ଜୀବନଚର୍ଯ୍ୟା

ଘରେ ବୁଢ଼ିଆଣୀ ଜାଲ ଅଛି କି?

  ଘରକୁ କିଛିଦିନ ସଫାସୁତୁରା ନ କଲେ ଘରେ ଧୂଳିମଳି ଜମିବା ସହ କାନ୍ଥରେ ବୁଢ଼ିଆଣୀ ଜାଲ ହୋଇଯାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ବୁଢ଼ିଆଣୀ ଜାଲ ବି ଘର ପାଇଁ ଅନେକ ସମସ୍ୟା ନେଇ ଆସିଥାଏ। ପ୍ରଥମତଃ ଘରେ ନକାରାତ୍ମକ ଊର୍ଜାର…

ବିବାହ କରିବାକୁ ଯାଉଛନ୍ତି କି? ଜୀବନସାଥୀଙ୍କ ବିଷୟରେ ଜାଣିନିଅନ୍ତୁ ଏହି ୫ କଥା, ନଚେତ…

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା ଲାଗି ମଧ୍ୟ ବହୁତ ସହାୟକ ହୋଇଥାଏ। ଚାଣକ୍ୟ ନୀତିରେ ଗୃହସ୍ଥ ଜୀବନର ଛୋଟରୁ ବଡ଼…

ଜାଣନ୍ତି କି ମଣିଷର ହାତ ଲାଲ୍‌ ଆଉ ଶିରା କାହିଁକି ନୀଳ

ଆମ ଶରୀର ମଧ୍ୟ ଏକ ପଜଲଠାରୁ କମ୍‌ ନୁହେଁ। ଶରୀରରେ ଏପରି ଅନେକ ଜିନିଷ ଦେଖିଥିବେ ଯାହା ସାଧାରଣ ଦେଖାଯାଏ, କିନ୍ତୁ ଏହା ପଛରେ ଥିବା ତର୍କଟି ଅଲଗା ଏବଂ ଆଶ୍ଚର୍ଯ୍ୟଜନକ। ଆପଣ କେବେ ନିଜ ହାତରେ ଥିବା ଶିରାକୁ ଲକ୍ଷ୍ୟ…

ଏହି ୪ ପ୍ରକୃତିର ଲୋକଙ୍କ ସହ ମିଶିଲେ ହୋଇଯିବେ ବରବାଦ; ସର୍ପଠାରୁ ବି ଏମାନେ ଭୟଙ୍କର…

ଜଣେ ମହାନ ରାଜନେତା ଭାବରେ ବିବେଚିତ ହୋଇଥିବା ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ବିଷୟରେ ଉଲ୍ଲେଖ କରିଛନ୍ତି। ସେଥିରୁ ଗୋଟିଏ ଶ୍ଳୋକରେ ଜଣେ ବ୍ୟକ୍ତି କିଭଳି ଏବଂ କେଉଁ ପରିସ୍ଥିତିରେ ନଷ୍ଟ ହୋଇଯାଏ ବୋଲି…

ମଣିଷ ଚିହ୍ନିବାରେ ଭୁଲ ଯୋଗୁ ପଶ୍ଚାତାପ କରୁଛନ୍ତି କି? ମନେ ରଖନ୍ତୁ ଚାଣକ୍ୟଙ୍କ ଏହି ୪ କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ବର୍ଣ୍ଣନା କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହେଲେ ହେଁ ଯିଏ ତାହା କରିପାରିଛନ୍ତି ଜୀବନ ସୁଖମୟ ହୋଇଥାଏ। ସେଥିରୁ ଗୋଟିଏ ହେଲା ମଣିଷ ଚିହ୍ନିବା। ଆଜିର ବ୍ୟସ୍ତବହୁଳ ସମୟରେ ମଣିଷ ଚିହ୍ନିବାରେ…

ହୃତ୍‌ପିଣ୍ଡକୁ ରଖନ୍ତୁ ସୁସ୍ଥ

ଏବେ ସାରା ପୃଥିବୀରେ ହୃଦ୍‌ରୋଗ ହିଁ ସବୁଠାରୁ ବଡ଼ ସମସ୍ୟା ସୃଷ୍ଟି କରିଛି ଏବଂ ଏହା ସବୁଠାରୁ ବଡ଼ ଘାତକ ରୋଗ ଭାବରେ ମଧ୍ୟ ଚିହ୍ନିତ ହୋଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ତଥ୍ୟ ଅନୁଯାୟୀ ପ୍ରତିବର୍ଷ ପ୍ରାୟ ୧କୋଟି ୭୦ ଲକ୍ଷରୁ…

