ଜୀବନଚର୍ଯ୍ୟା

ଭୁଲ୍‌ରେ ବି ଏହି ୩ କଥା କାହା ଆଗରେ କୁହନ୍ତୁ ନାହିଁ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ କଥା କହିଛନ୍ତି। ଯାହା ଆଜି ବି ମାନବ ସମାଜ ଏବଂ ପରିବାରରେ ଦୈନନ୍ଦିନ ଜୀବନଯାପନ କରିବାରେ ଶିକ୍ଷା ଦେଇଥାଏ। ଆଚାର୍ଯ୍ୟ ଚାଣକ୍ୟ ଅର୍ଥ, ସ୍ବାସ୍ଥ୍ୟ, ବ୍ୟବସାୟ, ଦାମ୍ପତ୍ୟ ଜୀବନ, ଜୀବନର ସଫଳତା ସହିତ ଜଡ଼ିତ…

କ୍ଷତିକାରକ ଏକକ ବ୍ୟବହୃତ ପ୍ଲାଷ୍ଟିକ

ଦିନେ ଅଧକ୍ଷଙ୍କ ପ୍ରକୋଷ୍ଠରେ ବସିଥିବା ବେଳେ ଏକ ମୁଦଦିଆ ପ୍ଲାଷ୍ଟିକ ପାଣି ବୋତଲର ମୁଦ ଖୋଲି ପାଣି ପିଉ ପିଉ ମୋର ଜଣେ ସହକର୍ମୀ ପରିହାସ ଛଳରେ ପଚାରିଲେ ରସାୟନ ବିଜ୍ଞାନ ସାର୍‌ ମୋତେ ଟିକେ ବୁଝେଇ ଦେଲେ ଯେ, ପୃଥିବୀ…

ବ୍ଲାଡର ରୋଗର ଚିକିତ୍ସା କରିବ ମାଇକ୍ରୋ ରୋବଟ

ବ୍ଲାଡର ରୋଗର ଚିକିତ୍ସା ପାଇଁ ଏକ ସରଳ ତଥା ସହଜ ପଦ୍ଧତି ନିକଟରେ ଆବିଷ୍କୃତ ହୋଇଛି। ୟୁନିଭର୍ସିଟି ଅଫ ଓ୍ବାଶିଂଟନ୍‌ର କେମିକାଲ ଆଣ୍ଡ ବାୟୋଲୋଜିକାଲ ବିଭାଗର ପୋଷ୍ଟ-ଡକ୍ଟରାଲ ଗବେଷକ ଜିନ୍‌ ଲି’ ଏ ବିଷୟରେ ସୂଚନା ଦେଇଛନ୍ତି। ସେ ତାଙ୍କ ସହଯୋଗୀଙ୍କ…

ଟେନ୍‌ସନ୍‌ରୁ ଦୂରେଇ ରହିବାର ସହଜ ଉପାୟ

ବର୍ତ୍ତମାନର ବ୍ୟସ୍ତମୟ ଜୀବନରେ ଟେନସନ୍‌ର ବଶବର୍ତ୍ତୀ ହେବା କିଛି ନୂଆ କଥା ନୁହେଁ। ତେବେ ଏହାକୁ ନେଇ ଅଧିକ ଚିନ୍ତା କରିବା ପରିବର୍ତ୍ତେ ସେଥିରୁ କିପରି ରକ୍ଷା ପାଇବେ ସେ ନେଇ ଧ୍ୟାନ ଦେବା ଦରକାର। ଏଭଳି କେତୋଟି ସରଳ ତଥା…

ସୁସ୍ଥ ରଖେ ସ୍ବଚ୍ଛତା…

ନାରୀ ଜୀବନର ଏକ ପ୍ରାକୃତିକ ଶାରୀରିକ ପ୍ରକ୍ରିୟା ହେଉଛି ପିରିୟଡ୍‌ସ। ହେଲେ ଏହାକୁ ନେଇ ଏବେବି ସମାଜରେ ଅନେକ କୁସଂସ୍କାର ଭରି ରହିଛି। ଫଳରେ ଲଜ୍ଜାବଶତଃ ହେଉ ଅବା ସ୍ବଚ୍ଛତା ଅଭାବରୁ ଅନେକ ଝିଅ ଏଥିପାଇଁ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ…

କାର୍ଗୋ ପ୍ୟାଣ୍ଟ ଫ୍ୟାଶନ

କାର୍ଗୋ ପ୍ୟାଣ୍ଟ ପିନ୍ଧିବାକୁ ଯେମିତି କମ୍ଫର୍ଟେବଲ୍‌ ଦେଖିବାକୁ ସେମିତି ଆକର୍ଷଣୀୟ ହୋଇଥାଏ। ତା’ଛଡ଼ା ଏହା ଟାଇଟ୍‌ ଫିଟିଙ୍ଗ୍‌ ନ ହୋଇଥିବାରୁ ଖରାଦିନେ ବି ଏହାକୁ ଆରାମରେ ପିନ୍ଧିହୁଏ। କୁଲ୍‌ ଫ୍ୟାଶନେବଲ୍‌ ଲୁକ୍‌ ଦେଉଥିବା ଏହି କାର୍ଗୋ ପ୍ୟାଣ୍ଟର ଫ୍ୟାଶନ କେବେ ଆଉଟ୍‌ଡେଟେଡ୍‌…

