ବ୍ରହ୍ମାଣ୍ଡର ମୃତ୍ୟୁ
ଧ୍ୱଂସ ହେଉଛି ସୃଷ୍ଟିର ସହଯାତ୍ରୀ। ଯାହାର ସୃଷ୍ଟି ଅଛି, ତା’ର ଧ୍ୱଂସ ମଧ୍ୟ ରହିଛି। ଏହି ସୃଷ୍ଟିରେ କୌଣସି କିଛି ଅମର ନୁହେଁ। କେବଳ ମଣିଷ ବା ଅନ୍ୟାନ୍ୟ ପ୍ରାଣୀ ନୁହନ୍ତି, ଗ୍ରହ, ନକ୍ଷତ୍ର, ନୀହାରିକା ସମେତ ସମସ୍ତ ମହାଜାଗତିକ ବସ୍ତୁ…
ପୁରୁଣା ଜିନ୍ସର ନୂଆ ଲୁକ୍
ଜିନ୍ସ ପୁରୁଣା ହୋଇଗଲେ ଅନେକେ ଏହାକୁ ଅଦରକାରୀ ଭାବି ଫୋପାଡି ଦେଇଥାନ୍ତି। କିନ୍ତୁ ସାମାନ୍ୟ ବୁଦ୍ଧି ଖଟାଇ ପାରିଲେ ଏହି ପୁରୁଣା ଜିନ୍ସକୁ ବି ପୁନର୍ବାର ବ୍ୟବହାର ଉପଯୋଗୀ କରିହେବ। ତେବେ ପୁରୁଣା ଜିନ୍ସକୁ କେମିତି ନୂଆ ଲୁକ୍ ଦେଇହେବ ଆସନ୍ତୁ…
ଉପକାରୀ ପାନୀୟ
* ପାଣି: ସକାଳୁ ଉଠିବା ମାତ୍ରେ ଖାଲି ପେଟରେ କିଛି ପାଣି ପିଇଲେ କୋଷ୍ଠକାଠିନ୍ୟ ସମସ୍ୟା ଦୂର ହେବା ସହ କାମ କରିବାକୁ ଫୂର୍ତ୍ତି ଲାଗେ ଏବଂ ତ୍ୱଚାରେ ଚମକ୍ ଆସିଥାଏ। * ମହୁ ଓ ଲେମ୍ବୁ ପାଣି: ପ୍ରତିଦିନ ସକାଳେ…
ବାସ୍ତୁ ଅନୁସାରେ ଘରେ ରଖନ୍ତୁ ଏଭଳି ହାତୀ ମୂର୍ତ୍ତି
ବାସ୍ତୁଶାସ୍ତ୍ର ଅନୁସାରେ ଘରେ ହାତୀଙ୍କ ମୂର୍ତ୍ତି କିମ୍ବା ଫଟୋ ରଖିଲେ କ’ଣ ସବୁ ଉପକାର ହୋଇଥାଏ ଆସନ୍ତୁ ଜାଣିବା ସେ ସମ୍ପର୍କରେ… * ଶୟନକକ୍ଷରେ ଯୋଡ଼ା ହାତୀଙ୍କ ମୂର୍ତ୍ତି କିମ୍ବା ଫଟୋ ରଖିଲେ ପତ୍ନୀପତିଙ୍କ ମଧ୍ୟରେ ଭଲପାଇବା ବୃଦ୍ଧି ପାଇବା ସହ…
ରାତିରେ ଏସବୁ ଖାଉଥିଲେ…
ଶରୀରକୁ ସୁସ୍ଥ ରଖିବା ଲାଗି ଲୋଡ଼ା ଖାଦ୍ୟ। ହେଲେ ଆପଣ ଜାଣନ୍ତି କି, ପ୍ରତ୍ୟେକ ଖାଦ୍ୟର ସମୟ ମଧ୍ୟ ଭିନ୍ନ ଥାଏ। ଠିକ୍ ଯେମିତି ପାଟିକୁ ସ୍ବାଦିଷ୍ଠ ଲାଗୁଥିଲେ ବି ରାତିରେ କେତେକ ଖାଦ୍ୟ ଖାଇବା ଆମ ସ୍ବାସ୍ଥ୍ୟ ପକ୍ଷେ ହିତକର…
ରଜ ପ୍ଲାନିଂ…
ଆଉ ମାତ୍ର ଦିନକର ଅପେକ୍ଷା ପରେ ଆରମ୍ଭ ହେବ ରଜ ମଉଜ। ଏଥର କୋଭିଡ୍ କଟକଣା ବି ଆଉ ନାହିଁ। ତେଣୁ ଜୋର୍ସୋରରେ ଚାଲିଛି ରଜ ପ୍ରସ୍ତୁତି। କିଏ ମାର୍କେଟ୍କୁ ଆସିଥିବା ଭଳିକି ଭଳି ଡ୍ରେସ୍ କିଣୁଛନ୍ତି ତ କିଏ ଫିଲ୍ମ…
ଭୁଲରେ ବି ଏହି ୭ ଜିନିଷରେ ଗୋଡ ବଜାନ୍ତୁ ନାହିଁ କି ମାରନ୍ତୁନି ଗୋଇଠା, ହୋଇଯିବେ ବରବାଦ..