ନିଦ୍ରାହୀନତାରୁ ହୃଦ୍‌ରୋଗ

ହୃଦ୍‌ରୋଗ ପଛରେ ଅନେକ କାରଣ ରହିଛି। ରକ୍ତ ସଞ୍ଚାଳନରେ ବାଧା, ମେଦବହୁଳତା ଏପରିକି ରକ୍ତରେ ଶର୍କରା ପରିମାଣ ଦୀର୍ଘଦିନ ଧରି ଅସନ୍ତୁଳିତ ରହିଲେ ଏଭଳି ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ତେବେ ଏହି ତାଲିକାରେ ଆଉ ଏକ କଥା ଯୋଡ଼ାଯାଇଛି। ହୃଦ୍‌ରୋଗ…

ଏ ବର୍ଷର ସ୍ଲୋଗାନ

ପ୍ରତିବର୍ଷ ସେପ୍ଟେମ୍ବର ୨୯ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହୃତ୍‌ପିଣ୍ଡ ଦିବସ’ ବା ଓ୍ବାଲର୍‌ଡ ହାର୍ଟ ଡେ। ତେବେ ଏହି ଅବସରରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରତ୍ୟେକ ବର୍ଷ ଏକ ସ୍ଲୋଗାନ ଘୋଷଣା କରାଯାଏ। ସେହି ଅନୁସାରେ ଏବର୍ଷର ସ୍ଲୋଗାନ…

ନିଜ ହାତରେ ନିୟନ୍ତ୍ରଣ

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ କେବଳ ମସ୍ତିଷ୍କକୁ କ’ଣ ଶରୀରର କୌଣସି ଅଙ୍ଗ କାର୍ଯ୍ୟକ୍ଷମ ହୋଇପାରିବ ନାହିଁ। ମାତ୍ର…

ଖାଲି ପ୍ରେମ ନୁହେଁ; ପୁରୁଷସାଥୀଙ୍କ ଭିତରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା…

ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷ ଲୋଡା। ବିଶେଷକରି ମହିଳାମାନେ ନିଜ ସାଥୀଙ୍କଠାରୁ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ ଦେଖନ୍ତି ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଯେପରିକି: ନମ୍ରତା: ମହିଳାମାନେ ସାଥୀଙ୍କ ଭିତରେ ନମ୍ରତା…

ଆପଣଙ୍କ ନାମ ଏହି ୪ ଅକ୍ଷରରୁ ଆରମ୍ଭ କି? ପାଇବେ ମନଲାଖି ଜୀବନସାଥୀ, ଇର୍ଷା କରିବେ ଅନେକ

ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ନାମର ପ୍ରଥମ ଅକ୍ଷରର ମାନ୍ୟତା ଅଧିକ। ହିନ୍ଦୁ ଧର୍ମରେ ଜାତକ ଅନୁଯାୟୀ ନାମକରଣ କରାଯାଇଥାଏ। ନାମର ପ୍ରଥମ ଅକ୍ଷରରୁ ବ୍ୟକ୍ତିର ସ୍ବଭାବ, କ୍ୟାରିୟର ଏବଂ ବିବାହ ସହ ଜଡ଼ିତ ନାନାଦି ବିଷୟରେ ଜଣାପଡ଼ିଥାଏ। କିଛି ଏପରି ଅକ୍ଷର ରହିଛି,…

ଉଚ୍ଚ ରକ୍ତଚାପ ସମସ୍ୟାରେ ପୀଡ଼ିତ କି? ଏଭଳି ସେବନ କରନ୍ତୁ ମେଥି

ଆଜିର ସମୟରେ ଅନିୟମିତ ଦିନଚର୍ଯ୍ୟା ବିଭିନ୍ନ ପ୍ରକାର ରୋଗର କାରଣ ପାଲଟୁଛି। ସେଥିରୁ ଗୋଟିଏ ହେଲା ଉଚ୍ଚ ରକ୍ତଚାପ। ସାଧାରଣତଃ ମୋଟାପଣ ଏବଂ ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁ ଏଭଳି ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଥାଏ। ଏହାର କୌଣସି ଲକ୍ଷଣ ଦେଖାଯାଉ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?