ଭୁଲରେ ବି ଏହି ୭ ଜିନିଷରେ ଗୋଡ ବଜାନ୍ତୁ ନାହିଁ କି ମାରନ୍ତୁନି ଗୋଇଠା, ହୋଇଯିବେ ବରବାଦ..
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଅର୍ଥ, ପଦୋନ୍ନତି, ବ୍ୟବସାୟ, ବନ୍ଧୁତା, ଶତ୍ରୁତା ହେଉ ଅଥବା ବୈବାହିକ ଜୀବନ ସହ ଜଡିତ ସମସ୍ୟା...
ଟମାଟୋ ଫ୍ଲୁ
ଗୋଟିଏ ଫୁଲ ବଗିଚାରେ ଗ୍ରୀଷ୍ମଋତୁରେ ଛୋଟ ଛୋଟ ଗଛ ଝାଉଁଳି ଯାଉଥିବା ବେଳେ ଅତ୍ୟଧିକ ବର୍ଷାରେ ଚେର ପଚିଯାଇ ବି ଗଛ ନଷ୍ଟ ହୋଇଯାଆନ୍ତି। ସେହିପରି ଋତୁ ପରିବର୍ତ୍ତନ ସମୟରେ ଶିଶୁମାନେ ମଧ୍ୟ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇଥାନ୍ତି। ବିଭିନ୍ନ...
ପିଲାଙ୍କ ସହ ବୁଲିବାକୁ ଯାଉଥିଲେ…
ପିଲାମାନଙ୍କ ଆଚାର ବ୍ୟବହାର, କଥାବାର୍ତ୍ତା ଶୈଳୀ ପ୍ରତି ମା’ବାପା ଧ୍ୟାନଦେବା ଦରକାର। କାରଣ କେତେଜଣ ପିଲାଙ୍କ ରୁକ୍ଷ କଥା ଏବଂ ବ୍ୟବହାର ଅନେକ ସମୟରେ ମାତାପିତାଙ୍କୁ ଲଜ୍ଜିତ କରାଇଥାଏ। ତେଣୁ ଯଦି ପିଲାଙ୍କ ସହ କୌଣସି ସ୍ଥାନକୁ ବୁଲିବାକୁ ଯାଇଛନ୍ତି...
ସୌନ୍ଦର୍ଯ୍ୟ ପାଇଁ କ୍ଷୀର
କ୍ଷୀର ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା କହିବା ଅନାବଶ୍ୟକ। ଆମ ଶରୀରକୁ ସୁସ୍ଥ ରଖିବା ପାଇଁ ଆବଶ୍ୟକ ପଡୁଥିବା କେତେକ ପ୍ରମୁଖ ଖାଦ୍ୟ ମଧ୍ୟରେ ଏହା ଅନ୍ୟତମ। ଅନ୍ୟପକ୍ଷରେ ସୌନ୍ଦର୍ଯ୍ୟକୁ ନୂଆ ରୂପ ଦେବାରେ ଏହାର ମଧ୍ୟ ଭୂମିକା...
ଦୂରହେବ ଅସରପା ସମସ୍ୟା
ଘରେ ଅସରପା ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ତେବେ ଏହାକୁ ନେଇ ବ୍ୟସ୍ତ ହେବା ପରିବର୍ତ୍ତେ କେତୋଟି ଛୋଟ ଉପାୟରେ ଆପଣଙ୍କ ଘରୁ ଏହାକୁ ଦୂରେଇ ଦେଇପାରିବେ… ଆପଣ ରୋଷେଇକରିବା ସମୟରେ ଲବଙ୍ଗ ବ୍ୟବହାର କରିଥାନ୍ତି। ଏହାକୁ ଆପଣ କିଚେନ୍...
ଓଜନକୁ ପ୍ରଭାବିତ କରେ ମୃଦୁ ପାନୀୟ
ଆଜିକାଲି ମୃଦୁ ପାନୀୟର ଚାହିଦା କାହିଁରେ କେତେ। ବିଶେଷଭାବରେ ଯୁବପିଢ଼ିଙ୍କ ଦ୍ୱାରା ଏପରି ପାନୀୟ କେତେ ଆଦୃତ ତାହା କହିବା ଅନାବଶ୍ୟକ। ଏବେ ତ ବିବାହ, ଭୋଜି କିମ୍ବା କୌଣସି କାର୍ଯ୍ୟକ୍ରମରେ ମୃଦୁପାନୀୟ ପରିବେଷଣ ସାଧାରଣ କଥା ପାଲଟି ଗଲାଣି।...
ହାଇପର ଭିଟାମିନୋସିସ୍
ଶରୀର ସୁସ୍ଥ, ନୀରୋଗ ଓ ଦୀର୍ଘାୟୁ ନିମନ୍ତେ ଭିଟାମିନ୍ ବା ଜୀବସାର ନିତାନ୍ତ ପ୍ରୟୋଜନ। ଏହା ଶରୀରର ମସ୍ତିଷ୍କ, ଅସ୍ଥି, ତ୍ୱଚା ଏବଂ ରକ୍ତକୁ ସୁସ୍ଥ ରଖିଥାଏ। ବ୍ୟାଧି ପ୍ରତିରୋଧକ କ୍ଷମତା ବଢ଼ାଇଥାଏ। ଏହା ଆମ ପ୍ରକୃତିରୁ ବିଭିନ୍ନ ଆହାର,...
