ଜୀବନଚର୍ଯ୍ୟା

ଭାବନା ବି ରୋଗର କାରଣ: ଫୁସ୍‌ଫୁସ୍‌କୁ ଦୁର୍ବଳ କରିଦିଏ ଦୁଃଖ, ଡର କିଡ୍‌ନୀକୁ କ୍ଷତି…

ମଣିଷ ତା’ ଜୀବନରେ ବିଭିନ୍ନ ପରିସ୍ଥିତି ଦେଇ ଗତି କରିଥାଏ। କେତେବେଳେ ତାକୁ ଦୁଃଖ ଭୋଗିବାକୁ ହୋଇଥାଏ ତ ପୁଣି କେତେବେଳେ ସୁଖ। ସେହିପରି ଆଉ କେତେବେଳେ କାହା ଉପରେ ରାଗିବା ପାଇଁ ମନରେ ତା’ର କ୍ରୋଧ ମଧ୍ୟ ଆସିଥାଏ। ତେବେ…

ଘରେ ଯଦି କିଛି ବାସ୍ତୁ ଦୋଷ ଥାଏ, ଜାଣନ୍ତୁ କିପରି କରିବେ ଠିକ୍‌…

ଘରେ ଯଦି କିଛି ବାସ୍ତୁ ଦୋଷ ଥାଏ,ତା’ହେଲେ ତାହାକୁ କିପରି ସରଳ ଉପାୟରେ ଠିକ୍‌ କରାଯାଇପାରିବ ଜାଣନ୍ତୁ ସେ ସମ୍ପର୍କରେ… * ଘରେ କିଛି ବାସ୍ତୁ ଦୋଷ ଥିଲେ, ଉତ୍ତର-ପୂର୍ବ କୋଣ ଅର୍ଥାତ୍‌ ଐଶାନ୍ୟ କୋଣରେ କଳସ ସ୍ଥାପନା କରିବା ଠିକ୍‌…

ଏପରି ସ୍ତ୍ରୀ ଥିଲେ ହେବେ ଭାଗ୍ୟବାନ

ସୁଖ ଶାନ୍ତିରେ ରହିବା ପାଇଁ ମଣିଷ ଅନେକ କିଛି ଆଶା କରିଥାଏ। ମାତ୍ର ଯଦି ଭଲ ଏବଂ ଖରାପର ଚିହ୍ନିବାକୁ କୌଣସି ଜ୍ଞାନ ନାହିଁ, ତେବେ ଏସବୁ ସତ୍ତ୍ୱେ ମଣିଷ ଖୁସିରେ ରୁହେ ନାହିଁ। ଚାଣକ୍ୟ ତାଙ୍କ ଶ୍ଳୋକ ମାଧ୍ୟମରେ ଏପରି…

ଶତ୍ରୁଠାରୁ ଅଧିକ ଭୟଙ୍କର ହୋଇଥାନ୍ତି ଏଭଳି ଲୋକ; ସର୍ବଦା ଦୂରରେ ରୁହନ୍ତୁ; ଜାଣନ୍ତୁ କ’ଣ କୁହନ୍ତି…

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରକୁ ନେଇ ବେଶ ପରିଚିତ। ଆଜି ବି ଲୋକେ ତାଙ୍କ ନୀତିରୁ ପ୍ରେରଣା ନେଇ ଜୀବନକୁ ସଫଳ କରିବାକୁ ପ୍ରୟାସ କରୁଛନ୍ତି। କାରଣ ଏପରି କରିବା ଦ୍ୱାରା ବ୍ୟକ୍ତି ନିରାଶା ଏବଂ ଦୁଃଖର ଜାଲରୁ ମୁକୁଳିପାରିଥାଏ। ଏହି…

କୁକୁଡ଼ାର ଏସବୁ ଗୁଣ ବଦଳାଇ ଦେବ ଭାଗ୍ୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଯାହାକୁ ଗ୍ରହଣ କରି ଜଣେ ମଣିଷ ନିଜ ଜୀବନରେ ସଫଳତା ହାସଲ କରି ପାରିବ। ସେ ଏକ ଶ୍ଳୋକ ମାଧ୍ୟମରେ କୁକୁଡ଼ାଙ୍କର ଚାରୋଟି ଗୁଣ ବର୍ଣ୍ଣନା କରିଛନ୍ତି। ଯାହାକୁ…

ଜାଣନ୍ତୁ କେମିତି କିଣିବେ ଛତା

ବର୍ଷାରୁ ରକ୍ଷା ପାଇବା ଲାଗି ଛତା ସଭିଙ୍କୁ ଲୋଡ଼ା। ତେବେ ଅନେକେ ଛତା କିଣିବା ବେଳେ ଏହାର କଲର ଏବଂ ଆକର୍ଷଣୀୟ ଡିଜାଇନ୍‌କୁ ଅଧିକ ଗୁରୁତ୍ୱ ଦେଇଥା’ନ୍ତି । ଫଳରେ ବର୍ଷା ସମୟରେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥା’ନ୍ତି। ତେଣୁ ଛତା…

