରହିଛି। ନିୟମିତ ସଜନା ଶାଗ ଖାଇଲେ ଏଥିରେ ଥିବା କ୍ୟାଲସିୟମ ତତ୍ତ୍ୱ ଅସ୍ଥିକୁ ମଜଭୁତ ରଖିବାରେ ଅନେକାଂଶରେ ସହାୟକ ହୋଇଥାଏ। ଏଥିରେ ଆଉ…

ଥାଲାସିମିଆ: କାରଣ, ପ୍ରତିକାର

”ଥାଲାସିମିଆ ରୋଗୀର କମିଯାଏ ହେମୋଗ୍ଲୋବିନ୍‌ର ମାତ୍ରା ଓ ଲୋହିତ ରକ୍ତକୋଷିକାଗୁଡ଼ିକର ସଂଖ୍ୟା। ଲୋହିତ ରକ୍ତକୋଷିକାଗୁଡ଼ିକ ଛୋଟଛୋଟ ହୋଇଯାଆନ୍ତି। ନର୍ମୋବ୍ଲାଷ୍ଟ ନାମକ ଅବିକଶିତ ଲୋହିତ ରକ୍ତକୋଷିକାଗୁଡ଼ିକର ସଂଖ୍ୟା ବଢ଼ିଯାଏ। ବଢ଼ିଯାଏ ‘ଫିଟାଲ ହେମୋଗ୍ଲୋବିନ୍‌’ ବା ‘ହେମୋଗ୍ଲୋବିନ୍‌-ଏଫ୍‌’ର ମାତ୍ରା। ‘ଏଚ୍‌ପିଏଲ୍‌ସି’ ନାମକ ଏକ ଅତ୍ୟାଧୁନିକ…

ବ୍ଲାକ କଫି ପିଉଛନ୍ତି କି, ହୋଇଯାନ୍ତୁ ସାବଧାନ

ଏସିଡିଟି ବଢ଼ାଇଥାଏ: କଫିରେ ଅମ୍ଳ ପରିମାଣ ଅଧିକ। ତେଣୁ ଅଧିକ କଫି ପିଇବା ଦ୍ୱାରା ଏସିଡିଟି, ଛାତି ଜଳିବା, ପିଏଚ୍‌ ବାଲାନ୍ସ ଅସନ୍ତୁଳିତ ହେବା, ବଦହଜମୀ ହେବା ସହ ହାଡ଼ ଏବଂ ଜଏଣ୍ଟରେ ଯନ୍ତ୍ରଣା ହେବା ଆଦି ସମସ୍ୟା ଦେଖାଦେଇଥାଏ। ଉପୁଯାଏ…

ମହାଶିବରାତ୍ରୀରେ କ’ଣ କଲେ ଶୁଭ, ଜାଣି ରଖନ୍ତୁ…

ମହାଶିବରାତ୍ରୀରେ ଭଗବାନ ଶିବଙ୍କୁ ପବିତ୍ର ମନରେ ଆରାଧନା କଲେ ପ୍ରଭୁକୃପା ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି। ହେଲେ ଜାଣନ୍ତି କି ଏମିତି ବି କିଛି ଖାସ୍‌ କାର୍ଯ୍ୟ ରହିଛି; ଯାହାକୁ ଏହି ପବିତ୍ର ଦିନରେ କଲେ ଘରେ ସୁଖସମୃଦ୍ଧି ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?