ଓ୍ବାନ୍ ଶୋଲ୍ଡର ଟପ୍ସ
ଅଫିସ୍ ହେଉ ଅବା ସାଙ୍ଗମାନଙ୍କ ସହ ଆଉଟିଂରେ ଗଲାବେଳେ ଅନେକେ ଜିନ୍ସ ଓ ଟପ୍ସ ପିନ୍ଧିବାକୁ ପସନ୍ଦ କରିଥାନ୍ତି। କାରଣ ଏହା ଷ୍ଟାଇଲିଶ୍ ଲୁକ୍ ଦେବା ସହ କମ୍ଫର୍ଟେବଲ୍ ଲାଗିଥାଏ। ମାର୍କେଟ୍ରେ ଏବେ ଅନେକ ଭେରାଇଟିର ଟପ୍ସ ମିଳିଲାଣି, ତନ୍ମଧ୍ୟରୁ...
ଉପକାରୀ କଦଳୀ: ସ୍ବାସ୍ଥ୍ୟ ପାଇଁ ଯେତିକି ଲାଭକାରୀ, ତ୍ୱଚା ପାଇଁ ମଧ୍ୟ…
ପାଚିଲା କଦଳୀ ହେଉଛି ଏମିତି ଏକ ସ୍ବାଦିଷ୍ଟ ତଥା ଗୁଣକାରୀ ଫଳ, ଯାହାକୁ ଖାଇଲେ ଶୀଘ୍ର ପେଟ ପୁରି ଗଲା ଭଳି ଅନୁଭବ ହୋଇଥାଏ। ଏହା ସ୍ବାସ୍ଥ୍ୟ ପାଇଁ ଯେତିକି ଲାଭକାରୀ, ତ୍ୱଚା ପାଇଁ ମଧ୍ୟ ସେତିକି ଉପକାରୀ ହୋଇଥାଏ।...
ଭାଗ୍ୟଶାଳୀ ବାମ୍ବୋପ୍ଲାଣ୍ଟ
ବାସ୍ତୁଶାସ୍ତ୍ର ଅନୁଯାୟୀ, ବାମ୍ବୋ ପ୍ଲାଣ୍ଟ ହେଉଛି ଭାଗ୍ୟଶାଳୀ ତଥା ଶୁଭଫଳ ପ୍ରଦାନକାରୀ ଏକ ପ୍ରକାରର ଗଛ। ଏହାକୁ ଘରେ ହେଉ ଅବା କର୍ମକ୍ଷେତ୍ରରେ ରଖିଲେ ଭାଗ୍ୟୋଦୟ ହେବା ସହ ବୈଭବ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ କରାଯାଏ। ତେବେ ବାମ୍ବୋପ୍ଲାଣ୍ଟର...
ଇ- ଡେଟିଂ କରୁଥିଲେ
ବର୍ତ୍ତମାନ ଇଲେକ୍ଟ୍ରୋନିକ୍ ଯୁଗରେ ସବୁକିଛି ହେଉଛି ଅନ୍ଲାଇନ୍ରେ, ଯେଉଁଥିରୁ ବାଦ୍ପଡ଼ିନି ବନ୍ଧୁତା ଆଉ ପ୍ରେମ। ତେବେ ଏମିତିରେ ଦିନକୁଦିନ ବିଭିନ୍ନ ଇ- ଡେଟିଂ ସାଇଟ୍ର ମଧ୍ୟ ଚାହିଦା ବଢ଼ୁଥିବାର ଦେଖିବାକୁ ମିଳୁଛି। ଯଦି ଆପଣ ବି ବନ୍ଧୁତା କରିବା ଏବଂ...
ନୃତ୍ୟ ଦେଇଛି ପରିଚୟ
ଭୁବନେଶ୍ୱର ନୟାପଲ୍ଲୀରେ ରହୁଥିବା ମାଆ ସୌମ୍ୟାସ୍ମିତା ଏବଂ ବାପା ଦିଲ୍ଲୀପ କୁମାର ପଟ୍ଟନାୟକଙ୍କ ଝିଅ ସ୍ବସ୍ତିଦୀପା। ନୃତ୍ୟ ତାଙ୍କର ନିଶା ହେଲେ ମଧ୍ୟ ଭବିଷ୍ୟତର ଲକ୍ଷ୍ୟ ପ୍ରଶାସନିକ ସେବାରେ ଯୋଗ ଦେବା। ଯେଉଁଥିପାଇଁ ନିଜ ରୁଚି ସହ ପାଠପଢ଼ାକୁ ମଧ୍ୟ...
Archives