ବାରମ୍ବାର ପିଲାକୁ ଦୃଷ୍ଟି ଲାଗୁଛି କି? ଏସବୁ ଉପାୟରେ ଦୂର କରନ୍ତୁ ଦୋଷ…

କଥାରେ ଅଛି କୁଦୃଷ୍ଟି ପଡ଼ିଲେ କିଛି ବି ଉଧାଏ ନାହିଁ। ମଣିଷର ଘର, ପଦୋନ୍ନତି, ଦୋକାନଠାରୁ ଆରମ୍ଭ କରି ଅନେକ ଜିନିଷ ଉପରେ ଖରାପ ନଜର ପଡ଼ିଥାଏ। ବିଶେଷକରି ଛୋଟ କଅଁଳ ଶିଶୁଙ୍କୁ ଦୃଷ୍ଟି ଲାଗେ ବୋଲି କୁହାଯାଏ। ଏପରି ହେଲେ…

ଟମାଟୋ ଫେସ୍‌ପ୍ୟାକ୍‌

ଟମାଟୋ ସ୍କିନ୍‌ ପାଇଁ ବହୁତ ଉପକାରୀ। ଯେତେବେଳେ ଆପଣ ଭାବୁଛନ୍ତି କି ଆପଣଙ୍କ ତ୍ୱଚା ଟିକେ ସଫା ଦେଖାଯିବ ସେତେବେଳେ ଆପଣ ଟମାଟୋର ସାହାଯ୍ୟ ନେଇପାରିବେ। ଆପଣ ଯଦି ଚାହୁଁଛନ୍ତି ଫେୟାର ତ୍ୱଚା ତେବେ ଟମାଟୋ ଫେସିଆଲ୍‌କୁ ଆପଣାଇପାରିବେ… ଷ୍ଟେପ୍‌-୧: କ୍ଲିଜିଂ…

ଓଜନ କମାଇବାକୁ ହେଲେ ଯୋଗ କରନ୍ତୁ

ଯୋଗ କରିବା ଦ୍ୱାରା ଶରୀରର ଓଜନ କମାଇପାରିବେ। ଏଥିସହ ଆପଣ ହେଲ୍‌ଦୀ ଡାଏଟ୍‌ ନିଅନ୍ତୁ। ଏହା ଆପଣଙ୍କ ଓଜନ କମାଇବା, ମସ୍ତିଷ୍କ ଓ ଶରୀର ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ। ଆପଣ ଯଦି ଓଜନ କମାଇବାକୁ ଚାହୁଁଛନ୍ତି ତେବେ ନିମ୍ନରେ ଦିଆହୋଇଥିବା…

ସ୍ମାର୍ଟଫୋନ୍‌ ଆଣିପାରେ ବିପଦ

ଏବେ ହାଇଟେକ୍‌ ଯୁଗ। ସ୍ମାର୍ଟଫୋନ୍‌ ବା ମୋବାଇଲର ବ୍ୟବହାର ସହ ପ୍ରାୟ ସମସ୍ତେ ଜଡ଼ିତ। ଦିନରାତି ଫୋନ୍‌ ସହ ଯୋଡ଼ିହୋଇ ରହିବାର ଅଭ୍ୟାସ ମଧ୍ୟ ଅନେକଙ୍କର ଅଛି। ଏହା ହୁଏତ ଦୂରଦୂରାନ୍ତରେ ରହୁଥିବା ଲୋକଙ୍କୁ ଆପଣଙ୍କ ସହ ବାନ୍ଧି ରଖିଥାଏ, କିନ୍ତୁ…

ଏସବୁ କଥା କେବେ କୁହନ୍ତୁନି କାହାକୁ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଜୀବନର ଅନେକ ଦିଗ ଉପରେ ବର୍ଣ୍ଣନା କରିଛନ୍ତି। ତାଙ୍କ ନୀତି ଗ୍ରହଣ କରି ଜଣେ ଖୁସିରେ ଜୀବନଯାପନ କରିପାରିବ। ଏଥି ସହିତ ଆଚାର୍ଯ୍ୟ ଚାଣକ୍ୟ ଏକ ଶ୍ଳୋକ ମାଧ୍ୟମରେ କହିଛନ୍ତି ଯେ, କିଛି କଥା…

ପିଲାଙ୍କ କୃମି ସମସ୍ୟା ଓ ନିରାକରଣ

ସୁସ୍ଥ ଓ ନୀରୋଗ ରହିବା ପାଇଁ କିଏ ବା ନ ଚାହେଁ? ବିଭିନ୍ନ ପ୍ରକାର ପ୍ରତିରୋଧମୂଳକ ପଦକ୍ଷେପ ଗ୍ରହଣ କରି ନୀରୋଗ ରହିବାର ବାଟ ଆମେ ସମସ୍ତେ ଖୋଜିଥାଉ। ଏକ ଆନନ୍ଦଦାୟକ ଜୀବନ ଶୈଳୀ ପାଇଁ ଆମେ ସର୍ବଦା ଚେଷ୍ଟିତ। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri