ଜାମୁକୋଳିର ଉପକାରିତା
ଜାମୁକୋଳିରେ ଭିଟାମିନ୍ ସି ଏବଂ ଆଇରନ୍ର କିଛି ମାତ୍ରା ରହୁଥିବାରୁ ଏହା ଶରୀରରେ ହିମୋଗ୍ଲୋବିନର ସ୍ତରକୁ ବଢାଇବାରେ ବେଶ୍ ସହାୟକ ହୋଇଥାଏ। ସେହିପରି ଜାମୁକୋଳି ଖାଇବାଦ୍ୱାରା ପାଚନ ଶକ୍ତି ବୃଦ୍ଧି ପାଇବା ସଙ୍ଗେସଙ୍ଗେ କୋଷ୍ଠକାଠିନ୍ୟ ତଥା ଡାଇରିଆ ସମସ୍ୟାରୁ ବି...
ବାସ୍ତୁ ଅନୁସାରେ କିପରି ହେବା ଦରକାର ପ୍ରବେଶ ଦ୍ୱାର, ଜାଣନ୍ତୁ…
ଘରର ପ୍ରବେଶ ଦ୍ୱାରକୁ ସର୍ବଦା ସଫାସୁତୁରା ଆଉ ସୁନ୍ଦର ରଖିବା ଦରକାର। କାରଣ ଏହା ହେଉଛି ଘର ପାଇଁ ଖୁସିର ଦ୍ୱାର। ତେଣୁ ବାସ୍ତୁଶାସ୍ତ୍ର ଅନୁସାରେ ଘରର ପ୍ରବେଶ ଦ୍ୱାର କିପରି ହେବା ଦରକାର ଆସନ୍ତୁ ଜାଣିନେବା ସେ ସମ୍ପର୍କରେ…...
ତ୍ୱଚାର ଗ୍ଲୋ ବଢ଼ାଏ ଅଲିଭ୍ ଅଏଲ୍
ଲୋ ଫ୍ୟାଟ୍ ଡାଏଟ୍ରେ ବ୍ୟବହାର ହେଉଥିବାରୁ ଅଲିଭ୍ ଅଏଲ୍ର ଡିମାଣ୍ଡ ବେଶି। ହେଲେ ଆପଣ ଜାଣନ୍ତିକି ଏଥିରେ ଭରି ରହିଛି ଏଭଳି ଅନେକ ଉପାଦାନ, ଯାହାକି ଆପଣଙ୍କ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବରଦାନ ସଦୃଶ… ଆଖିର ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି...
ଡ୍ରଇଂରୁମ୍ ଡେକୋରେଶନ୍
ଡ୍ରଇଂରୁମ୍ ହେଉଛି ଗୋଟିଏ ଘରର ମୁଖ୍ୟ ଆକର୍ଷଣ। ତେଣୁ ଏହାକୁ ସଜାଇବା ବେଳେ କେତୋଟି କଥା ପ୍ରତି ଧ୍ୟାନ ଦେଲେ ତାହା ଅଧିକ ସୁନ୍ଦର ତଥା ଆଇକ୍ୟାଚି ଲାଗିବ। ଜାଣନ୍ତୁ କିପରି ସଜାଇବେ ଡ୍ରଇଂରୁମ୍… -ପ୍ରଥମ କଥା ହେଉଛି ଡ୍ରଇଂରୁମକୁ...
ବର୍ଷାଦିନେ ଗର୍ଭବତୀଙ୍କ ଯତ୍ନ
କିଛିଦିନ ହେବ ଲାଗିରହୁଛି ପ୍ରବଳ ବର୍ଷା, ଯାହାକି ସଭିଙ୍କଠାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜୁଛି। ବିଶେଷକରି ରୋଗ ପ୍ରତିରୋଧକ ଶକ୍ତି କମ୍ଥିବାରୁ ଏହା ଅଧିକ ପ୍ରଭାବିତ କରୁଛି ଭାବୀ ମା’ମାନଙ୍କୁ। ତେଣୁ ଏ ସମୟରେ ଗର୍ଭବତୀ ନାରୀମାନଙ୍କୁ ଉଭୟ...
ବିଶ୍ୱ ବ୍ରହ୍ମାଣ୍ଡର ବିସ୍ମୟ କୃଷ୍ଣ ଗର୍ତ୍ତ
‘ମତେ ମୃତ୍ୟୁକୁ ଜମା ଭୟ ଲାଗେ ନାହିଁ କିମ୍ବା ମୁଁ ଏତେ ଶୀଘ୍ର ମରିବାକୁ ଚାହେଁ ନାହିଁ। କାରଣ ମୁଁ ମରିବା ପୂର୍ବରୁ ମୋ ଜୀବନରେ ବହୁତ କିଛି କରିବାର ଅଛି।’ ଏ ଉକ୍ତିଟି ମହାନ ବୈଜ୍ଞାନିକ ଷ୍ଟିଫେନ୍ ହକିଂସ୍ଙ୍କ...