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଅର୍ଥ, ପଦୋନ୍ନତି, ବ୍ୟବସାୟ, ବନ୍ଧୁତା, ଶତ୍ରୁତା ହେଉ ଅଥବା ବୈବାହିକ ଜୀବନ ସହ ଜଡିତ ସମସ୍ୟା ସବୁକିଛିର…
ଟମାଟୋ ଫ୍ଲୁ
ଗୋଟିଏ ଫୁଲ ବଗିଚାରେ ଗ୍ରୀଷ୍ମଋତୁରେ ଛୋଟ ଛୋଟ ଗଛ ଝାଉଁଳି ଯାଉଥିବା ବେଳେ ଅତ୍ୟଧିକ ବର୍ଷାରେ ଚେର ପଚିଯାଇ ବି ଗଛ ନଷ୍ଟ ହୋଇଯାଆନ୍ତି। ସେହିପରି ଋତୁ ପରିବର୍ତ୍ତନ ସମୟରେ ଶିଶୁମାନେ ମଧ୍ୟ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇଥାନ୍ତି। ବିଭିନ୍ନ ଶିଶୁରୋଗର…
ପିଲାଙ୍କ ସହ ବୁଲିବାକୁ ଯାଉଥିଲେ…
ପିଲାମାନଙ୍କ ଆଚାର ବ୍ୟବହାର, କଥାବାର୍ତ୍ତା ଶୈଳୀ ପ୍ରତି ମା’ବାପା ଧ୍ୟାନଦେବା ଦରକାର। କାରଣ କେତେଜଣ ପିଲାଙ୍କ ରୁକ୍ଷ କଥା ଏବଂ ବ୍ୟବହାର ଅନେକ ସମୟରେ ମାତାପିତାଙ୍କୁ ଲଜ୍ଜିତ କରାଇଥାଏ। ତେଣୁ ଯଦି ପିଲାଙ୍କ ସହ କୌଣସି ସ୍ଥାନକୁ ବୁଲିବାକୁ ଯାଇଛନ୍ତି ତେବେ…
ସୌନ୍ଦର୍ଯ୍ୟ ପାଇଁ କ୍ଷୀର
କ୍ଷୀର ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା କହିବା ଅନାବଶ୍ୟକ। ଆମ ଶରୀରକୁ ସୁସ୍ଥ ରଖିବା ପାଇଁ ଆବଶ୍ୟକ ପଡୁଥିବା କେତେକ ପ୍ରମୁଖ ଖାଦ୍ୟ ମଧ୍ୟରେ ଏହା ଅନ୍ୟତମ। ଅନ୍ୟପକ୍ଷରେ ସୌନ୍ଦର୍ଯ୍ୟକୁ ନୂଆ ରୂପ ଦେବାରେ ଏହାର ମଧ୍ୟ ଭୂମିକା ରହିଛି।…
ଦୂରହେବ ଅସରପା ସମସ୍ୟା
ଘରେ ଅସରପା ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ତେବେ ଏହାକୁ ନେଇ ବ୍ୟସ୍ତ ହେବା ପରିବର୍ତ୍ତେ କେତୋଟି ଛୋଟ ଉପାୟରେ ଆପଣଙ୍କ ଘରୁ ଏହାକୁ ଦୂରେଇ ଦେଇପାରିବେ… ଆପଣ ରୋଷେଇକରିବା ସମୟରେ ଲବଙ୍ଗ ବ୍ୟବହାର କରିଥାନ୍ତି। ଏହାକୁ ଆପଣ କିଚେନ୍ କ୍ୟାବିନେଟ୍…
ଓଜନକୁ ପ୍ରଭାବିତ କରେ ମୃଦୁ ପାନୀୟ
ଆଜିକାଲି ମୃଦୁ ପାନୀୟର ଚାହିଦା କାହିଁରେ କେତେ। ବିଶେଷଭାବରେ ଯୁବପିଢ଼ିଙ୍କ ଦ୍ୱାରା ଏପରି ପାନୀୟ କେତେ ଆଦୃତ ତାହା କହିବା ଅନାବଶ୍ୟକ। ଏବେ ତ ବିବାହ, ଭୋଜି କିମ୍ବା କୌଣସି କାର୍ଯ୍ୟକ୍ରମରେ ମୃଦୁପାନୀୟ ପରିବେଷଣ ସାଧାରଣ କଥା ପାଲଟି ଗଲାଣି। ହେଲେ…
Archives