ଘରେ ଦର୍ପଣକୁ କିପରି ରଖିବେ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଗୃହରେ ଶାନ୍ତି ବଜାୟ ରଖିବାକୁ ନେଇ ଦର୍ପଣର ମଧ୍ୟ ଅନେକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ଘରର କେଉଁ ସ୍ଥାନରେ ଦର୍ପଣ ରଖିଲେ କି ପ୍ରକାରର ଶୁଭଫଳ ମିଳିଥାଏ ଆସନ୍ତୁ ଜାଣିବା ସେ ସମ୍ପର୍କରେ… *ଯେହେତୁ ଉତ୍ତର ଦିଗର…

ଦାମ୍ପତ୍ୟ ଜୀବନରେ ଖୁସି ଚାହୁଁଥିଲେ

ଦାମ୍ପତ୍ୟ ଜୀବନ ସୁଖମୟ ହେଉ ବୋଲି ସମସ୍ତଙ୍କର ଇଚ୍ଛା ଥାଏ। କିନ୍ତୁ ଏ ସୌଭାଗ୍ୟ ସମସ୍ତଙ୍କୁ ମିଳେନା। ତେବେ ବାସ୍ତୁଶାସ୍ତ୍ରରେ ଏମିତି କିଛି ନିୟମ ରହିଛି; ଯାହାକୁ ମାନିଲେ ସମ୍ପର୍କରେ ନିବିଡ଼ତା ଆସିବା ସହ ଦାମ୍ପତ୍ୟ ଜୀବନରେ ସୁଖ ଭରି ଯାଇଥାଏ।…

ଦ୍ରୁତ ଗତିରେ ଚାଲିବା ବ୍ୟାୟାମ ଅପେକ୍ଷା ମସ୍ତିଷ୍କ ପାଇଁ ଦେଢ଼ଗୁଣା ଅଧିକ ଲାଭଦାୟକ…

ଓ୍ବାଶିଂଟନ,୨୫।୫ : ନିୟମିତ ବ୍ୟାୟାମ ମାନସିକ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। କିନ୍ତୁ ମଧ୍ୟମ ଶାରୀରିକ କାର୍ଯ୍ୟକଳାପ ଯେପରିକି ଦ୍ରୁତ ଗତିରେ ଚାଲିବା, ସାଇକେଲ ଚଲାଇବା ଆମ ମସ୍ତିଷ୍କ ପାଇଁ ବ୍ୟାୟାମ ତୁଳନାରେ ଦେଢ଼ଗୁଣା ଅଧିକ ପ୍ରଭାବଶାଳୀ ସାବ୍ୟସ୍ତ ହୋଇଥାଏ। ଗତ ୩୦…

ମାଠିଆ ପାଣି

ମାଠିଆ ପାଣି ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ପ୍ରାୟ ଅନେକେ ଜାଣନ୍ତି। ତଥାପି ଏଥିରେ ଆହୁରି ଅନେକ ପ୍ରକାର ଭଲ ଗୁଣ ରହିଛି। ଯେହେତୁ ମାଠିଆ ମାଟିରେ ପ୍ରସ୍ତୁତ ହୋଇଥାଏ ତେଣୁ ଏହା ଜୀବାଣୁନାଶକ। ପ୍ରାକୃତିକ ଉପାୟରେ ଏହି…

ନିଦ୍ରାହୀନତା ଓ ଆଲଜିମର୍ସ

ନିଦ୍ରାହୀନତା ଏଭଳି ଏକ ସମସ୍ୟା ଯାହା ପରୋକ୍ଷରେ କେତେକ ରୋଗକୁ ଡାକି ଆଣିଥାଏ। ଯଦି ଏହା ଦୀର୍ଘ ଦିନ ଧରି ଲାଗିରହେ ତେବେ ତାହାର ପ୍ରଭାବ ମସ୍ତିଷ୍କର କାର୍ଯ୍ୟଧାରା ଉପରେ ପଡ଼ିଥାଏ। ଏପରି କି ଏଥିପାଇଁ ଆଲଜିମର୍ସ ଭଳି ସ୍ବାସ୍ଥ୍ୟ ସମସ୍ୟାର…

ପୃଥିବୀର ମୃତ୍ୟୁ

ଯାହାର ଜନ୍ମ ଅଛି, ତା’ର ମଧ୍ୟ ଦିନେ ମୃତ୍ୟୁ ଅଛି। ଆମର ଗ୍ରହ ପୃଥିବୀ ଅତୀତରେ ୪୫୦ କୋଟି ବର୍ଷ ପୂର୍ବେ ସୌର ନେବୁଲାରୁ ଜନ୍ମ ହୋଇଥିଲା। ବିଶ୍ୱାସ କରାଯାଏ ଯେ, ଆହୁରି ୪୫୦ କୋଟି ବର୍ଷ ପରେ ଏହାର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?