ସୁଖୀ ଜୀବନର ମନ୍ତ୍ର
ମହାପୁରୁଷମାନଙ୍କ ଦ୍ୱାରା ଏମିତି କିଛି ନୀତିବାଣୀ କୁହାଯାଇଛି, ଯାହାକୁ ମାନିଲେ ଜୀବନରେ ସଫଳତା ମିଳିବା ସହ ଖୁସି ପ୍ରାପ୍ତ ହୋଇଥାଏ ବୋଲି ବିଶ୍ୱାସ କରାଯାଏ। ଯଥା: * ସଫଳତା ଭାଗ୍ୟ ସାମ୍ନାରେ ଭିକ ମାଗିବା ଦ୍ୱାରା ମିଳି ନଥାଏ, ନିଜ...
ଘରେ ଅଶାନ୍ତି ଲାଗି ରହୁଛି କି? ଆପଣାନ୍ତୁ କେତୋଟି ବାସ୍ତଟିପ୍ସ
ଏମିତି କେତୋଟି ବାସ୍ତୁଟିପ୍ସ ରହିଛି, ଯାହାକୁ ଆପଣାଇ ଘରେ ସୁଖଶାନ୍ତି ବୃଦ୍ଧି କରିହେବ। ତା’ସାଙ୍ଗକୁ ସମ୍ପର୍କରେ ମଧ୍ୟ ନିବିଡିତା ଅଣାଯାଇପାରିବ। ଯେମିତିକି: * ସପ୍ତାହରେ ଥରେ ହେଉନା କାହିଁକି ଝୁଣା ଧୂପ ଦେଲେ ଘରେ ସୁଖଶାନ୍ତି ବୃଦ୍ଧି ହୋଇଥାଏ ବୋଲି...
ଏମିତି କିଣନ୍ତୁ ଛତା…
ବର୍ଷାଦିନେ ପାଣିରୁ ସୁରକ୍ଷା ପାଇବା ଲାଗି ଛତା ସଭିଙ୍କୁ ଲୋଡ଼ା। ତେବେ ଅନେକେ ଛତା କିଣିବା ବେଳେ ଏହାର କଲର ଏବଂ ଆକର୍ଷଣୀୟ ଡିଜାଇନ୍କୁ ଅଧିକ ଗୁରୁତ୍ୱ ଦେଇଥା’ନ୍ତି । ଫଳରେ ବର୍ଷା ସମୟରେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥା’ନ୍ତି।...
ସଫଳତା ପାଇବାର ୫ ମୂଳ ମନ୍ତ୍ର, ସମସ୍ତ କାର୍ଯ୍ୟରେ ପାଇବେ ସିଦ୍ଧି
ଆଚାର୍ଯ୍ୟ ଚାଣକ୍ୟ ନିଜର ଅନୁଭବକୁ ନେଇ ଜୀବନର ରହସ୍ୟସବୁକୁ ନେଇ ନିଜର ନୀତିଶାସ୍ତ୍ର ପ୍ରସ୍ତୁତ କରିଛନ୍ତି। ଏସବୁ ନୀତିକୁ ଅନୁସରଣ କଲେ ଜୀବନର ଚ୍ୟାଲେଞ୍ଜ ସହ ଲଢ଼ିବାକୁ ସାହସ ମିଳିଥାଏ। ଏଥିସହ ଏଥିରେ କୁହାଯାଇଥିବା ଉପାୟସବ ସଫଳତା ମାର୍ଗରେ ଚାଲିବା...
ଫ୍ରିଜ୍ରେ ଥିବା ମାଛ-ମାଂସରେ ୩୦ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ କରୋନା ଭୂତାଣୁ, ସର୍ଭେ ରିପୋର୍ଟ…
ଓ୍ବାଶିଂଟନ, ୧୨।୭ : କରୋନା ମହାମାରୀ ସଂକ୍ରମଣକକୁ ବିସ୍ତାର କରୁଥିବା ସାର୍ସ-କୋଭ୍-୨ ଭୂତାଣୁ ସମ୍ବନ୍ଧରେ ଏକ ଅଧ୍ୟୟନରେ ଏକ ବଡ଼ ଦାବି କରାଯାଇଛି। ଆମେରିକୀୟ ଅନୁସନ୍ଧାନରୁ ଜଣାପଡିଛି ଯେ ଏହି ଭୂତାଣୁ ଫ୍ରିଜରେ ରଖାଯାଇଥିବା ମାଂସ ଏବଂ ମାଛରେ ୩୦...
ଘରେ ଯଦି ମହମବତି ଜାଳିବା…
ଆପଣ ଜାଣନ୍ତି କି ମହମବତି ଛୋଟ ଜିନିଷଟିଏ ହେଲେ ବି ଏହାର କେତେକ ଗୁଣ ରହିଛି, ଯଦ୍ଦ୍ବାରା ଆପଣଙ୍କ ଜୀବନରେ ବଡ଼ ସମସ୍ୟାକୁ ଖୁବ୍ ସହଜରେ ସମାଧାନ ହୋଇପାରିବ। ଫେଙ୍ଗ୍ଶ୍ୱେ ଅନୁସାରେ ଘରକୁ ଯଦି କୌଣସି ସମସ୍ୟା ଆସୁଥାଏ ତେବେ...
Archives


